-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ଭୁକ୍ତା ଜନତା ହାଇସ୍କୁଲରେ ଶିକ୍ଷା ସପ୍ତାହ ଉପଲକ୍ଷେ କ୍ରୀଡ଼ା ଦିବସ

24-Jul-2024



ବରଗଡ଼(ପବିତ୍ର ବେହେରା): ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ଶିକ୍ଷା ସପ୍ତାହ ପାଳନ ଅବସରରେ କ୍ରୀଡା ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାରର କ୍ରୀଡା ପ୍ରଦର୍ଶନ କରିଥିଲେ  ।ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନାୟକ ଛାତ୍ରଛାତ୍ରୀମାନେ ବିଦ୍ୟାଳୟରେ ଶିକ୍ଷା ଆହରଣ କରିବା ସହିତ କ୍ରୀଡ଼ାର ଆବଶ୍ୟକତାକୁ ଉପଲବଧି କରିବା ଉଚିତ ବୋଲି

ମତବ୍ୟକ୍ତ କରିଥିଲେ।କ୍ରୀଡ଼ା ଶିକ୍ଷକ ଜ୍ୟୋତିଶ୍ଚନ୍ଦ୍ର ପଧାନ ଏବଂ ରଂଜିତ ସାହୁ ଛାତ୍ରଛାତ୍ରୀମାନେ କ୍ରୀଡା କ୍ଷେତ୍ରରେ ସଫଳତା ହାସଲ କରିବାକୁ ହେଲେ କିପରି ପ୍ରୟାସ କରିବେ ସେହି ସମ୍ବନ୍ଧୀୟ ସୂଚନା  ପ୍ରଦାନ କରିଥିଲେ।  ଛାତ୍ରଛାତ୍ରୀମାନେ  ବିଭିନ୍ନ ପ୍ରକାରର ପାରମ୍ପରିକ କ୍ରୀଡା

ପ୍ରଦର୍ଶନ କରିଥିଲେ। କ୍ରୀଡା ଦିବସ ପାଳନର ସମସ୍ତ କାର୍ଯ୍ୟକ୍ରମରେ କ୍ରୀଡା ଶିକ୍ଷକଙ୍କ ସମେତ ଶିକ୍ଷକ  ଅଶୋକ ଦାସ, ଆଲୋକ ଭୋଇ , ଦେବାଶିଷ ଭୁଏ,ଶିକ୍ଷୟିତ୍ରୀ  ସୌଦାମିନୀ ବାରିକ,ରାଜକୁମାରୀ ଭୁଏ, ତାରାବତୀ ସାହୁ, ରଞ୍ଜୁ ବଣିଆ ସକ୍ରିୟ ସହଯୋଗ କରିଥିଲେ। କ୍ରୀଡାଙ୍ଗନ କ୍ଲବ, ନେତାଜୀ ସ୍କାଉଟ, ଜୁନିଅର୍ ରେଡ୍ କ୍ରସର ସମସ୍ତ ସଦସ୍ୟ ଏବଂ ପ୍ରାଥମିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।ଶେଷରେ ଶିକ୍ଷକ ଜୁନିଅର୍ ରେଡ୍ କ୍ରସର ମାର୍ଗ ଦର୍ଶକ ଶିକ୍ଷକ ସଞ୍ଜୟ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like