-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ର ଏକ ନମ୍ବର ମୋଡେଲ ହସ୍ପିଟାଲ୍ ର ଦୂରାବସ୍ଥା କୁ ନେଇ ବିକ୍ଷୋପ କଲେ କୃଷକ ସଂଗଠନ*- - *କୋଠା ନିର୍ମାଣ ଓ କିଣା ଯାଇଥିବା ଚିକିତ୍ସା ଉପକରଣ ର ତଦନ୍ତ ଦାବୀ କଲେ ନାରୀ ନେତ୍ରୀ ସୋନାଲି

20-Jul-2024



- ସୋନପୁର( ମନୋରଞ୍ଜନ ତ୍ରିପାଠୀ )
 ନବ ନିର୍ମାଣ କୃଷକ ସଂଗଠନ ଓ ଜିଲ୍ଲା ମିଳିତ କୃଷକ ସଂଗଠନ ତରଫରୁ ୮ ଦଫା  ଦାବି ନେଇ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିିକିତ୍ସା ଧିକାରୀଙ୍କ କାର୍ଯ୍ୟାଳୟ ଘେରlଉ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ  ମହାଲିଙ୍ଗ ଙ୍କ କୁଶପୁତ୍ତଳିକା ଦାହ କରା ଯାଇଛି । ସୁବର୍ଣ୍ଣପୁର ଜିଲ୍ଲାର ମୁଖ୍ୟ ଡାକ୍ତରଖାନା ସହିତ ସମସ୍ତ ଛୋଟ ବଡ଼ ଚିକିତ୍ସାଳୟ ରେ  ଡାକ୍ତର ଓ କର୍ମଚାରୀ ଅଭାବ , ଚିକିତ୍ସା ରେ  ଅବହେଳା , ଆବଶ୍ୟକୀୟ ଚିକିତ୍ସା ସାମଗ୍ରୀ ର ଅଭାବ, ଡାକ୍ତର ଓ ନର୍ସଙ୍କ ଖରାପ ବ୍ୟବହାର ,ସରକାରୀ ଡାକ୍ତର ଖାନା ରୁ ରୋଗୀ ଙ୍କୁ ଘୋରୋଇ ଚିକିତ୍ସାଳୟ କୁ ସ୍ଥାନାନ୍ତରଣ , ପିଇବା ପାଣି ର ଅଭାବ , ଟଏଲେଟ୍ ଓ ଡାକ୍ତର ଖାନା ସଫା ନ ରଖିବା , ଜଗୁଆଳି ଥାଇ ମଧ୍ୟ ଡାକ୍ତର ଖାନା ପରିସର ରୁ ଗାଡ଼ି ଚୋରି ହେବା , ଦୀର୍ଘ ସମୟ ଧରି ଡାକ୍ତର ଖନା ରେ ବିଦ୍ୟୁତ୍ ସେବା ବନ୍ଦ ରହିବା  ଆଦି ଦାବି ର ପ୍ରତିବାଦ ନେଇ ବିକ୍ଷୋଭ ପ୍ରଦର୍ଶନ ସହ ସି ଡି ଏମ ଓ ଙ୍କୁ ଦାବିପତ୍ର ପ୍ରଦାନ କରା ଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ନବ ନିର୍ମାଣ କୃଷକ ସଂଗଠନ ର ମହିଳା ନେତ୍ରୀ ସୋନାଲି ବିଶି ଙ୍କ ନେତୃତ୍ୱ ରେ ସହର ମଧ୍ୟ ରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତି ସମ୍ମୁଖ ରୁ ଶତାଧିକ କୃଷକ ଓ ଯୁବକ ମାନେ ଶୋଭାଯାତ୍ରା ରେ ବାହାରି ଜିଲ୍ଲା ମୂଖ୍ୟ ଚିକିତ୍ସାଧିକାରୀ ଙ୍କ କାର୍ଯ୍ୟାଳୟ କୁ ଆସି ଧାରଣା ଦେବା ସହିତ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଏଥିରେ ବୈକୁଣ୍ଠ ଶତପଥୀ , ରାମ ନାରାୟଣ ବ୍ରହ୍ମା, ସୁଶିଲ କୁମାର , ପ୍ରଭାତ ମିଶ୍ର , ତରୁଣ ସାହୁ, ଶ୍ରୀକାନ୍ତ ସାହୁ, କିରଟି ପ୍ରଧାନ , ସୁନିଲ  ବାବୁ ଙ୍କ ସମେତ ଅନେକ ସଦସ୍ୟ ଉପସ୍ଥିତ ଥିଲେ l ଏଠି ପ୍ରଶ୍ନ ଉଠେ ଯେ ୧୧୦ କୋଟି ବ୍ୟୟ ରେ  ବିଗତ ସରକାର ଙ୍କ ଦ୍ଵାରା ନିର୍ମିତ ଓ ରାଜ୍ୟ ର ଏକ ନମ୍ବର ମୋଡେଲ ହସ୍ପିଟାଲ ଭାବେ 5T ସଚିବ ପାଣ୍ଡିଆନ୍ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଙ୍କ ଦ୍ଵାରା ଏକ ଭବ୍ୟ ଉତ୍ସବ ରେ ଘୋଷିତ ଏଇ ମୋଡେଲ ହସ୍ପିଟାଲ କଣ ଏତେ ଅବହେଳିତ l ଏଇ ନୂତନ ମେଡିକାଲ ନିର୍ମାଣ ର ମାନ ପରୀକ୍ଷା ନିରୀକ୍ଷା ହେବା ସହ କୋଟି କୋଟି ଟଙ୍କା ରେ କିଣା ଯାଇଥିବା ଚିକିତ୍ସା ଉପକରଣ ଉପରେ ତୁରନ୍ତ ତଦନ୍ତ ଦାବୀ କରିଛନ୍ତି ବୁଦ୍ଧିଜୀବୀ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like