-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଗୋଧନେଶ୍ଵର ଶୈବପୀଠ ଠାରେ କାଉଡ଼ିଆ ଙ୍କ ଭିଡ, ବୋଲବମ ଧ୍ୱନି ରେ କମ୍ପିଲା ଶୈବପୀଠ

22-Jul-2024



ବୀରମହାରାଜପୁର, ( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ର ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଅବସ୍ଥିତ ପ୍ରାଚୀନ ତଥା ପ୍ରସିଦ୍ଧ ଶୈବପୀଠ ବାବା ଗୋଧନେଶ୍ଵର ଠାରେ କାଉଡ଼ିଆ ଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ପବିତ୍ର ଶ୍ରାବଣ ମାସର  ପ୍ରଥମ ସୋମବାର ଅବସରରେ କାଉଡ଼ିଆଙ୍କ ବୋଲବମ ଧ୍ବନିରେ‌ ଶୈବପୀଠ ପ୍ରକମ୍ପିତ ହୋଇଛି। ଭୋର ୪ ଟାରୁ ମନ୍ଦିର ଖୋଲା ହୋଇ ମହାଦେବଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ମହିଲା ଓ ପୁରୁଷ କାଉଡ଼ିଆ ମାନେ ଗେରୁଆ ବସ୍ତ୍ର ପରିଧାନ କରି ଓ ବାହୁଙ୍ଗୀରେ ଜଳଭାର ଧରି 
ବୋଲବମ ଧ୍ବନିରେ ମନ୍ଦିର ପରିସରକୁ ଏକ ଆଧ୍ୟାତ୍ମିକ ପରିବେଶରେ  ବାବା ଗୋଧନେଶ୍ଵରଙ୍କ ଠାରେ ଜଳଲାଗି କରିଥିଲେ। ଜଟେସିଂହା  ଗୋଧନେଶ୍ଵର ବୋଲବମ ସଂଘ ପକ୍ଷରୁ ମହାଦେବ ଙ୍କ ଠାରେ ମହା ଖିର ସାଇ ଅନୁଷ୍ଠିତ ହୋଇଥିଲା।  ଏକ ଆଧ୍ୟାତ୍ମିକ ପରିବେଶରେ ଖିରକୁ ଗ୍ରାମରେ ଶୋଭାଯାତ୍ରା ବାହାରି ମନ୍ଦିର ନିକଟରେ ପହଞ୍ଚିଥିଲା। ବହୁ ଦୁରଦୁରାନ୍ତ ମହାଦେବଙ୍କ ଦୁର୍ଲଭ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁ ସମାଗମ ହୋଇଥିବା ଦେଖିବାକୁ ମିଲିଥିଲା। ସମସ୍ତ ଭକ୍ତଙ୍କ ପାଇଁ ମହାପ୍ରସାଦର ବ୍ୟବସ୍ଥା ହୋଇଥିଲା।ଶାନ୍ତି ଶୃଙ୍ଖଳାର ପାଇଁ ମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତା ମାନେ ସଂପୂର୍ଣ୍ଣ ଭାବେ ସହଯୋଗ କରିଥିବା ବେଳେ ଆଇନ ଶୃଙ୍ଖଳା ଦୃଷ୍ଟିରୁ ସୁବଳୟା ପୋଲିସ ମୁତୟନ ହୋଇଥିଲେ। ସେହିପରି ବୀରମହାରାଜପୁର ବ୍ଲକର ଚମ୍ପାମାଲ ସ୍ଥିତ ଚମ୍ପେଶ୍ଵର ବାବା, ସୁନାରୀବେନୀ ସପ୍ନେଶ୍ଵର ବାବା, ସୁବଳୟା,ପିତାମହୁଲ,ଚଉକା, କଲମପୁର,ଉଫୁଲା,ବର୍ଡାକଟା, ଗୈାଉଡଗାଡ ପ୍ରଭୁତି ଶୈବପୀଠ ଠାରେ ବହୁ ସଂଖ୍ୟକ ବୋଲବମ୍ ଭକ୍ତ ଜଳଲାଗି କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like