-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ପୁରୁଷୋତ୍ତମ ହାଇସ୍କୁଲ ରୁଚିଦାରେ ଶିକ୍ଷା ସପ୍ତାହ ପାଳନ ଉପଲକ୍ଷେ କ୍ରୀଡ଼ା ଦିବସ ଅନୁଷ୍ଠିତ

24-Jul-2024



ବରଗଡ଼ (ପବିତ୍ର ମେହେର ): ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ ରୁଚିଦାରେ ଶିକ୍ଷା ସପ୍ତାହ ପାଳନ ଅବସରରେ କ୍ରୀଡା ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଅଜୟ କୁମାର ମେହେରଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ଏକ ବୈଠକରେ ବିଦ୍ୟାଳୟର କ୍ରୀଡା ଶିକ୍ଷକ ହରବଲ୍ଲବ ପ୍ରଧାନ ,ଶିକ୍ଷକ ସୁବୋଧ ଭୋଇ,ଶିକ୍ଷୟିତ୍ରୀ ଶ୍ରୀମତି ରୀନା କୁମାରୀ ମେହେର, ଶ୍ରୀମତି ମେନକା ସୁନା ଓ ଶ୍ରୀମତି ତନୟା ଡନସନା ମଞ୍ଚାସୀନ ଥିଲେ। ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମେହେର କ୍ରୀଡ଼ାର ମହତ୍ତ୍ଵ ଏବଂ ଉତ୍ତମ ସ୍ବାସ୍ଥ୍ୟ ବଜାୟ ରଖିବା ନିମନ୍ତେ କ୍ରୀଡ଼ାର ଆବଶ୍ୟକତା ଉପରେ ଛାତ୍ରଛାତ୍ରୀ ମାନଙ୍କୁ ଧାରଣା ଦେଇଥିବା ବେଳେ କ୍ରୀଡ଼ା ଶିକ୍ଷକ ଶ୍ରୀଯୁକ୍ତ ପ୍ରଧାନ ଦୈନନ୍ଦିନ ଜୀବନରେ କ୍ରୀଡ଼ାକୁ ପ୍ରାଧାନ୍ୟ ଦେବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାରର କ୍ରୀଡା ପ୍ରଦର୍ଶନ କରିଥିଲେ। ଏହି ଉପଲକ୍ଷେ ଆୟୋଜିତ କ୍ରୀଡ଼ା ଉପରେ ଆଧାରିତ ସାଧାରଣ ଜ୍ଞାନ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।କ୍ରୀଡା ଦିବସ ପାଳନର ସମସ୍ତ କାର୍ଯ୍ୟକ୍ରମରେ ଶିକ୍ଷକ ଶ୍ରୀଯୁକ୍ତ ପ୍ରଭାତ କୁମାର ନାୟକ, ବଳରାମ ରଣା, ତରଣୀସେନ୍ ପଧାନ ଶିକ୍ଷୟିତ୍ରୀ ସବିତା  ଦେହେରୀ, ପୁଷ୍ପାଙ୍ଗିନୀ ଭୁଏ ଓ ବିନି ସାହୁ ସକ୍ରିୟ ସହଯୋଗ କରିଥିଲେ।ଶେଷରେ କ୍ରୀଡ଼ା ଶିକ୍ଷକ ଶ୍ରୀଯୁକ୍ତ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like