-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖ୍ଲେ ବିଲେଇ ଦେଖ"....    (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||      ବିଶ୍ଵବିଦ୍ୟାଳୟ ସ୍ତରୀୟ ସ୍ନାତକ କଳା ଛାତ୍ରୀଙ୍କ ସଫଳତା* ପାଇଁ ସମ୍ବର୍ଦ୍ଧନା ସଭା    (04-May-2026)       ||      *ଡାବୁଗାଁ ମଣ୍ଡଳ ବିଜେପି ତରଫରୁ ବିଜୟ ଉତ୍ସବ ପାଳିତ*   (04-May-2026)       ||      ପାଟଣେଶ୍ୱରୀ ଦେବୀଙ୍କ ପ୍ରତିମୁର୍ତ୍ତିରେ ସିମେଣ୍ଟ, ଚୁନ ପଥର ପଡୁଛି   (04-May-2026)       ||      लोइसिंघा: ब्राइटमूर इंटरनेशनल स्कूल में ग्रीष्मकालीन शिविर का उद्घाटन   (04-May-2026)       ||      Summer Camp Inaugurated at Brightmoor International School   (04-May-2026)       ||      ବିଶ୍ୱ ପତ୍ରକାରିତା(ବିଶ୍ୱ ପ୍ରେସ ସ୍ୱାଧୀନତା ଦିବସ) ଦିବସ ପାଳିତ    (04-May-2026)       ||     

HOME   ରାଜ୍ୟ

୩ଶାଗୁଆନ ଗଣ୍ଡି ଜବତ, ୨ ଗିରଫ

19-Jul-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ) ବୌଦ୍ଧ  ବନଖଣ୍ଡ ପୁରୁଣାକଟକ ରେଞ୍ଜ ପକ୍ଷରୁ  ୩ ଶାଗୁଆନ ଗଣ୍ଡି ସହିତ ୨ ଜଣଙ୍କୁ ଗିରଫ କରି ଉଭୟଙ୍କୁ ଗୁରୁବାର କୋର୍ଟ ଚଲାଣ ହୋଇଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି l ସୂଚନା ଅନୁଯାୟୀ ପୁରୁଣାକଟକ ରେଞ୍ଜ ଅଧିନସ୍ଥ ରତନପୁର ଗ୍ରାମରେ ଶାଗୁଆନ ଗଣ୍ଡିରୁ କରତ ସାହାଯ୍ୟରେ କାଟି ପଟା ତିଆରି ହେଉଥିବା ନେଇ ବନ ବିଭାଗ ବିଶେଷ ସୂତ୍ରରୁ ଖବର ମିଳିଥିଲା l ଖବର ପାଇ ବନ ବିଭାଗ ଗ୍ରାମରେ ପହଂଚି ଥିଲେ । ସେଠାରୁ ୩ଖଣ୍ଡ ଶାଗୁଆନ ଗଣ୍ଡି ୮.୨୫ ଫିଟ ସହିତ ବ୍ୟବହୃତ ଗୋଟିଏ ହାତ କରତ ଏବଂ ପଟା ତିଆରି କରୁଥିବା ଆସାମୀଙ୍କୁ ଗିରଫ କରିଥିଲା ବନ ବିଭାଗ । ଗିରଫ ବ୍ୟକ୍ତି ମାନେ ହେଲେ ପୁରୁଣାକଟକ ଗ୍ରାମର କରୁଣା କହଁର ଓ କାର୍ତିକ କହଁର l ଉଭୟଙ୍କୁ  କୋର୍ଟ ଚାଲାଣ କରିଥିବା ବେଳେ ରତନପୁର ଗ୍ରାମର ହରିହର କର୍ଣ୍ଣ ଯିଏକି ଏହି ପଟା ତିଆରି କରାଉଥିବା ମାଲିକ ଫେରାର ଥିବା ରେଞ୍ଜ ପକ୍ଷରୁ ସୂଚନା ମିଳିଛି । ଏହି ଅପରେସନରେ ଏସିଏଫ୍  ମିନାକ୍ଷୀ କୁମରା, ସହକାରୀ ତହସିଲଦାର, ଏ ସି ଏଫ୍ /ରେଞ୍ଜ ଅଧିକାରୀ ଜୟନ୍ତ କର୍ଣ୍ଣ, ବନପାଳ ଚିତ୍ତରଞ୍ଜନ ପ୍ରଧାନ, ପୁଷ୍ପାଞ୍ଜଳି ମେହେର, ଗୋବର୍ଦ୍ଧନ ମେହେର, ବନରକ୍ଷୀ ବୀଣାପାଣି ଖଟୁଆ, ପିଙ୍କି ପ୍ରଧାନ ସମେତ ସ୍କ୍ୱାର୍ଡ ଓ ପୁରୁଣାକଟକ ପୋଲିସ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
ବାଘ୍ ନାଇଁ ଦେଖ୍ଲେ ବିଲେଇ ଦେଖ"....   05-May-2026
  ଜିଲ୍ଲା  
କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   05-May-2026
  ଜିଲ୍ଲା  
ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   05-May-2026
  ଜିଲ୍ଲା  
କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ   05-May-2026
  ରାଜ୍ୟ  
ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   05-May-2026
  ଜିଲ୍ଲା  
ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   05-May-2026
  ଜିଲ୍ଲା  
ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   05-May-2026

You Might Also Like