-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରେଳ ଚଳାଚଳ ସମୟରେ ଦୂର ହେବ କ୍ରସ ଟ୍ରାଫିକ୍ ସମସ୍ୟା । ସମ୍ବଲପୁର ଜଙ୍କସନ୍‌ରେ ରେଳ ଚଳାଚଳରେ ପ୍ରତିବନ୍ଧକ ଦୂର କରିବା ପାଇଁ ୮.୧୦ କିଲୋମିଟର ଦୂରତା ବିଶିଷ୍ଟ ଏକ ରେଳ ଫ୍ଲାଏଓଭର ନିର୍ମାଣ ହେବ

20-Jul-2024



 

ଭୁବନେଶ୍ବର/ସମ୍ବଲପୁର : (ସଂଜୀବପାଣିଗ୍ରାହୀ) ରାଜ୍ୟରେ ଅନେକ ବଡ଼ ବଡ଼ ସହର ମଧ୍ୟରେ ରେଳ ଚଳାଚଳକୁ ନେଇ ଅନେକ ସମସ୍ୟା ସୃଷ୍ଟି ହୋଇଥାଏ । ଯାହାର ଏକମାତ୍ର ସମାଧାନ ହେଉଛି ଫ୍ଲାଏଓଭର । ତେବେ ସମ୍ବଲପୁର ଷ୍ଟେସନଠାରୁ ସମ୍ବଲପୁର ସିଟି ଷ୍ଟେସନ ମଧ୍ୟରେ ରେଳ ଚଳାଚଳରେ ପ୍ରତିବନ୍ଧକ ଦୂର କରିବା ପାଇଁ ୮.୧୦ କିଲୋମିଟର ଦୂରତା ବିଶିଷ୍ଟ ଏକ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ଟଙ୍କା ମଞ୍ଜୁର ହୋଇଛି । ଏନେଇ ରେଳ ମନ୍ତ୍ରଣାଳୟ ୨୮୮.୬୧ କୋଟି ଟଙ୍କା ମଞ୍ଜୁର କରିଛି ।

ପ୍ରକଳ୍ପର ମୁଖ୍ୟ ଆକର୍ଷଣ:-
ସୁଗମ ଟ୍ରେନ ଚଳାଚଳ: ରେଳ ଫ୍ଲାଏଓଭର ସମ୍ବଲପୁରର ସମସ୍ତ ପାର୍ଶ୍ବରୁ ଏକକାଳୀନ ଟ୍ରେନ୍ ଚଳାଚଳକୁ ସୁଗମ ଓ ସହଜ କରିବ । ଏହା ସହିତ ଟିଟିଲାଗଡ, ଅନୁଗୋଳ ଏବଂ ଝାରସୁଗୁଡା ପାର୍ଶ୍ବକୁ ଏକା ସମୟରେ ପ୍ରତିବନ୍ଧକ ମୁକ୍ତ ପାଇଁ କାର୍ଯ୍ୟ କରିବ ।

କାର୍ଯ୍ୟକ୍ଷମ ଦକ୍ଷତା: ରେଳ ଚଳାଚଳ ସମୟରେ କ୍ରସ ଟ୍ରାଫିକ୍ ବିଳମ୍ବ ହେବା ଏକ ବଡ଼ ସମସ୍ୟା ଭାବେ ଉଭା ହୁଏ, ଯାହା ଏହି ପ୍ରକଳ୍ପ ଦ୍ବାରା ଦୂର ହୋଇପାରିବ । ଏହି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ଏହି ଅଞ୍ଚଳରେ ଟ୍ରେନର ହାରାହାରି ଗତି ଏବଂ ଦକ୍ଷତା ବୃଦ୍ଧି ମଧ୍ୟ କରିବାରେ ସହାୟକ ହେବ ।

ଏନର୍ଜି କରିଡର ଯୋଜନା: ଏହି ପ୍ରକଳ୍ପ ନିର୍ମାଣ ହେଲେ ଭାରତୀୟ ରେଳବାଇର ଏନର୍ଜି କରିଡରର ଏକ ଅଂଶ ବିଶେଷ ହେବ । ଯାହାକି ସ୍ଥାୟୀ ଏବଂ ଦକ୍ଷ ଭିତ୍ତିଭୂମି ବିକାଶ ପାଇଁ ଏକ ପ୍ରତିବଦ୍ଧତା ସୃଷ୍ଟି କରିବ ।

ଦୈର୍ଘ୍ୟ ଏବଂ ମୂଲ୍ୟ: 8.10 କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ଗୁରୁତ୍ବପୂର୍ଣ୍ଣ ରେଳ ଫ୍ଲାଏଓଭର ପାଇଁ 288.61 କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଫ୍ଲାଏଓଭରର ଲାଭ:-
ବର୍ଦ୍ଧିତ କ୍ଷମତା: ନୂତନ ରେଳ ଫ୍ଲାଏଓଭର ଅନ୍ୟ ଲାଇନ ଗୁଡିକ ଅତିକ୍ରମ କରିବାର ଆବଶ୍ୟକତାକୁ ଏଡାଇ ଟିଟିଲାଗଡ, ଝାରସୁଗୁଡା ଏବଂ ଅନୁଗୋଳ ପାର୍ଶ୍ବରୁ ଏକା ସମୟରେ ଟ୍ରେନ୍ ଚଳାଚଳ ପାଇଁ ଉତ୍ସର୍ଗୀକୃତ ଭିତ୍ତିଭୂମି ଯୋଗାଇବ ।

ସମସ୍ୟାର ସମାଧାନ: ଟ୍ରେନ ଚଳାଚଳ ସମୟରେ ଟ୍ରେନ୍ ଟ୍ରାଫିକ୍ ସମସ୍ୟାର ସମାଧାନ ହେବ । ସମ୍ବଲପୁର ବା ସମ୍ବଲପୁର ସିଟି ଷ୍ଟେସନରେ ରେଳ ଗୁଡ଼ିକୁ ଅଟକ ରଖାଯିବ ନାହିଁ । ଏହି ବ୍ୟସ୍ତବହୁଳ ଜଙ୍କସନକୁ ଆସୁଥିବା ଟ୍ରେନ ଗୁଡିକର ଅପେକ୍ଷା ସମୟକୁ ହ୍ରାସ କରାଯିବା ନେଇ ଯୋଜନା କରାଯାଇଛି ।

ପ୍ରତିବନ୍ଧକ ବିନା ଟ୍ରେନ ଚଳାଚଳ: ଏହି ପ୍ରକଳ୍ପ ଟିଟିଲାଗଡ, ଝାରସୁଗୁଡା ଏବଂ ଅନୁଗୋଳ ପାର୍ଶ୍ବକୁ ଯାତ୍ରୀବାହୀ ଟ୍ରେନର ସୁଗମ ଚଳାଚଳ କ୍ଷେତ୍ରରେ ସହଜ କରିବ ।

ପ୍ରକଳ୍ପ ପ୍ରଭାବ:-
ସମ୍ପ୍ରତି ଝାରସୁଗୁଡା, ଟିଟିଲାଗଡ ଏବଂ ଅନୁଗୋଳ ପାର୍ଶ୍ବରୁ ସମ୍ବଲପୁର ଷ୍ଟେସନକୁ ଆସୁଥିବା ଟ୍ରେନ ଗୁଡିକୁ କ୍ରସ୍ ଟ୍ରାଫିକ୍ ସମସ୍ୟା ଯୋଗୁଁ ସମ୍ବଲପୁର ଜଙ୍କସନ ଏବଂ ସମ୍ବଲପୁର ସିଟି ଷ୍ଟେସନରେ ନିୟନ୍ତ୍ରଣ କରାଯାଇଥାଏ । ଯାହାଦ୍ବାରା ଟ୍ରେନ ଚଳାଚଳ କ୍ଷେତ୍ରରେ ବିଳମ୍ବ ଏବଂ କାର୍ଯ୍ୟକ୍ଷମ ଅପାରଗତାକୁ ଦର୍ଶାଇଥାଏ । କ୍ରସ୍ ଟ୍ରାଫିକ୍ ସମସ୍ୟାକୁ ଏହି ରେଳ ଫ୍ଲାଏଓଭର ସମାଧାନ କରିବ । ଯାହା ଭୂପୃଷ୍ଠ କ୍ରସିଂ ବିନା ଏକକାଳୀନ ସମସ୍ତ ପାର୍ଶ୍ବକୁ ଟ୍ରେନ୍ ଚଳାଚଳକୁ ସକ୍ଷମ କରିବ । ଯାହାଦ୍ବାରା ବର୍ତ୍ତମାନର ପ୍ରତିବନ୍ଧକକୁ ଏଡାଇ ଦିଆଯାଇ ପାରିବ ଏବଂ ଏହି ଅଞ୍ଚଳରେ ଟ୍ରେନ୍ କାର୍ଯ୍ୟକ୍ଷମତା ବୃଦ୍ଧି କରାଯାଇ ପାରିବ । ଭାରତୀୟ ରେଳ ସମଗ୍ର ଦେଶରେ ଏହାର ଭିତ୍ତିଭୂମିରେ ଉନ୍ନତି ଆଣିବାକୁ ଚେଷ୍ଟା ଚଳାଇଛି । ସମ୍ବଲପୁରର ଏହି ନୂତନ ପ୍ରସ୍ତାବିତ ରେଳ ଫ୍ଲାଏଓଭର ଟ୍ରେନ ଯାତାୟତ ସମୟକୁ ହ୍ରାସ କରିବା ସହିତ ଟ୍ରେନ୍ ଚଳାଚଳର ଦକ୍ଷତା ବୃଦ୍ଧି ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like