-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ରାଜ୍ୟ

ଆରମ୍ଭ ହେଲା ମାସିକ ଶ୍ରାବଣୀ ଯାତ୍ରା: ବିଭିନ୍ନ ଶୈବପୀଠ ରେ ଭକ୍ତଙ୍କ ପ୍ରବଳ ଭିଡ଼

22-Jul-2024



ବାଲିଗୁଡ଼ା(ସୁଶିଲ କୁମାର ପାଣିଗ୍ରାହୀ): ଆରମ୍ଭ ହୋଇଛି ମାସିକ ଶ୍ରାବଣୀ ଯାତ୍ରା। ପବିତ୍ର ଗୁରୁ ପୁର୍ଣ୍ଣିମାରୁ ଆରମ୍ଭ ହୋଇଛି ଶ୍ରାବଣ ମାସ । ବିଶ୍ବାସ ରହିଛି ଶ୍ରାବଣ ମାସରେ ଦେବଦେବ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି ପୁଣ୍ୟ ମିଳେ । ସେଇ ବିଶ୍ବାସ ନେଇ ମାନସିକଧାରୀ ମହାଦେବଙ୍କ ନିକଟରେ ଜଳିଭିଷେକ କରନ୍ତି ଏହି ପବିତ୍ର ମାସରେ । ଆଜି ଶ୍ରାବଣ ମାସର ପ୍ରଥମ ସୋମବାର । ମନରେ ଅକୁଣ୍ଠ ଭକ୍ତିଭାବ ଓ ବିଶ୍ୱାସ ନେଇ ମହାଦେବଙ୍କ ନିକଟରେ ଜଳିଭିଷେକ କରିଛନ୍ତି କାଉଡ଼ିଆ । ରାଜ୍ୟର ବିଭିନ୍ନ ସ୍ଥାନ ଭଳି କନ୍ଧମାଳ ଜିଲ୍ଲା ବାଲିଗୁଡାରେ ମଧ୍ୟ ପ୍ରଥମ ସୋମବାରରେ ବିଭିନ୍ନ ଶୈବପୀଠରେ ମହାଦେବଙ୍କ ନିକଟରେ ଜଳଲାଗି କରିବାପାଇଁ ଶତାଧିକ କାଉଡ଼ିଆଙ୍କ ଭିଡ଼ ଲାଗିଛି । ସକାଳୁ ସକାଳୁ ବାଲିଗୁଡା ଖଡ଼ଗନଦୀ ଘାଟରେ ଶତାଧିକ କାଉଡ଼ିଆଙ୍କର ଭିଡ଼ ଜମିଥିଲା । ନହୀରୁ ବାଲି ଆଣି ତୁଠରେ ବାଲୁକା ଲିଙ୍ଗ ସ୍ଥାପନା କରି ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରିବାପରେ ସଙ୍କଳ୍ପ ହୋଇ ଜଳନେଇ କାଉଡ଼ିଆ ମାନେ ବାହାରିଥିଲେ ଶିବାଳୟ ଅଭିମୁଖେ । ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ ବାଲିଗୁଡ଼ା ଅଞ୍ଚଳର ବିଭିନ୍ନ ଶୈବପୀଠ ମଧ୍ୟରେ ଟାଉନର ରାମେଶ୍ୱର ମନ୍ଦିର, ବିରୁପାକ୍ଷ ମନ୍ଦିର, ଦଣ୍ଡପଦରର ଧବଳେଶ୍ୱର ମନ୍ଦିର, ଜାଲେଶପଟ୍ଟାର ଜଳେଶ୍ୱର

ମନ୍ଦିର, କ. ନୂଆଗାଁର ରାମେଶ୍ୱର ମନ୍ଦିର, ଚକାପାଦର ବିରୁପାକ୍ଷ ମନ୍ଦିର ଭଳି ବିଭିନ୍ନ ଶୈବ ପୀଠରେ ଶ୍ରାବଣ ମାସର ପ୍ରଥମ ସୋମବାର ରେ ଶତାଧିକ କାଉଡ଼ିଆ ଙ୍କର ଭିଡ଼ସହ ଜଳ ଲାଗି କରିଥିବା ଦେଖିବାକୁ ମିଳିଛି । ପୂର୍ବରୁ ବାଲିଗୁଡା ଅଞ୍ଚଳରେ କମ୍ ଭକ୍ତ ଏହି ମାସିକ ଶ୍ରାବଣୀ ବ୍ରତ ପାଳୁଥିଲେ । କ୍ରମଶଃ ଭକ୍ତଙ୍କ ମନସ୍କାମନା ପୁରଣ ହେବାସହ ମନରେ ଅଗାଢ଼ ଭକ୍ତି ନେଇ ଧିରେଧିରେ ଏହି ଅଞ୍ଚଳରେ କାଉଡ଼ିଆଙ୍କର ସଂଖ୍ୟା ବଢ଼ିବାରେ ଲାଗିଛି। ବାଲିଗୁଡା ସମେତ ଆଖପାଖ ଅଞ୍ଚଳର ହଜାର ହଜାର କାଉଡ଼ିଆ ବାଲିଗୁଡା ଖଡ଼ଗନଦୀ ସମେତ ବିଭିନ୍ନ ଘାଟରେ ଏକାଠି ହୋଇ ଘାଟରୁ ଜଳନେଇ ମହାଦେବଙ୍କ ନିକଟରେ ଜଳଲାଗି କରିବାପାଇଁ ବାହାରିଥାନ୍ତି । ପ୍ରଥମ ସୋମବାରରୁ ବାଲିଗୁଡାରେ କାଉଡ଼ିଆଙ୍କର ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି । ଶ୍ରାବଣ ମାସରେ ମହାଦେବଙ୍କ ନିକଟରେ ଜଳଲାଗି କଲେ କୋଟି ପୂଣ୍ୟ ମିଳେ। ଏହି ବିଶ୍ବାସ ନେଇ ଦୁର ଦୁରାନ୍ତରୁ କାଉଡ଼ିଆ ଜଳନେଇ ମହାଦେବଙ୍କ ନିକଟରେ ଜଳଲାଗି କରିବାପାଇଁ ଶିବାଳୟ ଅଭିମୁଖେ ବାହାରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like