-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”

21-Jul-2024



(ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ପବିତ୍ର ଗୁରୁ ପୂର୍ଣ୍ଣମା ଅବସରରେ ଏକ ସାରସ୍ୱତ ରିତିରିବାଜର ଉତ୍ସବ ଗୁରୁ ଶିଷ୍ୟ ପରମ୍ପରା ଉତ୍ସବ ପଏଁରୀ ଅନୁଷ୍ଠାନରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ଲଡୁକିଶୋର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏବଂ ସଂପାଦକ ଚୌଧୁରୀ ବିଭାରଙ୍କର ସଂଯୋଜନାରେ ଜିଲ୍ଲାର କଳା, ନାଟକ, ସଂଗୀତ, ନୃତ୍ୟ ଓ ସଂସ୍କୃତିକୁ ନିଜର ନିଷା ଭାବରେ ଆପଣେଇ ନେଇଥିବା ପ୍ରବୀଣ କଳାକାର ତଥା କଳାସଂଗଠକ ମାନଙ୍କୁ ଅନୁଷ୍ଠାନ ତରଫରୁ ଗୁରୁ ପୂଜନ କରାଯାଇଥିଲା । ମଂଚରୁ ଦିଗହରା ହୋଇଥିବା କଳା ଓ କଳାକାର ମାନଙ୍କୁ ସଂଗଠିତ କରି ମଂଚରେ ପରିବେଷଣ କରାଉଥିବା ଜିଲ୍ଲାର ୬ ଟି ବ୍ଲକର ବ୍ଲକ କଳାକାର ସଂଘର ଉପ-ସଭାପତି ମାନଙ୍କୁ ଏ ବର୍ଷ ତସ୍ମୈଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ବିରମହାରାଜପୁର ବ୍ଲକ କଳାକାର ସଂଘର ଉପ-ସଭାପତି ତଥା କଳାକାର ଗୁରୁ ରାମକୃଷ୍ଣ ହୋତା, ତରଭା ବ୍ଲକ କଳାକାର ସଂଘର ଉପ-ସଭାପତି ତଥା ଅଭିନେତା ସହିତ ମଂଚ ଉଦଘୋଷକ ଗୁରୁ ମାନଭଂଜନ ମିଶ୍ର, ଡୁଙ୍ଗୁରୁପାଲି ବ୍ଲକ କଳାକାର ସଂଘର ଉପ-ସଭାପତି ତଥା କଳା ସଂଗଠକ ଗୁରୁ ରମେଶ ପ୍ରଧାନ, ଉଲୁଣ୍ଡା ବ୍ଲକ କଳାକାର ସଂଘର ଉପ-ସଭାପତି ତଥା ନୃତ୍ୟ ଶିଳ୍ପୀ ଗୁରୁ ଶ୍ୟାମ ସୁନ୍ଦର ସୁନା, ସୋନପୁର ବ୍ଲକ କଳାକାର ସଂଘର ଉପ-ସଭାପତି ତଥା କଳା ସଂଗଠକ ଗୁରୁ ନନ୍ଦକାହ୍ନା ପୁଝାରୀ, ବିନିକା ବ୍ଲକ କଳାକାର ସଂଘର ଉପ-ସଭାପତି ତଥା କଣ୍ଠଶିଳ୍ପୀ ଗୁରୁ ନିରାକାର ଦେହୁରୀ ପ୍ରମୁଖଙ୍କୁ “ତସ୍ମୈଶ୍ରୀ ସମ୍ମାନ-୨୦୨୪” ରେ ସମ୍ମାନୀତ କରାଯାଇଥିଲା । ପ୍ରଥମେ ସଭାପତି ଲଡୁକିଶୋର ମଲ୍ଲିକ ସ୍ୱାଗତ କରିବା ସହିତ ଦଣ୍ଡ କଳାକାର ଗୁରୁ ଗୋକୁଳ ମାଝୀ ଆବାହନୀ ସଂଗୀତ ପରିବେଷଣ କରିଥିଲେ । ଅନୁଷ୍ଠାନର ଉପଦେଷ୍ଟା ତଥା ନାଟ୍ୟ ଶ୍ରୀ ଗଦାଧର ବାରିକ ମୁଖ୍ୟ ଅତିଥି ଉପଦେଷ୍ଟା ଶ୍ରୀବତ୍ସ ମଲ୍ଲିକ ଓ ଶ୍ରୀ ଅଭିମନ୍ୟୁ କୁଶଳ ସମ୍ମାନୀତ ଅତିଥି ଭାବରେ ଉପସ୍ଥିତ ରହି ଏହା ଗୋଟିଏ ନିଆରା ଗୁରୁଶିଷ୍ୟ ପରମ୍ପପରା ର ନିର୍ଦଶନ ସହିତ ଉଚ୍ଚ କୋଟିର କାର୍ଯ୍ୟକ୍ରମ ବୋଲି ମତ ବ୍ୟକ୍ତ କରିଥିଲେ । କୋଷାଧ୍ୟକ୍ଷ ସୁଶାନ୍ତ ସାହୁ ଅତିଥି ପରିଚୟ ପ୍ରଧାନ କରିଥିଲେ ଏବଂ କାର୍ଯ୍ୟକ୍ରମର ଶେଷରେ ଉପ-ସଭାପତି ଶ୍ରୀ ପ୍ରଫୁଲ୍ଲ କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ଅନୁଷ୍ଠାନର ସହ- ସଂପାଦକ -ପୃଥିରାଜ ବାଗ, ସଦସ୍ୟ ଗୋପାଳ ମେହେର, ସନ୍ତୋଷ କୁମାର ପାଢୀ, ଓ ରାଜେଶ ମିଶ୍ର । ଆୟୋଜିତ କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ବ୍ଲକରୁ ଶତାଧିକ ଲୋକ କଳାକାର ଅଂଶଗ୍ରହଣ କରିଲେ । କଳାକାର ଗୁରୁ ଭୁଷଣ ଦେହୁରୀ, ଗୁରୁ ଗୋକୁଳ ମାଝି, ଗୁରୁ ବୌରାଗୀ ବାଘ, ଚନ୍ଦ୍ର ଶେଖର କର୍ମୀ, ମାଧବ ଭୋଇ, ମାନଭଂଜନ ଭୋଇ, ଦାଶରଥି ମହାନନ୍ଦିଆ, ସିଧେଶ୍ୱର ରାଜହଂସ, ମହାଦେବ ବେହେରା, ସିତା ଭୋଇ, ବୁଇ ଶୁରୁଜାଲ, କରୁଣା ବଗତି, ପରିକ୍ଷିତ ବଗର୍ତି, କୃତିବାସ ବଗର୍ତି, ଭଜନ କମ୍ଭାର, ବିଶ୍ୱମିତ୍ର କଲତା,ନାରାୟଣ କୁମ୍ଭାର, ଅଶୋକ ବାଗ, ନାରାୟଣ ସେଠୀ, ସନ ବଘାର ଓ କୁଶଳେଶ୍ୱର ମହାନନ୍ଦ ପ୍ରମୁଖ ଗୀତ ଓ ନାଚ ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like