-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ

21-Jul-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଶ୍ରୀ ଗୋପାଲାଜୀ ମନ୍ଦିର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ମହା ସମାରୋହରେ ପାଳିତ ହୋଇଛି l ଏଥିରେ ସୋନପୁର ବଲାଙ୍ଗିର ବୌଦ୍ଧ ବରଗଡ ଜିଲ୍ଲା ର ନିମ୍ବlର୍କ ସମ୍ପ୍ରଦାୟ ର ଦୁଇ ହଜାର ରୁ ଉର୍ଦ୍ଧ୍ବ ଗୁରୁ ଭାଈ ଓ ଶ୍ରଦ୍ଧାଳୁ ଙ୍କ ସମାଗମ ହୋଇଥିଲା l ଏହି ଦିବ୍ୟ କାର୍ଯକ୍ରମ ରେ ରାମାନୁଜ ପୂଝାରୀ ସୁନ୍ଦରା କାଣ୍ଡ ପାରାୟଣ ସାଙ୍ଗକୁ ସାମୁହିକ ଗୋପାଳ ସହସ୍ର ନାମ ପାଠ କରାଇଥିଲେ l ପରେ ପରେ ପରମ ପୂଜ୍ୟ ଗୁରୁ ମହାରାଜ ଶ୍ରୀ ବଂଶୀଧର ଦାସ ଜି ଙ୍କୁ ଦିବ୍ୟ ଆସନ ରେ ଆସୀନ କରାଇ ଗୁରୁ ପୂଜନ କାର୍ଯ୍ଯ ସାଙ୍ଗକୁ ସମସ୍ତ ଶ୍ରଦ୍ଧାଳୁ ପୀଠ ପୂଜିତ ବ୍ୟାସ ଦେବ ଭଗଵାନ, ଶ୍ରୀ ଗୋପଲ୍ଜୀ ଠାକୁର ଙ୍କୁ ଦର୍ଶନ ପୂର୍ବକ ବିଭୁକୃପା ଲାଭ କରିଥିଲେ l ଏହି କାର୍ଯ୍ଯ କୁ ଆନନ୍ଦ ପୂଝାରୀ, ଲକ୍ଷ୍ମଣ ପାଣ୍ଡିଆ ସମ୍ପାଦନା କରିଥିବା ବେଳେ ସମାଜସେଵୀ ଶ୍ରୀବତ୍ସ ମଲ୍ଲିକ, ବ୍ରଜ ଗୋପାଳ ପୂଝାରୀ, ଦାମୋଦର ନାଏକ, ଗୋପାଳ ପ୍ରଧାନ, ଶିବ ନାରାୟଣ ପୂଝାରୀ ଉତ୍ସବ ପରିଚଳନl ର ମୁଖ୍ୟ ଦାୟିତ୍ୱ ବହନ କରିଥିଲେ l ମନ୍ଦିର ପରିସର ରେ ଶଙ୍କର ମହାପ୍ରଭୁ ଙ୍କ ଠାରେ ରୁଦ୍ରା ଭିଷେକ୍ , ଜଳା ଭିଷେକ୍ ଶିବ ନାରାୟଣ ପୂଝାରୀ ଙ୍କ ଦ୍ଵାରା ଅନୁଷ୍ଟିତ ହୋଇଥିଲା l କର୍ତ୍ତା ଭାବେ ସୂର୍ଯ୍ୟ ନାରାୟଣ ଦାଶ ଓ ତାଙ୍କ ଧର୍ମ ପତ୍ନୀ ଗୁରୁ ପୂଜନ କାର୍ଯ୍ଯ କରିଥିଲେ l ଉକ୍ତ ଦିବ୍ୟ କାର୍ଯ୍ଯ କ୍ରମ ରେ ସାମୁହିକ ବାଳ ଭୋଜନ ଓ ପ୍ରାସାଦ ସେବନ କରଯାଇଥିଲା l ଉକ୍ତ ଦିବ୍ୟ ଗୁରୁ ପୁର୍ଣିମା ରେ ଅନେକ ସାଧୁ ସନ୍ଥ ଯୋଗ ଦାନ କରିବା ଦ୍ୱାରା ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା l ଓ ଭକ୍ତ ଶ୍ରଦ୍ଧାଳୁ ବିଭୁ କୃପା ଲାଭ କରି ଖୁବ୍ ଉତ୍ସାହିତ ହୋଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like