-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ରାଜ୍ୟ

ବିନା ପଞ୍ଜୀକରଣରେ ଚାଲୁଥିବା ଗାଡ଼ି ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଷ୍ପତ୍ତି ଶିକ୍ଷାନୁଷ୍ଠାନ କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ବିରୋଧରେ ହେବ ମାମଲା ରୁଜୁ

25-Jul-2024



ଭୁବନେଶ୍ବର/ଜୟଦେବ(ବିଶ୍ୱରଞ୍ଜନ ଜେନା): ସଡ଼କ ଦୁର୍ଘଟଣା ହ୍ରାସ ଓ ଯାତ୍ରୀ ସୁରକ୍ଷା ଉପରେ ଗୁରୁତ୍ୱ ଦେଇ କଡ଼ାକଡ଼ି ନିୟମ ପାଳନ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ନିର୍ଦ୍ଦେଶ ଦେଇଛନ୍ତିା ଏହି ନିର୍ଦ୍ଦେଶ କ୍ରମେ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି କରିଛନ୍ତିା ବିନା ଫିଟନେସ ଓ ପଞ୍ଜୀକରଣ ସାର୍ଟିଫିକେଟରେ ରାସ୍ତାରେ ଚାଲୁଥିବା ଗାଡ଼ିଗୁଡ଼ିକ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛିା କେବଳ ଜରିମାନା ନୁହେଁ ଆଇନ ଅନୁଯାୟୀ ଏଣିକି ଗାଡ଼ିକୁ ଜବତ କରିବା, ମାମଲା ରୁଜୁ କରିବା ଭଳି ନିଷ୍ପତ୍ତି ନିଆଯାଇଛିା ସାରା ରାଜ୍ୟରେ ଫିଟନେସ ଓ ରେଜିଷ୍ଟ୍ରେସନ ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟାକୁ ବ୍ୟାପକ କରିବାକୁ ସମସ୍ତ ଉପପରିବହନ ଆୟୁକ୍ତ ଓ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛିା କେନ୍ଦ୍ରୀୟ ମୋଟର ଯାନ ଆଇନ ୧୯୮୮ ଅନୁଯାୟୀ, ବାଣିଜ୍ୟିକ ଗାଡ଼ିଗୁଡ଼ିକ ନିମନ୍ତେ ବୈଧ ପଞ୍ଜୀକରଣ ଓ ଫିଟନେସ ସାର୍ଟିଫିକେଟ ଏବଂ ଅଣବାଣିଜି୍ୟକ ଗାଡ଼ିଗୁଡ଼ିକ ନିମନ୍ତେ ବୈଧ ପଞ୍ଜୀକରଣ(ରେଜିଷ୍ଟ୍ରେସନ) ସାର୍ଟିଫିକେଟ ବାଧ୍ୟତାମୂଳକା ଏହା ନ ଥିଲେ ଗାଡ଼ି ରାସ୍ତାରେ ଚାଲିବାକୁ ଅନୁମତିପ୍ରାପ୍ତ ନୁହୋଁ ବାରମ୍ବାର ସଚେତନତା ସତ୍ତେ୍ୱ କେତେକ ଗାଡ଼ି ମାଲିକ ଏହାର ଉଲ୍ଲଂଘନ କରୁଥିବା ଦୃଷ୍ଟିକୁ ଆସିଛିା ଏଭଳି ଗାଡ଼ିଗୁଡ଼ିକ ପାଇଁ ଅନେକ ସମୟରେ ଦୁର୍ଘଟଣା ଘଟିବାର ନଜିର ମଧ୍ୟ ରହିଛିା ବୈଧ ଫିଟନେସ ଓ ପଞ୍ଜୀକରଣ ସାର୍ଟିଫିକେଟ ବିନା ଗଡ଼ୁଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେଲେ ଇନସ୍ୟୁରାନ୍ସ କମ୍ପାନି ପକ୍ଷରୁ ବୀମାରାଶି ମଧ୍ୟ ପ୍ରଦାନ କରିବାର ନିୟମ ନାହିଁ lତେଣୁ ସଡ଼କ ସୁରକ୍ଷା ଦୃଷ୍ଟିକୋଣରୁ ଏଭଳି ଗାଡ଼ିଗୁଡ଼ିକୁ ନିୟନ୍ତ୍ରଣ କରିବା ଓ ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛିା ଏ ସଂକ୍ରାନ୍ତରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନଅ ପଏଣ୍ଟ ବିଶିଷ୍ଟ ଗୁରୁତ୍ୱପୂର୍ଣ୍ଣ ସର୍କୁଲାର ଜାରି କରାଯାଇଛି l ଏହି ନିର୍ଦ୍ଦେଶ ମୁତାବକ, ସମସ୍ତ ଗାଡ଼ିର ଫିଟନେସ ଓ ପଞ୍ଜୀକରଣ ବୈଧତା ସଂପର୍କରେ ନିୟମିତ ଭାବେ ସଂପୃକ୍ତ ଅଞ୍ଚଳର ମୋଟର ଯାନ ନିରୀକ୍ଷକମାନେ ତଥ୍ୟ ସଂଗ୍ରହ କରିବୋ ବୈଧତା ଶେଷ ହୋଇଥିବା ଗାଡ଼ିର ମାଲିକଙ୍କ ଠିକଣା ଓ ଯୋଗାଯୋଗ ନମ୍ବର ସହ ରିପୋର୍ଟ ପ୍ରସ୍ତୁତ କରାଯିବା ଏଭଳି ଗାଡ଼ିଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖାଯିବା ଯଦି ବୈଧ ଫିଟନେସ ଓ ପଞ୍ଜୀକରଣ ସାର୍ଟିଫିକେଟ ନ ଥିବା ଯୋଗୁଁ ଧରାପଡ଼ନ୍ତି ତେବେ ମୋଟର ଯାନ ଆଇନ ୧୯୮୮ର ଧାରା ୨୦୭ ଆଧାରରେ ସଂପୃକ୍ତ ଗାଡ଼ିକୁ ଜବତ କରାଯିବ ଏବଂ ଇ-ଚାଲାଣ ଜାରି କରାଯିବା ଫିଟନେସ ଓ ପଞ୍ଜୀକରଣ ବୈଧତା ସରିଯାଇଥgବା ଗାଡ଼ିଗୁଡ଼ିକର ତଥ୍ୟ ପ୍ରତି ମାସ ଆରଟିଓମାନଙ୍କ ପକ୍ଷରୁ ବସ୍/ଟ୍ରକ୍/ଟ୍ୟାକ୍ସି ଆଦି ସଂଘଙ୍କୁ ପଠାଯିବ ଏବଂ ଏଭଳି ଗାଡ଼ିକୁ ସଂଘ ପକ୍ଷରୁ ଅନୁମୋଦିତ ନ କରିବାକୁ ଅନୁରୋଧ କରାଯିବା

ଆରଟିଓମାନେ ଏହି ତଥ୍ୟକୁ ଟୋଲ୍ ଗେଟ୍ କର୍ତ୍ତୃପକ୍ଷଙ୍କୁ ମଧ୍ୟ ପ୍ରଦାନ କରିବୋ ସଂପୃକ୍ତ ଗାଡ଼ିଗୁଡ଼ିକୁ ଟୋଲ୍ ଗେଟ୍ ଦେ ଇ ଯିବାକୁ ଅନୁମତି ନ ଦେବା ପାଇଁ ଅନୁରୋଧ କରାଯିବା ଏହି ତ ଥ୍ୟକୁ ଶିଳ୍ପ ସଂସ୍ଥାଗୁଡ଼ିକୁ ମଧ୍ୟ ପ୍ରଦାନ କରାଯିବା ଏଭଳି ବେ ଆଇନ ଗାଡ଼ିଗୁଡ଼ିକୁ ଚିହ୍ନଟ କରି ଶିଳ୍ପ ସଂସ୍ଥାରେ କାର୍ଯ୍ୟ କରିବାକୁ ଅନୁମତି ପ୍ରଦାନ ନ କରିବାକୁ ଜଣାଇ ଦିଆଯିବା ଶିକ୍ଷାନୁଷ୍ଠାନ କ୍ଷେତ୍ରରେ ଏହି ନିୟମ ଆହୁରି ଅଧିକ କଠୋରତାର ସହ ଗ୍ରହଣ କରାଯିବ ବୋଲି କହିଛନ୍ତି ପରିବହନ କମିସନର ଛାତ୍ରଛାତ୍ରୀଙ୍କ ସୁରକ୍ଷା ପ୍ରତି କୌଣସି ଅବହେଳା ବରଦାସ୍ତ କରାଯିବ ନାହିାଁ ଫିଟନେସ କିମ୍ବା ପଞ୍ଜୀକରଣ ନ ଥିବା କୌଣସି ବି ଗାଡ଼ିକୁ ଶିକ୍ଷାନୁଷ୍ଠାନ ଅନୁବନ୍ଧିତ କରିଥିଲେ ଜରିମାନା, ଗାଡ଼ି ଜବତ ବ୍ୟତୀତ ସଂପୃକ୍ତ ଗାଡ଼ି ମାଲିକ ଓ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କ ବିରୋଧରେ ମାମଲା ରୁଜୁ କରାଯିବା ତେଣୁ ଏଭଳି କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ନହେବାକୁ ମୋଟରଯାନ ଆଇନର ସଠିକ୍ ଅନୁପାଳନ ପାଇଁ ସମସ୍ତ ଗାଡ଼ି ମାଲିକଙ୍କୁ ପରିବହନ କମିସନର ଶ୍ରୀ ଠାକୁର ଅନୁରୋଧ କରିଛନ୍ତିା


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like