-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ

21-Jul-2024



ପୁଇଁନ୍ତଳା(ପ୍ରେରଣା ଖବର) ଆଜି ପୁଇଁନ୍ତଳା ବ୍ଲକ ବନ୍ଧପଡା ଠାରେ ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଡାକ୍ତର ଚିତ୍ତରଂଜନ ମିଶ୍ର ଯୋଗ ଦେଇ ସ୍ମୃତି ପରିଷଦର ସଭ୍ୟ ସଖ୍ୟା ବୃଦ୍ଧି ଓ ଏହାକୁ ଆହୁରି ସଂଗଠିତ କରିବା ପାଇଁ ବିଭିନ୍ନ ପ୍ରସ୍ତାବ ଦେଇଥିଲେ । ଆସନ୍ତା ଦିନରେ ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ତରଫରୁ ହେବାକୁ ଥିବା ବାର୍ଷିକୋତ୍ସବ ଓ ସ୍ମରଣିକା ପ୍ରକାଶନ ଉପରେ ଆଲୋଚନା ହୋଇଥିଲା । ଏଥିରେ ମୁଖ୍ୟ ବକ୍ତା ଭାବରେ ବ୍ରଜ କୃଷ୍ଣ ମିଶ୍ର ଯୋଗ ଦେଇଥିଲେ । ବୈଦ୍ୟ ଶିରୋମଣୀ ଝସକେତନ ଗୁରୁ ଙ୍କ ସଂଯୋଜନା ଓ ବିକାଶ ଭେଲି ପବ୍ଲିକ ସ୍କୁଲର ଅଧ୍ୟକ୍ଷ ଅମ୍ବରିଶ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି

ସଭାରେ ସ୍ମୃତି ପରିଷଦର  ସଭାପତି କବି ନବକିଶୋର ବେହେରା ମଂଚାସୀନ ରହି ସ୍ମୃତି ପରିଷଦର ବିଭିନ୍ନ ଜନହିତକର କାମ ଉପରେ ସୂଚନା ଦେଇଥିଲେ । ଏହି ଅବସରରେ ରକ୍ତଦାତା ତଥା ସମାଜସେବୀ ସଂଜୟ ମହାକୁଡଙ୍କୁ ସମ୍ମାନିତ କରାଯାଇଥିଲା । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ରଂଜନ ପାଣିଗ୍ରାହୀ, ପ୍ରଭାତ ମିଶ୍ର, ସାନ୍ତନୁ ପୂଜାହାରୀ, ମଧୁସୂଦନ ଦାଶ, ବୀରେନ୍ଦ୍ର ଗଡୁଆ, ପ୍ରେରଣା ର ସଂପାଦକ ରଘୁ ନନ୍ଦନ ସିଂହ, ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶେଷରେ ଅଧ୍ୟାପକ ଦୁର୍ବାଦଳ ଘିବେଲା ଧନ୍ୟବାଦ ଅର୍ପଣ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like