-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଗୁରୁ ପୁର୍ଣିମା ଉତ୍ସବ ପାଳିତ

22-Jul-2024



କଣ୍ଟାମାଳ(ଜୟ କୁମାର ମହାରଣା) : ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ, ବୌଦ୍ଧ ପକ୍ଷରୁ ସ୍ଥାନୀୟ ଟାଉନ ହଲ ଠାରେ ରବିବାର ଅପରାହ୍ନରେ ଗୁରୁ ପୂଜନ ଉତ୍ସବ ପାଳିତ ହୋଇଯାଇଛି l ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲା ସଂଘ ଚାଳକ ସୂର୍ଯ୍ୟକାନ୍ତ ଦଳବେହେରା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ସୁବର୍ଣ୍ଣପୁର ଜ଼ିଲ୍ଲା ବୌଦ୍ଧିକ ପ୍ରମୁଖ ନାରାୟଣ ସାହୁ ଯୋଗଦେଇ ପୌରାଣିକ ଯୁଗରେ ବ୍ୟାସଦେବ ଶ୍ରେଷ୍ଠ ଗୁରୁ ଭାବେ ସମଗ୍ର ଜଗତରେ ଖ୍ୟlତି ଅର୍ଜନ କରି ଗୁରୁ ଶିଷ୍ୟ ମଧ୍ୟରେ ଏକ ଭକ୍ତିର ପରମ୍ପରା ସୃଷ୍ଟି କରି ସମାଜ ପାଇଁ ଉଦାହରଣ ଛାଡି ଯାଇଛନ୍ତି l ଆଜି ଗୁରୁ ବ୍ୟାସଦେବଙ୍କ ଜନ୍ମଦିବସକୁ ଗୁରୁ ପୂଜନ ଦିବସ  ପ୍ରଥା ଭାବେ ପ୍ରଚଳିତ ହୋଇ ଆସୁଛି ତେଣୁ ଆଜିର ଦିବସରେ ରାଷ୍ଟ୍ର ପାଇଁ କିଛି ଉତ୍ସର୍ଗ କରି ଏକ ଦାୟିତ୍ଵବୋଧତାର ପରିଚୟ ରଖିବା ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ l ଆଜିର କାର୍ଯ୍ୟକ୍ରମକୁ ଜ଼ିଲ୍ଲା ସହବ୍ୟବସ୍ଥା ପ୍ରମୁଖ 

ପଦ୍ମଚରଣ ମେହେର ସଂଯୋଜନା କରିଥିବା ବେଳେ ନଗର କାର୍ଯ୍ୟବlହ ଦିଲ୍ଲିପ କୁମାର ସାହୁ ମଞ୍ଚ ପରିଚାଳନା କରିଥିଲେ l ପ୍ରେମଭଞ୍ଜନ ମହାକୁଳ ମୁଖ୍ୟ ଶିକ୍ଷକ କାର୍ଯ୍ୟ ତୁଲାଇଥିବା ବେଳେ ଜ଼ିଲ୍ଲା ବୌଦ୍ଧିକ ପ୍ରମୁଖ ଶିବରାମ ସାହୁ ପ୍ରାର୍ଥନା ବୋଲିଥିଲେ l ଜ଼ିଲ୍ଲା ପ୍ରଚାର ପ୍ରମୁଖ ରଘୁନାଥ ଷଡ଼ଙ୍ଗୀ ବ୍ୟକ୍ତିଗତ ଗୀତ ଓ ଜ଼ିଲ୍ଲା ପର୍ଯ୍ୟlବରଣ ପ୍ରମୁଖ ଲଷ୍ମୀକାନ୍ତ ଯାନୀ ସାମୁହିକ ଗୀତ ଗାନ କରିଥିଲେ l ଏହି କାର୍ଯ୍ୟକ୍ରମରେ ବଜରଙ୍ଗ ଦଳ, ଏବିଭିପି, ବିଜେପି ଦଳ କର୍ମକର୍ତ୍ତା ଓ ସ୍ୱୟଂସେବକ, ବୁଦ୍ଧିଜୀବୀ, ସଂଘର ଶୁଭେଛୁ ପ୍ରମୁଖ ଯୋଗଦେଇ ଗୁରୁ ଦକ୍ଷିଣା କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like