-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||     

HOME   ଜିଲ୍ଲା

ସଡକ ଦୁର୍ଘଟଣାରେ ୨ ମୃତ, ୯ ଆହତ

29-Dec-2020



କୋକସରା: (ତ୍ରିନାଥ ଵ୍ରେଶ୍ରା) ଆମପାଣି ରୁ ଧର୍ମଗଡ଼କୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ୍ ଓ୍ବେ ରେ ମଙ୍ଗଲବାର ପୃଥକ ପୃଥକ ୨ ଟି ଦୁର୍ଘଟଣା ଘଟିଯାଇଛି । ରାସ୍ତାର ରଏନଗୁଡା ନିକଟରେ ବୋଲେରୋ ଏବଂ ପିକ୍‌ଅଫ୍ ଭ୍ୟାନ ମୁହାଁମୁହି ଧକ୍କା ହେବାରୁ ୯ ରୁ ଉର୍ଦ୍ଧ ଆହତ ହୋଇଥିବା ଜଣାପଡିଛି । ଆହତଙ୍କୁ କୋକସରା ଓ ଆମପାଣି ଡାକ୍ତରଖାନାରେ ଭର୍ତ୍ତି କରି ଚିକିତ୍ସା କାରାଯାଉଛି। ସୂଚନା ଅନୁସାରେ, ମ୍ୟାକ୍ସ ପିକ୍‌ଅଫ୍ ଭ୍ୟାନ କିଛି ଶ୍ରମିକ ଙ୍କୁ ନେଇ ହାଇଦ୍ରାବାଦ ଯାଉଥିବାବେଳେ ନବରଙ୍ଗପୁର ପଟୁ ଧର୍ମଗଡ ଅଭିମୁଖେ ଯାଉଥିବା ଏକ ବୋଲେରୋ ସହ ଧକ୍କା ହୋଇଥିଲା । ଫଳରେ ମ୍ୟାକ୍ସ ପିକ୍‌ଅଫ୍ ଗାଡି ଓଲଟି ପଡି ୯ ରୁ ଉର୍ଦ୍ଧ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ୧୦୮ ଗାଡିରେ ନେଇ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଛି । ସମସ୍ତ ଶ୍ରମିକ ନୂଆପଡା ଜିଲ୍ଲା କୋମନା ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି । ସେମାନଙ୍କୁ ଲାଠୋର ବ୍ଲକ ଖର୍ଲି ଗ୍ରାମର ନୀଳ ମେହେର ହାଇଦ୍ରାବାଦକୁ ଚାଲାଣ କରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ସୁଚନା ମିଳିଛି । ସମସ୍ତେ ଗୁରୁତରଙ୍କୁ ଆମପାଣି ଓ କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯାଇଛି । ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଭବାନୀପାଟଣା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି ।

ଅନ୍ୟପକ୍ଷେ ଏହି ବିଜୁ ଏକ୍ସ ପ୍ରେସ୍ ୱ ରାସ୍ତ ଭୁର୍ଷାଗୁଡା ସ୍କୁଲ ନିକଟରେ ଅଜଣା ଗାଡି ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କର ପିନ୍ଧି ଥିବା ସାର୍ଟ ପ୍ୟାକେଟରୁ ୨ଟି ଆଧାର ମିଳିଛି ସେମାନେ ସାନପୋଡାଗୁଡ଼ା ପଞ୍ଚାୟତ ନିଗିଗୁଡା ଗ୍ରାମର ନୀଳକଣ୍ଠ ଗୋପାଳ ଓ ହେମନ୍ତ ଗୋପାଳ ବୋଲି ଜଣାପଡିଛି। ଦୁଃର୍ଘଟଣା ଘଟାଇ ଥିବା ଗାଡି ଘଟଣା ସ୍ଥଳରୁ ଫେରାର ହୋଇଯାଇଛି । ଘଟଣା ପରେ ଆମପାଣି ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026

You Might Also Like