-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ - ଜିଲ୍ଲା ସ୍ତରୀୟ ସମନ୍ୱୟ ବୈଠକ -

19-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସ୍ତରୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ର ପ୍ରଥମ ସମନ୍ୱୟ ବୈଠକ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ଦୁର୍ଗା ଦତ୍ତ ଦାସ ଉପସ୍ଥିତ ସମସ୍ତ ସଦସ୍ୟ ସଦସ୍ୟା ଙ୍କୁ ସ୍ୱାଗତ କରିବା ସହ ବୈଠକର ଆଭିମୁଖ୍ୟ ଓ ତତ୍ପର୍ଯ୍ୟ ଉପରେ ସୂଚନା ପ୍ରଦାନ କରିଥିଲେ l ବିଗତ ତିନି ବର୍ଷ ଧରି ଚାଲୁ ରହିଥିବା ଏହି କାର୍ଯ୍ୟକ୍ରମର ତଥ୍ୟ ଅନୁଯାୟୀ ଚଳିତ ବର୍ଷ ଆମ ଜିଲ୍ଲାରେ ୩୯. ୪% ପୁରୁଷ ଓ ୧୭. ୯% ମହିଳା ତମାଖୁ ସେବନର କୁ ଅଭ୍ୟାସ ରେ ରହିଥିବା ଉଲ୍ଲେଖ କରାଯାଇଛି। ତମାଖୁ ସେବନ ବ୍ୟକ୍ତି ତଥା ସମାଜ ପାଇଁ ନିଶ୍ଚିତ ଭାବେ ମାରାତ୍ମକ ଅଭ୍ୟାସ ହେଇଥିବା ବେଳେ ଏହା ଏକା ସାଙ୍ଗରେ ଧନ,ଜନ ଓ ଜୀବନ  ପାଇଁ ବିପଦକୁ ଡାକିଆଣିଥାଏ l ଏଣୁ ଜିଲ୍ଲା ରେ ଏହାର ଉଚିତ ମୁକାବିଳା ତଥା ନିୟନ୍ତ୍ରଣ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ତରଫରୁ ବିଶେଷ ଯତ୍ନବାନ ହେବାକୁ ଅଧ୍ୟକ୍ଷା ତଥା ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ଏହାର ଆବଶ୍ୟକ ନିୟନ୍ତ୍ରଣ ନିମନ୍ତେ ତୃଣ ମୂଳ ସ୍ତରରେ ତଥା ଚିହ୍ନଟ ସମ୍ବେଦନଶିଳ ଅଂଚଳରେ ଆବଶ୍ୟକ ପ୍ରଚାର ପ୍ରସାର ସହ ସବୁବର୍ଗରେ ସଚେତନତା କରାଇବାକୁ ନିର୍ଦେଶ ଦେଇଛନ୍ତି l ଏହି ପରିପ୍ରେକ୍ଷୀରେ ଜିଲ୍ଲାର ସମସ୍ତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଦ୍ୱାରା ଆବଶ୍ୟକ ନିୟଂତ୍ରଣ ପାଇଁ କାର୍ଯ୍ୟକ୍ରମ ଖସଡ଼ା ପ୍ରସ୍ତୁତି ଓ ରୂପରେଖ ର ପୂର୍ଣ୍ଣ ତଥ୍ୟ ଜିଲ୍ଲା ସ୍ତରକୁ ପ୍ରଦାନ ପାଇଁ ପରାମର୍ଶ ଦେଇଛନ୍ତି l ଏତଦ ବ୍ୟତୀତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଜିଲ୍ଲା ଶିକ୍ଷା ବିଭାଗ ମାଧ୍ୟମ ରେ ଜିଲ୍ଲାର ପ୍ରତ୍ୟେକ ଶିକ୍ଷନୁଷ୍ଠାନ ଗୁଡିକରେ କୋମଳମତି ଛାତ୍ର ଛାତ୍ରୀ ଙ୍କୁ ଏହି ତମାଖୁ ରାକ୍ଷସ ଯେପରି ଗ୍ରାସ ନ କରେ ସେଥିପ୍ରତି ବିଶେଷ ଯୋଜନା ପ୍ରସ୍ତୁତ ସହ ସଚେତନତା କରିବା ଏବଂ ଜିଲ୍ଲାର ସମସ୍ତ କାର୍ଯ୍ୟସ୍ଥଳୀ ଗୁଡିକରେ ସମ୍ପୃକ୍ତ ବିଭାଗ ଦ୍ୱାରା ଆବଶ୍ୟକ ସଚେତନତା ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି l ତଥ୍ୟ ଅନୁଯାଇ ଜିଲ୍ଲାର ତରଭା ଓ ଡୁଙ୍ଗୁରିପାଲି ବ୍ଲକ ର ଆଭ୍ୟାନ୍ତରୀଣ ଅଞ୍ଚଳ ରେ ଏହାର ବିଶେଷ ପ୍ରଭାବ ରହିଥିବାରୁ ଅଞ୍ଚଳ, ଶିକ୍ଷା ଅନୁଷ୍ଠାନ ଓ ସଂଲଗ୍ନ ପରିସର କୁ ଚି଼ହ୍ନଟ ପୂର୍ବକ ତମାଖୁ ସେବନ ନିୟନ୍ତ୍ରଣ ନିମନ୍ତେ କଡା ଆଭିମୁଖ୍ୟ ଗ୍ରହଣ କରିବାକୁ ନିର୍ଦେଶ ଦେଇଛନ୍ତି l ଜିଲ୍ଲା ସ୍ତରୀୟ ଯାଞ୍ଚ କମିଟି  ଜିଲ୍ଲାର ବିଭିନ୍ନ ଅଂଚଳ ଗସ୍ତ ପୂର୍ବକ ଦୋକାନ ବଜାର ଅଚାନକ ଯାଞ୍ଚ କରି ଫାଇନ ଆଦାୟ ସହ ତାଗିଦ କରିବାକୁ ଗୁରୁତ୍ୱାରୋପ କରାଯାଇଛି l ଏପରିକି ତମାଖୁ ସେବନ ର ଅପକାରିତା ଉପରେ ଗ୍ରାମ ପଂଚାୟତ ସ୍ତରରେ ଗ୍ରାମ ସଭା, ପଂଚାୟତ ବୈଠକ, ପଂଚାୟତ ସମିତି ବୈଠକ, ସହ ଅନ୍ୟାନ୍ୟ ସାଧାରଣ ବୈଠକରେ ଜନ ସମାଜରେ ଏହାର କୁପ୍ରଭାବ ସହିତ ନିୟନ୍ତ୍ରଣ ପାଇଁ ଆବଶ୍ୟକ ସଚେତନତା ଉପରେ ବିଶେଷ ଧ୍ୟାନ ଦେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ବୈଠକରେ ଅଣ ସଂକ୍ରମକ ରୋଗ ପରିଚାଳିକା ଗୀତା ମେହେର ତମାଖୁ ସେବନ ର ଭୟବହତା ଓ ଏହାର ନିୟନ୍ତ୍ରଣ ଓ ସେବନ ରୁ ନିବୃତ ନିମନ୍ତେ ବିଭାଗୀୟ କାର୍ଯ୍ୟକ୍ରମ ଓ ପ୍ରବଧାନ ଉପରେ ପି ପି ଟି ଜରିଆରେ ତଥ୍ୟ ଉପସ୍ଥାପନ କରିଥିଲେ। ୨୦୨୩-୨୪ ବର୍ଷ ରେ ଜିଲ୍ଲାର ୪୦ ଟି ଉଚ୍ଚ ବିଦ୍ୟାଳୟ ଓ ୬ ଟି ମହାବିଦ୍ୟାଳୟ କୁ ତମାଖୁ ମୁକ୍ତ କାର୍ଯ୍ୟକ୍ରମ ରେ ସାମିଲ କରାଯାଇଥିବା ବେଳେ ସମସ୍ତ ଅନୁଷ୍ଠାନ କୁ ସମ୍ବର୍ଦ୍ଧିତ କରାଯାଇଛି l ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହ ସମସ୍ତ ଗୋଷ୍ଠୀ ଚିକିତ୍ସାଳୟ ରେ ତମାଖୁ ବିରତ କେନ୍ଦ୍ର ସହ ତମାଖୁ ନିବାରଣ ପାଇଁ ନିକୋଟିନ ଗମ ଓ ପରାମର୍ଶ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଥିବା ସୂଚନା ପ୍ରଦାନ କରାଯାଇଛି। ଜିଲ୍ଲାର ପ୍ରତ୍ୟେକ ତମାଖୁ ସେବନକାରୀ ଏହାର ସୁଯୋଗ ନେବାକୁ ଜିଲ୍ଲା ମୁଖ୍ୟ ଜନ ସ୍ୱାସ୍ଥ୍ୟ ଅଧିକାରୀ ଅନୁରୋଧ କରିଛନ୍ତି। ବୈଠକରେ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ ମନୋଜ ଅଦାବର, ଜିଲ୍ଲା ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର, ଅବକାରୀ ଅଧିକ୍ଷକ ଶ୍ରୀ ପ୍ରବୀର କୁମାର ସାମଲ, ଡି ପି ଏମ ବିଶ୍ୱମ୍ବର ବେହେରା, ତଥା ସମ୍ପୃକ୍ତ ଜିଲ୍ଲା ସ୍ତରୀୟ ବିଭିନ୍ନ ଅଧିକାରୀ, ସ୍ୱାସ୍ଥ୍ୟ ଅଧିକାରୀ, ବିଡ଼ିଓ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like