-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ନବୀନ ହେଲେ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ଅଧ୍ୟକ୍ଷ; ରାଜ୍ୟ ସ୍ୱାର୍ଥ ପାଇଁ ଲଢ଼ିବାକୁ ୯ ସାଂସଦଙ୍କୁ ଗୁରୁମନ୍ତ୍ର

20-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ନବୀନ ପଟ୍ଟନାୟକଙ୍କୁ ବିଜେଡିର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ଭାବେ ନିର୍ବାଚିତ କରାଯାଇଛି। ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ଆୟୋଜିତ ବୈଠକରେ ଦଳର ୯ ରାଜ୍ଯସଭା ସାଂସଦ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତ ସାଂସଦଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକ ଦଳର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ହୋଇଛନ୍ତି।
ତେବେ ଏହି ବୈଠକେ ଦଳର ରଣନୀତି ସମ୍ପର୍କରେ ଆଲୋଚନା କରାଯାଇଥିଲା। ରାଜ୍ଯବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲଢେଇ କରିବାକୁ ନବୀନ ସମସ୍ତଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ସଂସଦର ଆଗାମୀ ବଜେଟ ଅଧିବେଶନରେ ମଧ୍ଯ ସାଢେ ଚାରି କୋଟି ଓଡ଼ିଆଙ୍କର ସ୍ବର ସାଜିବ ବିଜୁ ଜନତା ଦଳ। ରାଜ୍ଯସଭା ସାଂସଦଙ୍କ ସହ ବୈଠକ କରି ସମସ୍ତଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ।ଗୃହରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ଯପାହ୍ଯ ମାନ୍ଯତା, ଆଦିବାସୀ କଲ୍ଯାଣ, ମହିଳା ସଶକ୍ତିକରଣ, ଚାଷୀଙ୍କ ଉନ୍ନତି, ଅବହେଳିତ ଜାତୀୟ ରାଜପଥ, କୋଇଲା ରୟାଲଟି ବୃଦ୍ଧି, ମହିଳା ସଂରକ୍ଷଣ ବିଲ ଲାଗୁ ଭଳି ପ୍ରସଙ୍ଗ ଉଠାଇବ ଦଳ। ବିଜେଡି ସଂସଦରେ ସବୁ ପ୍ରସଙ୍ଗକୁ ଉପସ୍ଥାପନ କରିବ। ଓଡ଼ିଶାର ବିକାଶ ଓ ଯୁକ୍ତିଯୁକ୍ତ ଦାବିକୁ ଉପସ୍ଥାପନ କରିବ ଦଳ। ଏନେଇ ସାଂସଦଙ୍କୁ ନବୀନ ପଟ୍ଟନୟକ ପରାମର୍ଶ ଦେଇଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like