-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ପୁଣି ଜନନୀ ଯନ୍ତ୍ରଣା ରାସ୍ତା ନାହିଁ, ଖଟିଆରେ ବୁହାହେଲେ ଗର୍ଭବତୀ,

25-Jul-2024



ବୋଡେ଼ନ (ଚିନ୍ତାମଣି ନେତାମ )ରାସ୍ତା ନାହିଁ,ନାଳରେ ଆଣ୍ଠୁଏ ପାଣି, ରାସ୍ତାରେ ଜଣେ ଗର୍ଭବତୀ ମହିଳା ଙ୍କୁ ଖଟିଆରେ ବୁହାଯାଇଛି,ଏଭଳି ଏକ ଘଟଣା ଆଜି ଦେଖିବାକୁ ମିଳିଛି ବୋଡେ଼ନ ବ୍ଲକ ବାବେବିର ପଞ୍ଚାୟତ  ରେଙ୍ଗଠା ପଡା ରେ,ଧାରଣୀମାଳ ଗ୍ରାମର ରେଙ୍ଗଠାପଡା,ଗାଁ ରୁ ଏହି ପଡା ର ଦୂରତା ଦୁଇ କିଲୋମିଟର,ଏହି ପଡ଼ାରେ ତିରିଶି ପରିବାର ରହନ୍ତି,ପଡାବାସୀ ଙ୍କ ମୁଖ୍ୟ ସମସ୍ୟା ହେଉଛି ଭଲ ରାସ୍ତା ଖଣ୍ଡେ ନାହିଁ,ସେମାନେ  ନାଳ ରେ ୩୦ ରୁ ୩୫ ଫୁଟ ପାଣି ଥିଲେ ମଧ୍ୟ କଷ୍ଟ ରେ ଯା ଆସ କରନ୍ତି,ବିଭିନ୍ନ କାମରେ  ଚାଲି ଯିବାକୁ ପଡେ,ପଡ଼ାର କେହି ଯଦି ହଟାତ ରୋଗରେ ପଡିଲେ କିମ୍ବା ମହିଳାଙ୍କ ପ୍ରସବ ବେଦନା  ହେଲେ ଦୁଇ କିଲୋମିଟର ଦୋଳାରେ ନେଲାପରେ ଆମ୍ବୁଲାନ୍ସ କିମ୍ବା କୌଣସି ଜାନବାହନାରେ ନେବାକୁ ପଡେ,ଆଜି ପଡ଼ାର ବନ ବିହାରୀ କଟା ଙ୍କ ସ୍ତ୍ରୀ ପ୍ରସବ ବେଦନା ପାଇଲା ପରେ ବୋଲେରୋ ପାଇଁ ଫୋନ କରାଯାଇଥିଲା,। ବୋଲେରୋ ରାସ୍ତାରେ ରହିଗଲାପରେ ତାଙ୍କୁ ଖଟରେ ଦୋଳାକରୀ ଆଣିବାକୁ ଚେଷ୍ଟା କରିଥିଲେ କିନ୍ତୁ ଚାରିଜଣ ଖଟିଆ ଧରି ଚାଲିବା ସମ୍ଭବପର ନ ଥିବାରୁ ତାଙ୍କୁ ଚଳାଇ ଚଳାଇ ଆଣି ଥିଲେ।ରାସ୍ତାକୁ ଆଣି ବୋଲେରୋ ସାହାଯ୍ୟରେ ସିନାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆ ଯାଇଥିଲା,।ବର୍ଷ ବର୍ଷ ଧରି ପଡାବାସି ରାସ୍ତା ସମସ୍ୟା ଭୋଗୁଛନ୍ତି ।ପଡାବାସୀ ସହ ସ୍କୁଲ ଛାତ୍ର ଛାତ୍ରୀ ନାହିଁ ନ ଥିବାର ଅସୁବିଧା ର ସମ୍ମୁଖୀନ ହେଉଛନ୍ତି ।ପଡାକୁ ଶୀଘ୍ର ରାସ୍ତା ନିର୍ମାଣ ହେଲେ  ଏହି ପରି ସମସ୍ୟା ସୃଷ୍ଟି ହେବ ନାହିଁ ବୋଲି ପଡ଼ାର ଭରତ କଟା, ଜଗନ୍ନାଥ କଟା, ଯୁଗେଶ୍ୱର କଟା, ଗୁପତ ହରିଜନ, କାନ୍ଥ ନାଗ, ଜଳଧର ହରିଜନ, ଧବଳେଶ୍ୱର କଟା, ସମାଜସେବୀ ମହେନ୍ଦ୍ର କଟା ପ୍ରମୁଖ ପ୍ରକାଶ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like