-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ବିଶ୍ୱ ଜନସମ୍ପର୍କ ଦିବସ- ୨୦୨୪ ପାଳନ ଅବସରରେ ବୌଦ୍ଧ ଡି.ଆଇ.ପି.ଆର.ଓ ଙ୍କୁ ରାଜ୍ୟସ୍ତରୀୟ ସମ୍ମାନ

20-Jul-2024



ବୌଦ୍ଧ(ଜୟାନନ୍ଦ ମିଶ୍ର ): ଜନତାଙ୍କୁ ଯୋଡିବାର ଏକ ବଳିଷ୍ଠ ମାଧ୍ୟମ  ହେଉଛି  ଜନସମ୍ପର୍କ l ଏହି ପରିପ୍ରେକ୍ଷୀରେ ଜନ ସମାଜର ବିକାଶ ସହିତ  ସକାରତ୍ମାକ ପରିବେଶ  ସୃଷ୍ଟି କରି  ନିଜ ବିଭାଗକୁ ଆଗେଇ ନେବାର ଲକ୍ଷ୍ୟ ରଖିଛନ୍ତି  ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ  ସୁଶ୍ରୀ ରିତାକାନ୍ତି ବଳିୟାର  ସିଂହ l ଦୀର୍ଘ ବର୍ଷ ଧରି  ଏ କ୍ଷେତ୍ରରେ ସେ ନିଜର ଦକ୍ଷତା, ପାରଦର୍ଶିତା ପ୍ରତିପାଦନ ସହ  ସମସ୍ତ କାର୍ଯ୍ୟ ସଠିକ ଢଙ୍ଗ ରେ କରି ଆସୁଛନ୍ତି l ସବୁ  ସମୟରେ ସମସ୍ତ ବର୍ଗର ଲୋକଙ୍କ ସହ  ରହି  ଯେ କୌଣସି ପରିସ୍ଥିତିରେ ବି ନିଜକୁ ଶୃଙ୍ଖଳିତ ରଖି  ନିଜ କର୍ତ୍ତବ୍ୟକୁ ସଫଳତାର ସହ  ସମ୍ପାଦିତ କରିବାରେ  ସକ୍ଷମ ହୋଇପାରିଛନ୍ତି l ତାଙ୍କର ରଚନାତ୍ମକ କାର୍ଯ୍ୟ ଏବଂ ଶ୍ରେଷ୍ଠ ଯୋଗାଯୋଗ କୌଶଳ  ତାଙ୍କୁ ସଫଳତାର ଶୀର୍ଷ ରେ ପହଞ୍ଚାଇ ପାରିଛି l ବୃହତ୍ତର  ସମାଜ, ଅନୁଷ୍ଠାନ, ସମସ୍ତ ବିଭାଗ ପ୍ରତି ତାଙ୍କର ମହତ  ଯୋଗଦାନ କୁ ସମ୍ମାନ ଜଣାଇ  ବିଶ୍ୱ ଜନସମ୍ପର୍କ ଦିବସ- ୨୦୨୪ ପାଳନ  ଅବସରରେ ଭୁବନେଶ୍ୱର ଠାରେ  ଆୟୋଜିତ ଏକ ଉତ୍ସବରେ ତାଙ୍କୁ ଜନସମ୍ପର୍କ ସମ୍ମାନ ରେ ସମ୍ବର୍ଦ୍ଧିତ କରାଯାଇଛି l ଏହି ସମ୍ମାନ ପାଇବା ପରେ  ତାଙ୍କର ପ୍ରତିକ୍ରିୟା ନିଆଯାଇଥିଲା l ସେ ଏହି ସମ୍ମାନ ର ସମସ୍ତ ଶ୍ରେୟ ଗଣମାଧ୍ୟମ ପ୍ରତିନିଧି ଙ୍କୁ ଦେଇଥିଲେ l ସେମାନଙ୍କ ସଦିଚ୍ଛା, ସହାନୁଭୂତି, ଆନ୍ତରିକତା ଏବଂ ସହଯୋଗ ଫଳରେ ସେ ଏହି ସମ୍ମାନର ଅଧିକାରିଣୀ ହେଲେ ଏବଂ ଏହାର

ସମସ୍ତ ଶ୍ରେୟ ସେ ବୌଦ୍ଧ ଜ଼ିଲ୍ଲାର ସମସ୍ତ ସାମ୍ବାଦିକଙ୍କୁ ଦେଇଛନ୍ତି l ବୌଦ୍ଧ ଜ଼ିଲ୍ଲାରେ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ  ଭାବେ ସେ ତିନି ବର୍ଷ ଦୁଇ ମାସ କାର୍ଯ୍ୟ କରିବା  ମଧ୍ଯରେ ସେ ସମସ୍ତ ବ୍ଲକସ୍ତରୀୟ, ଜ଼ିଲ୍ଲାସ୍ତରୀୟ ଅଧିକାରୀ, କର୍ମଚାରୀ,ଶିକ୍ଷାନୁଷ୍ଠାନର ଶିକ୍ଷକ, ଶିକ୍ଷୟତ୍ରୀ, ଆଇନଜୀବୀ , ବୁଦ୍ଧିଜୀବୀ,ସ୍ବେଛାସେବୀ ସଂଗଠନ କର୍ମକର୍ତ୍ତା, ଜନସାଧାରଣ ସର୍ବୋପରି ଗ୍ରାମାଞ୍ଚଳ, ବ୍ଲକସ୍ତରୀୟ ଏବଂ ଜିଲ୍ଲାସ୍ତରୀୟ ସମସ୍ତ ସାମ୍ବାଦିକ ମାନଙ୍କ ସହଯୋଗ  ପାଇଛନ୍ତି  ଏବଂ ଆଗକୁ  ମଧ୍ୟ ଏହି ସହଯୋଗ ଏହିଭଳି ରହିଥାଉ ବୋଲି ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ଏଥି ସହିତ ନିଜ କର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like