-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||     

HOME   ଜିଲ୍ଲା

ବାଲୁଙ୍କେଶ୍ଵର ଆଦିବାସୀ ହାଇସ୍କୁଲ ଗଠିତ ହେଲା ଜୁନିୟର ରେଡ କ୍ରସ ୟୁନିଟ ୨୦୨୪-୨୫

23-Jul-2024



ଡୁଙ୍ଗୁରିପାଲି, ତା.୨୨/୭ : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ  ବାଲୁଙ୍କେଶ୍ଵର ଆଦିବାସୀ ହାଇସ୍କୁଲ,ସର୍ଗୁଲ ରେ ୨୦୨୪-୨୫ ଶିକ୍ଷା ବର୍ଷ ର ସ୍ବେଚ୍ଛାସେବୀ ଙ୍କୁ ନେଇ ଜୁନିୟର ରେଡ କ୍ରସ ୟୁନିଟ ଗଠିତ ହୋଇଯାଇଛି। ପ୍ରଧାନଶିକ୍ଷକ କୃଷ୍ଣପ୍ରିୟା ସାହାଣୀ ଙ୍କ ସଭାପତିତ୍ବ ରେ ହୋଇଥିବା ଭବ୍ୟ ସଭାରେ ପରାମର୍ଶ ଦାତା ନିମାଇଁ ଚରଣ ମଲ୍ଲିକ  ଗତବର୍ଷ ୨୦୨୩-୨୪ ର ବାର୍ଷିକୀ ବିବରଣୀ ପାଠ କରାଯାଇଥିଲା। ପରେ ଚଳିତ ଶିକ୍ଷା ବର୍ଷର ନବମ ଓ ଦଶମ ଶ୍ରେଣୀର ପ୍ରାୟ ୩୧ଜଣ ନୂତନ ସ୍ୱେଛାସେବୀ ଙ୍କୁ ନେଇ ଜୁନିୟର ରେଡକ୍ରସ ୟୁନିଟ ଗଠିତ ହୋଇଯାଇଛି। ସର୍ବସମ୍ମତି କ୍ରମେ  ଚେୟାର ପର୍ସନ,  ହିମେଶ ବାଗ- ଭାଇସ ଚେୟାର ପର୍ସନ, ଦମୟନ୍ତୀ  ବେହେରା,ସମ୍ପାଦିକା, ଆରାଧ୍ୟା ସାହୁ ସହ ସମ୍ପାଦିକା-ଗଜାନନ  ଧରୁଆ, କମାଣ୍ଡର-କପୁର ଚନ୍ଦ ବାରିକ, ଭାଇସ କମାଣ୍ଡର- ଶିବା ସୁନା ,ଯଶୋବନ୍ତୀ ହାତୀ-ସ୍ବାସ୍ଥ୍ୟ ଓ ପରିଚ୍ଛନ୍ନତା ଗ୍ରୁପ ଲିଡର, ଚାନ୍ଦନୀ ସାହୁ-ସାମାଜିକ ସେବା ଗ୍ରୁପ ଲିଡର,  ରାଣୀ ଦୀପ -ସଂସ୍କୃତି ଗ୍ରୁପ ଲିଡର, ପାୟଲ ସେଠୀ- ପାଣ୍ଠି ସଂଗ୍ରହ ଗ୍ରୁପ ଲିଡର, ସୁକାନ୍ତୀ ନନ୍ଦ-ଆନ୍ତର୍ଜାତୀୟ ବନ୍ଧୁତା ଗ୍ରୁପ ଲିଡର ଭାବେ ମନୋନୀତ ହୋଇଛନ୍ତି।

ଏହି ୟୁନିଟ ର ସ୍ବେଚ୍ଛାସେବୀ ମାନଙ୍କ ନେତୃତ୍ୱ ରେ ସମସ୍ତ ଛାତ୍ରଛାତ୍ରୀ ଙ୍କୁ ସାମିଲ କରାଯାଇ ଜୁନିୟର ରେଡ କ୍ରସ ର ବିଭିନ୍ନ କାର୍ଯ୍ୟକ୍ରମ କୁ ସମ୍ପାଦନ କରିବାକୁ ତୃଣମୂଳ ସ୍ତରୀୟ ଯୋଜନା କରାଯାଇଛି। କାର୍ଯ୍ୟକ୍ରମକୁ  ଶିକ୍ଷକ ସୁନିଲ କୁମାର ସାହୁ ସଂଯୋଜନା କରିଥିବା ବେଲେ  ୟୁନିଟ୍ ର ଦମୟନ୍ତୀ ବେହେରା  ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026

You Might Also Like