-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ରିଂଜା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଅଗ୍ନିଶମ ବିଭାଗ ର ସଚେତନ କାର୍ଯ୍ୟକ୍ରମ

20-Jul-2024



କର୍ଲାମୁଣ୍ଡା:( ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ରିଂଜା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଶନିବାର କର୍ଲାମୁଣ୍ଡା ଅଗ୍ନିଶମ ବିଭାଗ ପକ୍ଷରୁ ସଚେତନ ସୃଷ୍ଟି ଉଦେଶ୍ୟ ରେ ମକ୍ ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଅଗ୍ନିଶମ ବିଭାଗ ର ହାବିଲଦାର  କୃତ୍ତି ବାସ ଦାସ ଙ୍କ ନେତୃତ୍ୱରେ ବିଭାଗୀୟ କର୍ମଚାରୀ ମାନେ ଯୋଗ ଦେଇ ରେ ହଠାତ ନିଆ ଲାଗିଲେ କିଭଳି ନିଜକୁ ସୁରକ୍ଷା କରିବା ସହିତ ନିଆଁ କୁ ଆୟତ୍ତ କରାଯାଇପାରିବ ,ଆକସ୍ମିକ ଦୁର୍ଘଟଣା ର କିଭଳି ମୁକାବିଲା କରାଯାଇପାରିବ ସେ ଉପରେ ବିଭିନ୍ନ କୌଶଳ ମାନ ପ୍ରଦର୍ଶନ କରିଥିଲେ।

ଏଥିରେ କର୍ଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରଣୀ ବିଜୟ ଲଷ୍ମୀ ନାଗ,ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରାମ ଚନ୍ଦ୍ର ରଥ  ,ସରପଞ୍ଚ ପଞ୍ଚାନନ ବାଗ,ସମିତି ସଭ୍ୟ ଆନନ୍ଦ ନାଗ ଉପସ୍ଥିତ ରହି ଛାତ୍ରୀ ଛାତ୍ର ଙ୍କୁ ଭଲ ପାଠ ପଢିବା ସହ ଅନ୍ୟାନ୍ୟ ଜୀବନ ସୁରକ୍ଷା ବ୍ୟବସ୍ଥା ଓ କୌଶଳ ଗୁଡିକ ଶିଖିବା ର ଆବଶ୍ୟକ ଉପରେ ଆଲୋକପାତ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଅଗ୍ନିଶମ ବିଭାଗ  କର୍ମଚାରୀ ବ୍ୟାସ ଦେବ ବିଶି,ଓଁମ ପ୍ରକାଶ ସାହୁ,ଆନନ୍ଦ ପ୍ରଧାନ,ଗୌରୀ ଶଙ୍କର ଝାଙ୍କର  ଙ୍କ ସମେତ ବିଦ୍ୟାଳୟ ଶିକ୍ଷକ ସଂଜୀବ ନାଗ,ବେଲାର ପୁଟେଲ,ଶ୍ରୀକୃଷ୍ଣ ପୁଟେଲ, ଅରବିନ୍ଦ ସାହୁ,ପୁଲକ ଷଡଙ୍ଗୀ ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like