-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ନୂଆପାଲି ଆଦିବାସୀ ହାଇସ୍କୁଲରେ ବନମହୋତ୍ସବ, ବୃକ୍ଷରୋପଣ ଓ ସଂରକ୍ଷଣ ପାଇଁ ଆହ୍ୱାନ ଦେଲେ ବିଧାୟକ ଶ୍ରୀ ଡାଙ୍ଗ

19-Jul-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ବନଖଣ୍ଡ ଅନ୍ତର୍ଗତ କଣ୍ଟାମାଳ ବନାଞ୍ଚଳ ତଥା କଣ୍ଟାମାଳ ବ୍ଲକ କୁଲୁତାଜୋର ପଞ୍ଚାୟତର ଆଦିବାସୀ ଉଚ୍ଚ ବିଦ୍ୟାଳୟ ନୂଆପାଲି ଠାରେ ବନମହୋତ୍ସବ ସପ୍ତାହ ଆଡମ୍ବର ସହକାରେ ପାଳିତ ହୋଇଯାଇଛି  l  କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ବୃକ୍ଷରୋପଣ କରିବା ସହ ପରିବେଷର ସୁରକ୍ଷା ପାଇଁ ନୂତନ ଜଙ୍ଗଲ ସୃଷ୍ଟିର

ଆବଶ୍ୟକତାକୁ ଦୃଷ୍ଟିରେ ରଖି ସମସ୍ତଙ୍କୁ ଗଛ ଲଗାଇବା ସଙ୍ଗେ ସଙ୍ଗେ ତାର ଉପଯୁକ୍ତ ସଂରକ୍ଷଣ ପାଇଁ ଆହ୍ୱାନ ଦେଇଥିଲେ  l  ଏହି  ଅବସରରେ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ଅନନ୍ତ କ୍ଷେତି ଙ୍କ ଅଧ୍ୟକ୍ଷତା ରେ ପରିବେଶ ସଚେତନତା ସମ୍ପର୍କିତ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି   l   ସଭାରେ ମୁଖ୍ୟଅତିଥି ଭାବେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ,ମୁଖ୍ୟବକ୍ତା -ଦିବ୍ୟଶଙ୍କର ରାଉତ ଓ ସମ୍ମାନୀତ ଅତିଥି ଭାବେ ବୌଦ୍ଧ ଜିଲ୍ଲାପରିଷଦ ଉପାଧ୍ୟାକ୍ଷ ଶଙ୍କର୍ଷଣ ପ୍ରଧାନ, ଜିଲ୍ଲା ଶିକ୍ଷାଧିଶ ଗେନ୍ଦ୍ରା କୁଜୁର, କେନ୍ଦୁଲିଫ ଡ଼ିଏଫଓ ବୌଦ୍ଧ ସୁଦର୍ଶନ ବାଦି, କଣ୍ଟାମାଳ ବ୍ଲକ ଉପାଧ୍ୟାକ୍ଷ ମହେନ୍ଦ୍ର ରଣା,ଏକ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ସୁମିତ୍ରା ସାହୁ,କୁଲୁତାଜୋର ସରପଞ୍ଚ ଶ୍ରୀମତୀ ଚୁମୁକି ଭୋଇ, ଖମନମୁଣ୍ଡା ସରପଞ୍ଚ ଅଳକା ପ୍ରଧାନ, ଶିକ୍ଷାବିତ ନୀଳାଞ୍ଚଳ ଭୋଇ,ବିଦ୍ୟାଳୟ ପୂର୍ବତନ ସଭାପତି କରୁଣାକର ସାହୁ ପ୍ରମୁଖ ଯୋଗଦେଇ ମନୁଷ୍ୟ ଜୀବନରେ ବୃକ୍ଷରୋପଣ ଓ ସଂରକ୍ଷଣର ଏକାନ୍ତ  ଆବଶ୍ୟକତା ସମ୍ପର୍କରେ ଅତିଥିମାନେ ମତବ୍ୟକ୍ତ କରିଥିଲେ l ନୃତ୍ୟ ଶିକ୍ଷକ ସତ୍ୟ ରଞ୍ଜନ ବାଗଙ୍କ ନିର୍ଦେଶନାରେ ବିଦ୍ୟାଳୟ ଛାତ୍ରୀମାନଙ୍କ ଦ୍ଵାରା ପରିବେଶ ସୁରକ୍ଷା ଜୀବନ ରକ୍ଷା ସମ୍ପର୍କିତ ସଚେତନତା ମୂଳକ ନୃତ୍ୟ ସଂଗୀତ ମନୋମୁଗ୍ଧକର ହୋଇଥିଲା  l ସହକାରୀ ଶିକ୍ଷକ ଜବରସିଂ ବନଛୋର ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ  l ଏହି ଅବସରରେ ବିଧାୟକ ଶ୍ରୀ ଡାଙ୍ଗ ଙ୍କ କରକମଳରେ

ବିଦ୍ୟାଳୟ ଛାତ୍ରୀ ନିବାସ ଭୋଜନ କକ୍ଷର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ  l ଅନ୍ୟମାନଙ୍କ ମଧ୍ୟରେ ନାରାୟପ୍ରସାଦ ସରପଞ୍ଚ ପ୍ରତିନିଧି ସତ୍ୟନାରାୟଣ ମାଝୀ, ମଣ୍ଡଳ ସଭାପତି ଅନିଲ କୁମାର ପ୍ରଧାନ,ପିନାକଧର ରଣା, ଋଣ୍ଡିମହୁଲ ସରପଞ୍ଚ ପଞ୍ଚାନନ ସାହୁ, ବରଗାଁ ସମିତିସଭ୍ୟ ପ୍ରତିନିଧି ସମେତ ସ୍ଥାନୀୟ ଅଭିଭାବକ ଓ ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତ୍ତା ଯୋଗଦେଇଥିଲେ l ପରେ ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥି ମାନଙ୍କ ଦ୍ୱାରା ବୃକ୍ଷରୋପଣ କରାଯାଇଥିଲା   l   କାର୍ଯ୍ୟକ୍ରମ ଶେଷରେ ବିଧାୟକ ଶ୍ରୀ ଡାଙ୍ଗ ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ  l


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like