-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ପୂର୍ତ୍ତ ବିଭାଗ ବେପରୁଆ ନୀତି ଯୋଗୁଁ ପାଣିରେ ବିଲୀନ ହେବାକୁ ଯାଉଛି ୩୦ ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କାର ଡାଇଭର୍ସନ ରୋଡ

19-Jul-2024



ନର୍ଲା( ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଛତିକୁଡ଼ା ଠାରୁ ନର୍ଲା କୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ଚିପୂଲ୍ ନାଳା ଠାରେ ବ୍ରିଜ ନିର୍ମାଣ ଓ ବେହେରାପାଟି ନିକଟସ୍ଥ ସାନ୍ଦୂଲ୍ ସେତୁ ନିର୍ମାଣ ପାଇଁ ପାଖାପାଖି ତିରିଶ ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କାର ଡ଼ାଇଭର୍ଶନ ରୋଡ ଏବଂ କଲଭଟ ଅତି ତରବରିଆ ଭାବରେ ୨୦୨୩ ମସିହା ନଭେମ୍ବର ମାସରେ ନିର୍ମାଣ କରାଯାଇଥିବା ଦେଖିବାକୁ ମିଳିଥିଲା କିନ୍ତୁ ଉକ୍ତ ଦୁଇଗୋଟି ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର ୨୦୨୨ -୨୩ ଆର୍ଥିକ ବର୍ଷରେ ଅନୁଦାନ ପ୍ରଦାନ କରିଥିଲେ ହେଁ ଆଜି ପର୍ଯ୍ୟନ୍ତ ପୋଲ ନିର୍ମାଣ କାମ ପୂର୍ତ୍ତ ବିଭାଗ ନାଁ ଧରୁନାହିଁ କିନ୍ତୁ ବିଗତବର୍ଷ ଅତ୍ୟନ୍ତ ତରବରିଆ ଭାବରେ ସାନ୍ଦୂଲ୍ ଓ ଚିପୁଲ ନାଲା ଠାରେ କେସିଙ୍ଗା ର ଏକ ଠିକା ସଂସ୍ଥା ଜରିଆରେ ଦୁଇଟି ଯାକ ଡାଇଭର୍ଶନ ରୋଡ ଓ କଲଭଟ୍ ନିର୍ମାଣ କରି ୩୦ ଲକ୍ଷରୁ ଅଧିକ ସରକାରୀ ଅର୍ଥ ଅପ ବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି

ଓ ଅନ୍ୟପଟେ ବିଭାଗୀୟ ଅଧିକାରୀ ମାନଙ୍କୁ ପଚାରିଲେ ତାର ମେପ୍ ଆସିନାହିଁ ବୋଲି ଉତ୍ତର ରଖୁଛନ୍ତି ଯଦି ମେପ୍ ଆସି ନ ଥିଲା ତାହେଲେ ଲକ୍ଷ ଲକ୍ଷ ଟଙ୍କାର ଦାଇଭର୍ଶନ ରୋଡ ଓ କଲ୍ ଭଟ୍ କାହା ସ୍ୱାର୍ଥରେ ନିର୍ମାଣ କରାଗଲା ବୋଲି ସାଧାରଣରେ ପ୍ରଶ୍ନ ଉଠିଛି ବର୍ତ୍ତମାନ ଚଳିତ ବର୍ଷ ଜୁଲାଇ ମାସ ଶେଷ ହେବାକୁ ବସିଲାଣି ଯଦି ନଦୀ ଗର୍ଭରେ ବର୍ଷା ପାଣିରେ ଲକ୍ଷ ଲକ୍ଷ ଟଙ୍କାର ରୋଡ ବିଲୀନ ହୋଇଯାଏ
 ତେବେ ଏତେ ଗୁଡ଼ିଏ ରାଜସ୍ବ ହାନି ପାଇଁ କେଉଁ ଅଧିକାରୀ ଦାୟୀ ରହିବେ? ଏଣୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରାଯାଇ ସରକାରୀ ଅର୍ଥ ଅପ ବ୍ୟବହାର କରିଥିବା ଅଧିକାରୀ ଓ ଠିକା ସଂସ୍ଥା ଙ୍କ ବିରୋଧରେ ରାଜ୍ୟ ସରକାର ଓ ଜିଲ୍ଲାପାଳ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ସାଧାରଣରେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like