-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ତେଜିଲା ଅସନ୍ତୋଷ ଭତ୍ତା ନ ପାଇ ହିତାଧିକାରୀ ହଟହଟା

23-Jul-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ) :ସରକାର ବୃଦ୍ଧ ବୃଦ୍ଧା,ବିଧବା, ଦିବ୍ୟାଙ୍ଗ ମାନଙ୍କ ପାଇଁ ପ୍ରତି ମାସ ୧୫ ତାରିଖ ଦିନ ଭତ୍ତା ପ୍ରଦାନ କରିବାର ବ୍ୟବସ୍ଥା କରିଛନ୍ତି ।ଏହି ଯୋଜନାରେ କାହାକୁ ଏକ ହଜାର ଟଙ୍କା ମିଳିଥାଏ ତ କାହାକୁ ୧୨ଶହ ଟଙ୍କା ମିଳିଥାଏ ।ଏହି ଭତ୍ତା ଟଙ୍କା ହିଁ ଏମାନଙ୍କ ପାଇଁ ଏକମାତ୍ର ଭରସା ।ଅଭିଯୋଗ ଅନୁସାରେ,କଣ୍ଟାମାଳ ବ୍ଲକ ଶିମିଳିପଦର ପଞ୍ଚାୟତରେ ଗତ ଦୁଇ ମାସ ହେଲା ହିତାଧିକାରୀ ମାନଙ୍କୁ ଭତ୍ତା ପ୍ରଦାନ କରାଯାଇ ନ ଥିବା ଅଭିଯୋଗ ହୋଇଛି।ଯାହାକି ସରକାରୀ ନିୟମର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଅଭିଯୋଗ ହେଉଛି ।ଭତ୍ତା ଟଙ୍କା ଆଗୁଆ ବ୍ୟାଙ୍କରୁ ଉଠାଇ ଆଣି ପଞ୍ଚାୟତ ନିର୍ବାହୀ ଅଧିକାରୀ ଜଣକ ଚଳୁ କରିଦେଇ ହିତାଧିକାରୀ ମାନଙ୍କୁ ଆଜିକାଲି ଭତ୍ତା ଦିଆଯିବ ବୋଲି କହୁଥିବା ଅଞ୍ଚଳରେ ଚର୍ଚ୍ଚା ଚାଲିଛି । ପ୍ରକାଶ ଥାଉକି,ଉକ୍ତ ପଞ୍ଚାୟତରେ ଏହି ଭତ୍ତା ବଣ୍ଟନରେ ବାରମ୍ବାର ଅନିୟମିତତା ହେତୁ ହିତାଧିକାରୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି ।ସେଥିପାଇଁ ଉକ୍ତ ଭତ୍ତା ହିତାଧିକାରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।ସୂଚନା ଅନୁସାରେ, ଶିମିଳିପଦର ପଞ୍ଚାୟତ ଦାୟିତ୍ୱରେ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ  ଦୁଇମାସ ହେଲା ଭତ୍ତା ଦେଉନାହାନ୍ତି କି ତାଙ୍କ ସହ ଯୋଗାଯୋଗ କଲେ ମଧ୍ୟ ଯୋଗାଯୋଗ ହୋଇପାରୁନାହିଁ ।ତେଣୁ ଏସଂପର୍କରେ କଣ୍ଟାମାଳ ବିଡ଼ିଓ ଶ୍ରୀମତୀ ସାମି ଜୟଶ୍ରୀ ରେଡ୍ଡୀଙ୍କୁ ପଚାରିବାରୁ ଉକ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ କାହାରି ଫୋନ ଉଠାଉ ନାହାନ୍ତି ଓ  ସରକାରୀ ନିର୍ଦ୍ଦେଶକୁ ଅବମାନନା କରୁଥିବାରୁ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଉକ୍ତ ହିତାଧିକାରୀମାନଙ୍କୁ ଖୁବ୍ ଶୀଘ୍ର ଭତ୍ତା ପ୍ରଦାନ କରାଯିବ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like