-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସ୍କୁଲରେ ପଡ଼ିଲା ତାଲା - ଶିକ୍ଷକ ଙ୍କ ବଦଳି ଦାବୀ କଲେ ଛାତ୍ର ଛାତ୍ରୀ*-

23-Jul-2024



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଳକ ଖରଜୁରା ପଂଚାୟତ ବହିରଖମନ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଙ୍କ ମନମାନି ପାଇଁ ଆଜି ଛାତ୍ର ଛାତ୍ରୀ ତାଲା ପକାଇ ଥିବା ଦେଖିବାକୁ ମିଳିଛି l ଏହି ସ୍କୁଲ ର ଆସିଷ୍ଟାଣ୍ଡ ଟିଚର୍ ରତ୍ନାକର ସାହୁ ଗତ ବର୍ଷ ରୁ ନିୟମିତ ସ୍କୁଲକୁ ଆସୁ ନଥିବା ଅଭିଯୋଗ କରିଛନ୍ତି ଛାତ୍ର ଛାତ୍ରୀ ଓ ଅଭିଭାବକ l ଆସିଷ୍ଟାଣ୍ଡ ଟିଚର୍ ଶ୍ରୀ ସାହୁଙ୍କୁ ବଦଳି କରି ତାଙ୍କ ସ୍ଥାନରେ ନୂତନ ଆସିଷ୍ଟାଣ୍ଡ ଟିଚର୍ ଦିଆଯାଉ ବୋଲି ବାରମ୍ବାର ଶିକ୍ଷାଧିକାରୀ ଙ୍କୁ ଲିଖିତ ଅନୁରୋଧ କରା ଯାଉଛି l ଛାତ୍ର ଛାତ୍ରୀ ଙ୍କ ପାଠ ପଢା ଆଗ୍ରହ ସତ୍ତ୍ୱେ ଏ ମାନଙ୍କୁ ଭଲ ଭାବରେ ପାଠ ପଢା ହେଉନଥିବା ଏଵଂ ଶିକ୍ଷା ବିଭାଗ କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଅଦୌ କର୍ଣ୍ଣପାତ କରୁ ନ ଥିବା  କହିଛନ୍ତି l  ଗତବର୍ଷ ରୁ ବାରମ୍ବାର ଏହି ଅଭିଯୋଗ  ହେଇଥିବା ସତ୍ତ୍ୱେ ଓ ପ୍ରଶାସନ ଆସି ଘଟଣାର ତଦନ୍ତ ଓ ପ୍ରତିଶୃତି ଦେଇଥିବା ପରେ ମଧ୍ୟ ଏକ ବର୍ଷ ଯାଏଁ କାର୍ଯ୍ୟାନୁଷ୍ଠାନ ନ ହେବା , ପ୍ରଶାସନ ନୀରବ ଦ୍ରଷ୍ଟା ସଜିବା ଏ ଅଞ୍ଚଳ ବାସୀ ଙ୍କୁ ଆଶ୍ଚର୍ଯ୍ୟ କରିଛି lଛାତ୍ର ଛାତ୍ରୀ ମାନଙ୍କୁ ଅଣଦେଖା କରାଯିବା ଓ ତାଙ୍କର ଭବିଷ୍ୟତ କୁ ଅନ୍ଧାରକୁ ଠେଲି ଦିଆଯିବା ଘଟଣା କୁ ଏ ଅଞ୍ଚଳ ବାସୀ ଓ ବୁଦ୍ଧିଜୀବୀ ସ୍ଥାଣୁ ଶିକ୍ଷା ବିଭାଗ କୁ ଘୋର ନିନ୍ଦା କରିଛନ୍ତି l ଏ ଶିକ୍ଷକ ଙ୍କୁ ତୁରନ୍ତ ବଦଳି ନ ହେଲେ ଛାତ୍ର ଛାତ୍ରୀ ଓ ଅଭିଭାବକ ସଂଘ ଜିଲ୍ଲାପାଳ ଙ୍କୁ ଆସି ଅଭିଯୋଗ କରିବୁ ଓ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍କୁଲ୍ ବନ୍ଦ କରି ପାଠ ପଢା ବର୍ଜନ କରିବୁ ବୋଲି  କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like