-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଶୌଚାଳୟରୁ ମହିଳାଙ୍କ ମୃତ ଦେହ ଉଦ୍ଧାର !

23-Jul-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): କଣ୍ଟାମାଳ ବ୍ଲକ ପଲସାଗୋରା ପଞ୍ଚାୟତ ଅନ୍ତର୍ଗତ ଦପଲା ଗ୍ରାମରେ ଗତ ରବିବାର ସନ୍ଧ୍ୟାରେ ଜଣେ ବିବାହିତ ମହିଳା ଶୌଚାଳୟରେ ଆତ୍ମହତ୍ୟା କରିଥିବା ଜଣାପଡିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି  l  ସୂଚନା ଅନୁସାରେ, ଦପଲା ଗ୍ରାମର ଦୈତାରି ରଣାଙ୍କ ଝିଅ  ଲଳିତା ରଣା (୨୮)ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ପାର୍ବତୀପୁର ଗ୍ରାମର ତରଣି ରଣାଙ୍କୁ ୧୦ବର୍ଷ ତଳେ ରୀତିନୀତି ଅନୁଯାୟୀ ବିବାହ କରିଥିଲେ ।ବର୍ତ୍ତମାନ ତାଙ୍କର ଏକ ପୁତ୍ର ସନ୍ତାନ ମଧ୍ୟ ଅଛି ।କୌଣସି କାରଣରୁ ୧୫ ଦିନ ହେବ ଲଳିତା ନିଜ ଶାଶୁ ଘରୁ ଚାଲି ଆସି ନିଜ ବାପା ଘର ଦପଲାରେ ରହୁଥିଲେ ।ଗତ ରବିବାର ସନ୍ଧ୍ୟାରେ ଘର ଲୋକଙ୍କୁ ଶୌଚାଳୟକୁ ଯାଉଛି କହି ଏକ ରଶି ସାହାଯ୍ୟରେ ଆତ୍ମହତ୍ୟା କରିଦେଇଥିଲେ । କିଆଫୁଲ ସୌଚାଳୟରୁ କିଛି  ସମୟ  ନ ଆସିବାରୁ ପରିବାର ଲୋକେ ଯାଇ ଦେଖିଲା ବେଳକୁ ଲଳିତା ଆତ୍ମହତ୍ୟା କରିଥିବା ଜାଣିବାକୁ ପାଇଥିଲେ ।ସଙ୍ଗେ ସଙ୍ଗେ ପରିବାର ଲୋକେ ମନମୁଣ୍ଡା ପୋଲିସକୁ ଖବର ଦେଇଥିଲେ ।ଖବର ପାଇ ମନମୁଣ୍ଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ମନମୁଣ୍ଡା ପଠାଇଥିବା ଜଣାପଡିଛି ।କୌଣସି ପାରିବାରିକ କାରଣରୁ ଲଳିତା ଆତ୍ମହତ୍ୟା କରିଥାଇପାରେ ବୋଲି ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ମନମୁଣ୍ଡା ଥାନାଧିକାରି ରମକୁମାର ମୁର୍ମୁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like