-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||     

HOME   ଅପରାଧ

ଲଗାତାର ପେଟ୍ରୋଲ ପମ୍ପ ଡକାୟତି  କରି ଆତଙ୍କ ସୃଷ୍ଟି କରିଥିବା ୧୦ ଜଣିଆ ଡକାୟତ ଗିରଫ୍ 

24-Jul-2024



ସମ୍ବଲପୁର(ସଞ୍ଜୀବ କୁମାର ପାଣିଗ୍ରାହୀ) ଏସ୍ ପି ସମ୍ବଲପୁର ଙ୍କ ତଥ୍ୟ ଅନୁଯାୟୀ ନିକଟରେ ୧୦ ଜଣିଆ ଡକାୟତ ଦଳ ନାମରେ ୨୧ ଟି କେସ୍ ହୋଇଛି। ସେଥିମଧ୍ୟରୁ ସମ୍ବଲପୁରରେ ୧୫ ଟି, ଦୁଇଟି ବରଗଡ, ବଲାଙ୍ଗୀର  ଝାରସୁଗୁଡ଼ାରେ ଗୋଟିଏ  ଲେଖାଁଏ ଓ ଦୁଇଟି ସୁନ୍ଦରଗଡ ଜିଲ୍ଲାରେ କେସ୍ ରହିଛି । ସେମାନଙ୍କ  ଠାରୁ ୪୮୦ ଗ୍ରାମ ସୁନା ଅଳଙ୍କାର, ୧୬୫ ଗ୍ରାମ ରୂପା, ୩୫ ଟି ରୂପା ମୁଦ୍ରା, ୫ ଲକ୍ଷ୍ୟ ୧୨ ହଜାର ନଗଦ ଟଙ୍କା, ୧୪ ଟି ମୋବାଇଲ, ୪ ଟି ବାଇକ୍, ଗୋଟିଏ ସ୍କୁଟି, ଦୁଇ ବୋଲେରୋ, ଦୁଇ ଟ୍ରାକ୍ଟର  ସହ ବିଭିନ୍ନ  ପ୍ରକାରର ମାରଣାସ୍ତ୍ର  ଜବତ କରିଛି ସମ୍ବଲପୁର  ପୋଲିସ। ଗିରଫ ୧୦ ଜଣହେଲେ 

 ୧. ମଦନ ସୁନ୍ଦର  ଖଡିଆ (୩୧ ବର୍ଷ), ୨.ସଚିନ ଖଡ଼ିଆ (୨୨ବର୍ଷ), ୩.ସଞୟ  ଖଡ଼ିଆ (୨୦ ବର୍ଷ), ୪.ସୂଦରର୍ଶନ ଖଡ଼ିଆ (୨୮ବର୍ଷ), ୫.ବିକାଶ  ଖଡ଼ିଆ (୧୯ ବର୍ଷ), ୬.ବୁଲୁ କନ୍ଧ (୨୦ ବର୍ଷ) , ୭.ସୁନୀଲ ମାଝୀ (୧୯ ବର୍ଷ), ୮.ଅନିଲ  ମାଝୀ (୩୨ ବର୍ଷ), ୯.ଭୁବନ ଲୁହୂରା (୨୩ବର୍ଷ) ଓ ୧୦.ସ୍ବରାଜ  ମେହେର ୨୪ ବର୍ଷ । ଏମାନଙ୍କ  ମଧ୍ଯରୁ ସଞୟ  ଖଡ଼ିଆ,ମଦନ ସୁନ୍ଦର  ଖଡିଆ ଓ ସୂଦରର୍ଶନ ଖଡ଼ିଆଙ୍କ  ନାମରେ କ୍ରିମିନାଲ ମାମଲା ରହିଛି । ଏମାନେ ବିଷେଶ କରି ପେଟ୍ରୋଲ ପମ୍ପ, ରାଇସ୍  ମିଲ୍ ଓ ମଦ ଭାଟିକୁ ଟାର୍ଗେଟ  କରୁଥିଲେ  ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026

You Might Also Like