-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ମହାନଦୀ ର କୁମ୍ଭୀରଙ୍କ ସୁରକ୍ଷା ନେଇ ବିଭାଗ ତତ୍ପର, ନଦୀ କୁଳିଆ ବାସୀଙ୍କୁ ସଚେତନକଲା କୁସଙ୍ଗ ବନ୍ୟ ପ୍ରାଣୀ

25-Jul-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ)ଚଳିତ ବର୍ଷ ବନ୍ୟା ପରିସ୍ଥିତି କୁ ଆଖିଆଗରେ ରଖି ବନ୍ୟପ୍ରାଣୀ ବନାଞ୍ଚଳ ନୟାଗଡ଼ ଡିଭିଜନ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କୁସଙ୍ଗ ରେଞ୍ଜ ପକ୍ଷରୁ  ଜଳଚର  ପ୍ରାଣୀ କୁମ୍ଭୀରଙ୍କ  ସୁରକ୍ଷା  ପାଇଁ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି l ସାତକୋଶିଆ ଅଭୟାରଣ୍ୟ ଜିଲ୍ଲାର ହରଭଙ୍ଗା ବ୍ଲକ ର ଶେଷ ଭାଗ ଓ ନୟାଗଡ ଜିଲ୍ଲା ସହିତ ମିଶି ରହିଥିବା ବେଳେ ଏହି ଗଣ୍ଡ ରେ କୁମ୍ଭୀର ପାଇଁ ପ୍ରତିକୂଳ ପରିବେଶ ସହିତ ଚଳିତ ବର୍ଷ ଗମ୍ଭୀଆ କୁମ୍ଭୀର 35ଟି ଅଣ୍ଡା ଦେଇ ସମସ୍ତ ଅଣ୍ଡା ରୁ ସୁସ୍ଥ କୁମ୍ଭୀର ଶାବକ ଜନ୍ମ ନେଇଥିଲେ ଓ ଆଜି ପର୍ଯ୍ୟନ୍ତ ସିସି ଟିଭି ଓ ବାଇନକୁଲାର ରେ ଶବଳ ଓ ସୁରକ୍ଷିତ  ଥିବା ଜଣା ପଡିଛି l ତେଣୁ ମହାନଦୀ ରେ ପ୍ରଥମ ବନ୍ୟା ପ୍ରାଣୀ ଜଳ ଆସିଲେ ଏହି କୁମ୍ଭୀର ପ୍ରଜାତି ନଦୀର ଉପର ମୁଁହା ହେବା ସହିତ ଗାଁ କୂଳ ମୁଁହା ହେବେ l ତେଣୁ ଏହି ସମୟରେ ନଦୀରେ ଗୁଳିଆ ପାଣି ପ୍ରବାହିତ ହେଉ ଥିବାରୁ ପାଣିରେ କୁମ୍ଭୀର ର ଗତିବିଧି ଲକ୍ଷ୍ୟ କରି ନ ପାରି ମନୁଷ୍ୟ ସହିତ ଗୃହ ପାଳିତ ପଶୁ ନଦୀ କୂଳକୁ ଆସିଲେ କୁମ୍ଭୀର ର ଶିକାର ହେବାକୁ ପଡିଥାଏ l ଏହାକୁ ଦୃଷ୍ଟି ରେ ରଖି ରେଞ୍ଜ ଅଧିକାରୀ ସଂସାର ବର୍ଗିଆ ଙ୍କ ତତ୍ୱାବଧାନ ରେ ବନପାଳ ପ୍ରଶାନ୍ତ ଗୁରୁ, ରାଜ ଶତପଥି, ଅନ୍ତର୍ଯ୍ୟାମୀ ଯାନୀ, ବିଷ୍ଣୁ ପ୍ରିୟା ଦେଇ, ସିନିବାସ କହଁର, ଗୋବିନ୍ଦ ମହାକୁଡ଼ ଙ୍କ ସମେତ ସ୍କ୍ୱାର୍ଡ କର୍ମଚାରୀ ସମୂହ ଡାକବାଜି ଯନ୍ତ୍ର ମଧ୍ୟମରେ ଉକ୍ତ ରେଞ୍ଜ ଅଧିନସ୍ଥ ମlରଡ଼ା, କୁମାରୀ, ଅତଳସରା ଗ୍ରାମ ଆଦି ମହାନଦୀ କୁଳିଆ ଅଂଚଳ ସାଧାରଣ ଜନତା ଓ ଗୃହ ପାଳିତ ପଶୁ ନଦୀ କୂଳକୁ ନ ଯିବା ପାଇଁ ସଚେତନତା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like