-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ମା ଗୃହରେ ଅସୁରକ୍ଷିତ ଅବସ୍ଥାରେ ରହୁଛନ୍ତି ଗର୍ଭବତୀ ମହିଳାମାନେ

24-Jul-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
-ଡାବୁଗାଁ ରାଜ୍ୟ ରାଜପଥ କୃଷି କାର୍ଯ୍ୟାଳୟ ନିକଟରେ ଥିବା ମା ଗୃହ ବହୁତ ଅସ୍ୱାସ୍ଥ୍ୟକର ପରିବେଶରେ ରହିଛି। ଯୋ ଦ୍ଵାରା ଏଠାରେ ପ୍ରସବ ଜନିତ ସୁବିଧା ପାଇବାକୁ ଆସୁଥିବା ଗର୍ଭବତୀ ମହିଳା ମାନଙ୍କ ପ୍ରତି ବିପଦ ଦେଖା ଦେଇଛି। ସୂଚନା ଅନୁଯାୟୀ ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ କ୍ୟାରମ ବେସରକାରୀ ଅନୁଷ୍ଠାନ ଆନୁକୁଲ୍ୟରେ ଗତ ତିନି ବର୍ଷ ହେଲା ଡାବୁଗାଁ ଠାରେ "ମା ଗୃହ" ଚାଲୁ ଅଛି। ଲକ୍ଷ୍ୟ ରହିଛି ଗ୍ରାମାଞ୍ଚଳରେ ଗର୍ଭ ଧାରଣ କରିଥିବା ଅଶିକ୍ଷିତ ଆଦିବାସୀ ମହିଳା ମାନେ ପ୍ରସବ ବେଦନା ର ଠିକ୍ ପୂର୍ବରୁ ମା ଗୃହ ଆସି ସେଠାରେ ଉପଯୁକ୍ତ ଯତ୍ନ ଦ୍ଵାରା ଛୁଆ ଜନ୍ମ କରିବେ। ସୁଷମ ଖାଦ୍ୟ ,ଉନ୍ନତ ସ୍ବାସ୍ଥ୍ୟସେବା, ପୁନର୍ବାସ ଓ ସାମୟିକ ବାସଗୃହ ପ୍ରଦାନ କରି ଗର୍ଭ ଧାରଣ କରିଥିବା ମହିଳା ଙ୍କୁ ସୁବିଧା ପ୍ରଦାନ କରିବେ। କିନ୍ତୁ ଏଠାରେ ଏହାର ଠିକ ବିପରୀତ ସମ୍ପୂର୍ଣ୍ଣ ଅବ୍ୟବସ୍ଥ ଘେରରେ ଚାଲିଛି ମା ଗୃହ।ଗର୍ଭବତୀ ମା ମାନଙ୍କ ସ୍ବାସ୍ଥ୍ୟସେବା ରେ ଯତ୍ନ ନେବା ପାଇଁ ମା ଗୃହ ରେ ମହିଳା ସ୍ବାସ୍ଥ୍ୟ କର୍ମଚାରୀ ନିଯୁକ୍ତ ହୋଇଛନ୍ତି କିନ୍ତୁ ଯନ୍ତ୍ରଣରେ ଛଟପଟ ହେବ ବେଳେ ତାଙ୍କ ସହ କେହି ରହୁ ନାହାନ୍ତି। ଏଭଳି ଏକ ଘଟଣା ଆଜି ଡାବୁଗାଁ ମେଡିକାଲ ରେ ଦେଖାଦେଇଛି। ମା ଗୃହର କର୍ମଚାରୀ ମାନେ ଡାଙ୍ଗରା ଗ୍ରାମର ଗର୍ଭବତୀ ନୀଳ କଲାରଙ୍କୁ  ଆଣି ମେଡିକାଲ ଯଇନ କରି କେଉଁଆଡେ ଚାଲି ଯାଇଥିଲେ ମେଡିକାଲ ବେଡ଼ରେ ଗର୍ଭବତୀ ମା ଛଟପଟ ହେଉଥିଲେ। ଯେଉଁ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ଡାବୁଗାଁରେ ମା ଗୃହ ଆରମ୍ଭ କରାଯାଇଛି ତାହାର ଓଲଟା ଫଳ ଦେଖିବାକୁ ମିଳିଛି। ଏ ନେଇ ମା ଗୃହ କ୍ୟାରମ୍ ଫାଉଣ୍ଡେସନ ଅନୁଷ୍ଠାନ ର ମୁଖ୍ୟ ଡକ୍ଟର ଜୀବନ କୁମାର ଦୀକ୍ଷିତ ଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲୁ କିନ୍ତୁ ଜାଗାଯୋଗ ହୋଇ ପାରିଲା ନାହି।କିଛିଦିନ ପୂର୍ବରୁ ଅପରିଷ୍କାର ପରିବେଶ ରେ ମା ଗୃହରେ ରହିବା ଖବର ପ୍ରକାଶ ପାଇଥିଲା କିନ୍ତୁ ଆଜି ପର୍ଯ୍ୟନ୍ତ ମଧ୍ୟ ଏହାର ବିଭାଗୀୟ ତଦନ୍ତ ହୋଇ ପାରିଲା ନାହିଁ।ମା ଗୃହ ରେ ଥିବା ଗର୍ଭବତୀ ମହିଳା ମାନଙ୍କ ପ୍ରତି ବିପଦ ଥିବାରୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତୁରନ୍ତ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି

ବି:ଦ୍ର:-ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ତଦନ୍ତ ଆବଶ୍ୟକ.


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like