-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||     

HOME   ରାଜ୍ୟ

୨ ହଜାର ଲେଖାଏଁ ଦେଲେ, ୫ ବର୍ଷ ପରେ ବି କାର୍ଡ଼ କି ସୁବିଧା ମିଳିଲାନି

30-Dec-2020



ଫୁଲବାଣୀ (ପ୍ରେରଣା ଖବର): ଶ୍ରମିକମାନଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କାର୍ଡଧାରୀ ଶ୍ରମିକ ବି ସବୁ ପ୍ରକାର ସରକାରୀ ସୁବିଧା ପାଉଛନ୍ତି। ହେଲେ କିଛି ନିରୀହ ଶ୍ରମିକଙ୍କୁ କାର୍ଡ କରାଇ ଦେବା ପାଇଁ ଟଙ୍କା ଆଦାୟ କରାଯାଉଛି। ବର୍ଷବର୍ଷ ଧରି ଟଙ୍କା ଦେଇ ନା’ ଶ୍ରମିକ ପାଉଛନ୍ତି କାର୍ଡ କିମ୍ବା ସରକାରୀ ସୁବିଧା। ଏଭଳି ଠକାମିର ଶିକାର ହୋଇଛନ୍ତି କନ୍ଧମାଳ ଜିଲ୍ଲା ଗୋଛାପଡା ଅଞ୍ଚଳର ବହୁ ଶ୍ରମିକ । ଠକାମିରୁ ୱାର୍ଡମେମ୍ବର ବି ବାଦ ପଡିନାହାନ୍ତି। ଗୋଛାପଡା ୱାର୍ଡମେମ୍ବର ଟେପନା ଦିଗାଲ, କିନି ଦିଗାଲ, ଭୁଜବଳ ଦିଗାଲ ଓ ଜଗୁ କହଁରଙ୍କ ସମେତ ବହୁ ଶ୍ରମିକ କାର୍ଡ ପାଇଁ ଜଣ ପିଛା ୨ ହଜାର ଟଙ୍କା ଲେଖାଏଁ ଦେଇଛନ୍ତି। ଏହି ଟଙ୍କା ପୁଣି ଯାହାକୁ ତାହାକୁ ଦେଇନାହାନ୍ତି। ଭୋଟ ଦେଇ ଜିତାଇଥିବା ସମିତିସଭ୍ୟାଙ୍କୁ ଟଙ୍କା ଦେଇଥିବା କଥା କହିଛନ୍ତି। ୨୦୧୫ ମସିହାରୁ ଟଙ୍କା ଦେଇ ଥିଲେ ବି ଆଜି ସୁଦ୍ଧା ଶ୍ରମିକ କା‌ର୍ଡ ମିଳି ନାହିଁ। କାର୍ଡ ନ ମିଳିବାରୁ ସରକାରୀ ସୁବିଧାରୁ ବଞ୍ଚିତ ହେଉଛୁ ବୋଲି ସେମାନେ କହିଛନ୍ତି। ଏ ନେଇ ସମିତି ସଭ୍ୟା କାମନା କହଁରଙ୍କୁ ସେମାନେ ବାରମ୍ବାର ଦେଖା କରୁଛନ୍ତି। ଯଦି କାର୍ଡ ନ ହେଲା ଟଙ୍କା ଫେରାଇ ଦେବାକୁ କହୁଛନ୍ତି। ହେଲେ ନେଇଥିବା ଟଙ୍କା ଶ୍ରମ କାର୍ଯ୍ୟାଳୟରେ ଦେଇଛି ବୋଲି ସମିତି ସଭ୍ୟା କହୁଛନ୍ତି। କାର୍ଡ ପାଇଁ କିଛି ଟଙ୍କା ପଡେ ନାହିଁ। ତେଣୁ ଅଫିସରେ କାହାକୁ ଟଙ୍କା ଦେବା‌ କଥା ମିଛ ବୋଲି ଜିଲ୍ଲା ଶ୍ରମ ଅଧିକାରୀ ଶୁଭଦର୍ଶିନୀ ନାୟକ କହିଛନ୍ତି। ହେଲେ ବିଭିନ୍ନ ଶ୍ରମିକ ସଂଗଠନ କାର୍ଯ୍ୟାଳୟ ରହିଥିବାରୁ ଯଦି କେଉଁଠି ସମିତିସଭ୍ୟା କାହାକୁ ଟଙ୍କା ଦେଇ ଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି। ଏ ନେଇ ସମିତି ସଭ୍ୟା ନିଦ୍ଧିଷ୍ଟ ଭାବେ କିଛି କହୁ ନାହାନ୍ତି। ଶ୍ରମିକ କାର୍ଡ ପାଇଁ ହିତାଧିକାରୀଙ୍କଠାରୁ ଟଙ୍କା ଆଣିଥିବା କଥାକୁ ସ୍ବୀକାର କରିଛନ୍ତି ସମିତି ସଭ୍ୟା କାମନା କହଁରା । ହେଲେ ସେ ଟଙ୍କାକୁ ହଡପ କରିଛନ୍ତି ନା‘ ‌କାହାକୁ ଦେଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ୫ ବର୍ଷ ହେଲା ଟଙ୍କା ଦେଇ ନିରାଶରେ ଥିବା ଶ୍ରମିକ ହିତାଧିକାରୀ ଏନେଇ ସମିତି ସଭ୍ୟାଙ୍କ ନାଁରେ ଥାନାରେ ଅଭିଯୋଗ କରିବେ ବୋଲି କହିଛନ୍ତି। କନ୍ଧମାଳରେ ୯୬ ହଜାର ୫୪୦ ଜଣ ନିର୍ମାଣ ଶ୍ରମିକ ପଂଜୀକୃତ ହୋଇଛନ୍ତି। ପଂଜୀକୃତ ନିର୍ମାଣ ଶ୍ରମିକଙ୍କ ସରକାର ସବୁ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି। ତେଣୁ ଏହି ସୁଯୋଗରେ କାର୍ଡ କରାଇ ଦେବା ନାଁରେ ନିରୀହ ଶ୍ରମିକଙ୍କଠାରୁ ଟଙ୍କା ଆଦାୟ କରାଯାଉଥିବା ଅଭିଯୋଗ ହେଉଛି। ଏ ନେଇ ପ୍ରଶାସନ ପକ୍ଷରୁ ତନାଘନା ହେବା ଜରୁରୀ ହୋଇପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026

You Might Also Like