-+91-9937148622 |

prerana_bgr@rediffmail.com |

  Wednesday 29th July 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||     

HOME   ଜିଲ୍ଲା

ଭାରତୀୟ ମଜଦୁର ସଂଘର ପ୍ରତିଷ୍ଠା ଦିବସ ପାଳନ କରିବା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

19-Jul-2024



ବଲାଙ୍ଗିର (ପ୍ରେରଣା ଖବର): ଜିଲ୍ଳାର ମୁଖ୍ୟ କାର୍ଯ୍ୟକାରୀ ସଦସ୍ୟଙ୍କ ଉପସ୍ଥିତିରେ ମନୋହରପୁର ଠାରେ ଏକ ଆଲୋଚନା ବୈଠକ ସମ୍ପାଦକ ଫିରୋଜ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା l
   ଉକ୍ତ ବୈଠକରେ ଆଗାମୀ ତା ୨୩. ୦୭. ୨୦୨୪ ମଙ୍ଗଳବାର ଦିନ ଭାରତୀୟ ମଜଦୁର ସଂଘର ୭୦ ତମ ପ୍ରତିଷ୍ଠା ଦିବସ ପାଳନ କରିବା ପାଇଁ ସମ୍ପାଦକ ଫିରୋଜ କୁମାର ସାହୁ ବିଭିନ୍ନ ପ୍ରସ୍ତାବ ଦେଇଥିଲେ ଏବଂ ଉପସ୍ଥିତ ସମସ୍ତ ସଦସ୍ୟଙ୍କ ପୂର୍ଣ୍ଣ ସହମତିରେ ଉକ୍ତ ଉତ୍ସବଟି ପାଳନ କରିବାକୁ ସମର୍ଥନ ଦେଇଥିଲେ l ଏହା ସହିତ ସଭାପତି ଅରୁଣ କୁମାର ପଟେଲ ଉକ୍ତ ଦିବସରେ ଜିଲ୍ଲାର ୧୪ ଗୋଟି ବ୍ଲକର ସମସ୍ତ BMS ର ମୁଖ୍ୟ ସଦସ୍ୟଙ୍କ ଉପସ୍ଥିତ ରହିବା ସହିତ ଜିଲ୍ଲାର ଅନେକ ମୁଖ୍ୟ ସଂଘଗୁଡିକର ସଦସ୍ୟଙ୍କୁ ଅତିଥି ଭାବେ ଯୋଗଦାନ କରିବା ପାଇଁ ନିମନ୍ତ୍ରଣ କରାଯିବ l ଏହା ସହିତ ଜିଲ୍ଳା କାର୍ଯ୍ୟାଳୟ ନିର୍ମାଣ କରିବା ପାଇଁ ଏକ ସରକାରୀ ଜାଗାର ବ୍ୟବସ୍ଥା ପାଇଁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ଦେବାର ବ୍ୟବସ୍ଥା କରାଯିବ ବୋଲି ମତାମତ ରଖିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026

You Might Also Like