-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କୁଟାସିଂହା ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

23-Jul-2024



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ଅନ୍ତର୍ଗତ କୁଟାସିଂହl ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି ଅବସର ରେ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ଯୋଶୀ ଙ୍କ ତତ୍ତ୍ୱ।ବଧାନ ରେ ପଞ୍ଚାୟତ ର କୁଟାସିଂହା , କଣ୍ଟାପାଲି , ତେନ୍ତୁଳି ଗାଁ, ସେମେଲମୁଣ୍ଡା , ଡୁଙ୍ଗୁରିପାଲି ଗ୍ରାମ ର ବହୁ ଜନସାଧାରଣ ଉପସ୍ଥିତ ଥିଲେ l ଏହି କାର୍ଯ୍ୟକ୍ରମ ରେ ଭତ୍ତ। , ସ୍ଵାସ୍ଥ୍ୟ , ରାସ୍ତା, ଶିକ୍ଷା , ଜଳ ଓ ପରିମଳ ,ମସ୍ୟ , ଉଦ୍ୟାନ ,  କୃଷି,  ତଥା। ବିଭିନ୍ନ ଉନ୍ନୟନ କାର୍ଯ୍ୟ  ଉପରେ ଅଭିଯୋଗ ହୋଇଥିଲା । ସମୁଦାୟ 126ଟି ଅଭିଯୋଗ ଉପରେ ରେଜିଷ୍ଟ୍ରେସନ ହୋଇଥିବା ବେଳେ ଏହାର ଶୁଣାଣି ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଆଗଲପୁର ତହସିଲଦାର ଚୈନୁ ଗଣ୍ଡ , ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁଲଦୀପ ମହାନ୍ତି, ଶିଶୁବିକାଶ ପ୍ରକଳ୍ପ ଅଧିକାରୀ ଜ୍ୟୋତିର୍ମୟୀ ନାୟକ , ଜଳ ଓ ପରିମଳ ଯନ୍ତ୍ରୀ ଦୁର୍ଗା ପ୍ରସାଦ ମିଶ୍ର , ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଡ୍ ଧୀରେନ୍ଦ୍ର ମେହେର , ନାଏବ ସରପଞ୍ଚ ଉର୍କୁଲୁ ଭୁଏ , ଏ ପୀ, ଧୁବଳକିଶୋର ମଲ୍ଲିକ ଓ ବ୍ଲକ ର ପଦାଧିକାରୀ ଯୋଗ ଦେଇଥିଲେ ।ଏହି କାର୍ଯ୍ୟକ୍ରମ ରେ ଉକ୍ତ ପଞ୍ଚାୟତ ର ଗାଁ ସାଥୀ , ଜି ଆର୍ ଏସ ତଥା ୱାର୍ଡମେମ୍ବର ଓ ଜନସାଧାରଣ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like