-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପତଞ୍ଜଳୀ ଯୋଗ ସମିତି ପକ୍ଷରୁ ଗରୁ ପୁର୍ଣିମା ଉତ୍ସବ ପାଳନ

21-Jul-2024



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା ପତଞ୍ଜଳି ଯୋଗ ସମିତି , ସୁବର୍ଣ୍ଣପୁର ପକ୍ଷରୁ ଉଦୟ ନଗର ମିଶ୍ର ପ୍ୟାଲେସ ଠାରେ ପବିତ୍ର ଗୁରୁ ପୁର୍ଣିମା ଉତ୍ସବ ପାଳନ ହୋଇ ଯାଇଛି l  ଜିଲ୍ଲା ଯୋଗ ସମିତି ଓ ସ୍ୱଚ୍ଛ ଭାରତ ସଂଗଠନ ର ମିଳିତ ସହଯୋଗ ରେ  ଅନୁଷ୍ଟିତ ଏହି ଗୁରୁ ପୂର୍ଣ୍ଣିମା କାର୍ଯକ୍ରମ ରେ ମୁଖ୍ୟ ଅତିଥି ରୂପେ ସୁବର୍ଣ୍ଣପୁର ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀମତୀ ଜ୍ୟୋତିର୍ମୟୀ ମଲ୍ଲିକ, ସମ୍ମାନୀତ ଅତିଥି ଭାବରେ ସୋନପୁର କଲେଜ ପ୍ରଧ୍ୟାପିକା ଓ ମହିଳା ଯୋଗ ପ୍ରଶିକ୍ଷିକା ପ୍ରତିମା ରଥ, ଇଂରାଜୀ ଅଧ୍ୟାପକ ମଦନ ସୁନ୍ଦର ଖେତୀ, ପ୍ରାକ୍ତନ କଲେଜ ଅଧ୍ୟକ୍ଷ ପ୍ରହଲ୍ଲାଦ ମିଶ୍ର ଓ ମୂଖ୍ୟ ବକ୍ତା ଭାବେ ଶିକ୍ଷାବିଦ୍ ପ୍ରଦୀପ ପୁରୋହିତ ଯୋଗ ଦେଈ ପିତା ମାତା, ଗୁରୁ , ଓ ଆମ ରାଷ୍ଟ୍ର ଏ ତିନି ଜଣ ଙ୍କୁ ଆଜି ପୂଜ୍ୟ ପୁଜା ଭାବେ ମନେ ପକେଇବା ଓ ପୁଜା କରିବା  ଦିନ ଟିଏ ବୋଲି କହିଥିଲେ l ଚାକିରୀ ଓ ଦୈନନ୍ଦିନ ଜୀବନ ରେ ସମାଜ ପ୍ରତି ଦେଶ ପ୍ରତି ଉତ୍ସର୍ଗୀକୃତ ସେବା ଦେଇଥିବା ତିନି ଜଣ ଗୁରୁ ବା ମହାନ୍ ବ୍ୟକ୍ତି ଅବସର ପ୍ରାପ୍ତ ପୋଲିସ ହାବିଲଦାର ଶ୍ରୀ ଅଶୋକ ହୋତା, ଅବସର ପ୍ରାପ୍ତ ଆଦର୍ଶ ଶିକ୍ଷକ ରଙ୍କ ମଣି ମିଶ୍ର ଓ କଳା ସଂସ୍କୃତି ଗବେଷକ ନାଟ୍ୟଶ୍ରୀ ଗଦା ଧର ବାରିକ୍ ଙ୍କୁ ଅତିଥି ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରଯାଇ ଦୀର୍ଘ ଜୀବନ କାମନା କରା ଯାଇ ଥିଲା l ଜିଲ୍ଲା ପତଞ୍ଜଳୀ ଯୋଗ ସମିତି ସଭାପତି ଗୋପାଳ ନେଗି ଙ୍କ ସଭାପତିତ୍ବ ରେ ସାମ୍ୱାଦିକ ମନୋରଞ୍ଜନ ତ୍ରୀପାଠୀ ଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ପତଞ୍ଜଳି ଭାରତ ସ୍ବାଭିମାନ ଜିଲ୍ଲା ପ୍ରଭାରୀ ମନୋଜ୍ କୁମର୍ ପଣ୍ଡା, ଯୋଗ ସମିତି ର ଅବାହାକ ସତ୍ୟବାନ୍ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ l ବେଦ ପ୍ରଚାର ସମିତି ର ଯଜ୍ଞ ପ୍ରଚାରକ ମହାଜନ ଆର୍ୟ ଓ ବେଦ ପ୍ରଚାର ସମିତି ସଭାପତି ପଙ୍କଜ ମେହେର ଙ୍କ ଦ୍ଵାରା ବୈଦିକ ବିଶ୍ବ ଶାନ୍ତି ଯଜ୍ଞ ଅନୁଷ୍ଟିତ ହୋଇଥିଲା l ଏଥିରେ କର୍ତ୍ତା ଭାବେ ଅଧ୍ୟାପକ ପ୍ରସନ୍ନ କର୍ଣ୍ଣ ଦମ୍ପତ୍ତି ପୁଜା କାର୍ଯ୍ଯ କୁ ସମ୍ପନ୍ନ କରିଥିବା ବେଳେ ଜିଲ୍ଲା ର ଯୋଗ ସମିତି ସମ୍ପାଦକ ଶ୍ରିବନ୍ତ ମିଶ୍ର ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵl ବଧାନ ରେ ସମସ୍ତ କାର୍ଯ୍ୟ ସମାପନ ହୋଇଥିଲା l ସ୍ୱଚ୍ଛ ଭାରତ ସମାଜ ସେବୀ ଇନ୍ଦୁ ମତି ପୁରୋହିତ, ଗଣେଶ ମିଶ୍ର, ଡ଼ା ସରୋଜ ପଟେଲ, ନାରାୟଣ ରଥ , କାହୁଁ ସାହୁ, ଚରଣ ଦାଶ, ତରଣି ମେହେର ଙ୍କ ସମେତ ଯୋଗ ସମିତି  ର ଅକ୍ଷୟ ପାତ୍ର, କୁନାଲ ସାହୁ, ଦୁର୍ଗା ଚରଣ ସାହୁ, ପୂର୍ଣ୍ଣ ଚନ୍ଦ୍ର ଖଣ୍ଡଗିରି ପ୍ରମୁଖ ସମସ୍ତ ସଭ୍ୟ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like