-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଆୟବହିର୍ଭୁତ ସମ୍ପତ୍ତିଠୁଳ ଅଭିଯୋଗ... ଲୋୟରସୁକତେଲ ମୁଖ୍ୟନିର୍ମାଣଯନ୍ତ୍ରୀଙ୍କ ସରକାରୀ ବାସଭବନ ଓ କାର୍ଯ୍ୟାଳୟରେ ଭିଜିଲାନ୍ସଚଢାଉ

25-Jul-2024



ବଲାଙ୍ଗୀର(ପ୍ରେରଣା ଖବର ): ଆୟବହିର୍ଭୁତ ସମ୍ପତ୍ତିଠୁଳ ଅଭିଯୋଗରେ ଆଜି ବଲାଙ୍ଗୀର ଲୋୟର ସୁକତେଲ ଜଳସେଚନ ପ୍ରକଲ୍ପର ମୁଖ୍ୟନିର୍ମାଣଯନ୍ତ୍ରୀ ଇଂ.ସୁନିଳକୁମାର ରାଉତଙ୍କ ସରକାରୀ ବାସଭବନ ଓ କାର୍ଯ୍ୟାଳୟରେ ଭିଜିଲ୍ଲାନ୍ସ ବିଭାଗ ଚଢାଉ କରିଛି । ଏହା ସହିତ ଭୁବନେଶ୍ୱର, କଟକ, ଅନୁଗୁଳରେ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରି ସମ୍ପତ୍ତି ଯାଞ୍ଚ କରୁଛି । ଇଂ.ରାଉତଙ୍କ ନାମରେ ଭୁବନେଶ୍ୱର କୋର୍ଟର ସର୍ଚ୍ଚୱାରେଣ୍ଟ ନେଇ ଭିଜିଲାନ୍ସ ବିଭାଗର ୨ଜଣ ଅତିରିକ୍ତ ଏସପି,୮ଜଣ ଡିଏସପି ୬ଜଣ ଇନ୍ସପେକ୍ଟର,୧୦ଜଣ ଏଏସଆଇ ଓ ଅନ୍ୟାନ୍ୟ ଅଧିକାରୀମାନଙ୍କୁ ନେଇ ୯ଟି ସ୍ଥାନରେ ଚଢାଉ ଚାଲୁରହିଛି । ବଲାଙ୍ଗୀରରେ ଚଢାଉ କରୁଥିବା ଟିମ ମୁଖ୍ୟନିର୍ମାଣଯନ୍ତ୍ରୀଙ୍କ ବାସଭବନ ଓ କାର୍ଯ୍ୟାଳୟକୁ ତନ୍ନତନ୍ନ କରି ଯାଞ୍ଚ କରୁଛନ୍ତି । କିନ୍ତୁ କଣ ସବୁ ମିଳିଛି କିମ୍ବା କଣ  କଣ ଯାଞ୍ଚ ହୋଇଛି ସେନେଇ ଗଣମାଧ୍ୟମକୁ ତ୍ନ୍‌କାରୀ ଟିମ କୌଣସି ସୂଚନା ଦେଉନାହାଁନ୍ତି । ଯନ୍ତ୍ରୀ ଇଂ.ରାଉତଙ୍କ ଭୁବନେଶ୍ୱର ନୀଳାଦ୍ରୀବିହାରର ଏକ ତିନିମହଲାକୋଠା,ନୟାପଲ୍ଲିରେ ଦୁଇମହଲା କୋଠା,

ଭିଆଇପିରୋଡ ଓ ଗ୍ରାଣ୍ଡରୋଡ ପୁରୀରେ ଦୁଇଟି ଫ୍ଲାଟ,ତାଙ୍କ ପୈତୃକଘର କଟକ ଗୁରୁଡିଝଟିଆ ଘର,ଅନୁଗୁଳ କିଶୋରନଗରରେ ତାଙ୍କ ପୁଅଙ୍କ ଘର,ଭୁବନେଶ୍ୱର ନୟାପଲ୍ଲିରେ ତାଙ୍କର ଜଣେ ସମ୍ପର୍କିୟଙ୍କ ଘରେ ମଧ୍ୟ ଚଢାଉ ଚାଲିଥିବା ସୂଚନା ମିଳିଛି । ଏପର୍ଯ୍ୟନ୍ତ କେତେ ସମ୍ପତ୍ତି ମିଳିଛି ତାହା ସ୍ପଷ୍ଟ ହୋଇନାହିଁ । ତେବେ ଏକ ବିଶେଷ ସୂତ୍ରରୁ ଜଣାଯାଇଛି ଯେ,ଇଂ.ସୁନୀଳ ରାଉତଙ୍କ ସ୍ୱର୍ଗତ ବାପା ମଧ୍ୟ ଜଣେ ନିର୍ବାହୀଯନ୍ତ୍ରୀ ଥିଲେ । ସେଥିପାଇଁ ତାଙ୍କର

ପୈତୃକସମ୍ପତ୍ତି ରହିଆସିଥିଲା । ଆଉ ଏବେ ତାଙ୍କ ପୁଅ ମଧ୍ୟ ଜଣେ ଡାକ୍ତର ଅଛନ୍ତି । ସେହି ଦୃଷ୍ଟିରୁ ଇଂ.ରାଉତଙ୍କ କେତେ ଧଳା ସମ୍ପତ୍ତି ଓ କେତେ କଳାସମ୍ପତ୍ତି ରହିଛି ତାହା ସ୍ପଷ୍ଟ ହୋଇନାହିଁ । ସେପଟେ ସେ ଗତ ଦୁଇବର୍ଷ ହେବ ବଲାଙ୍ଗୀର ଲୋୟରସୁକତେଲ ଜଳସେଚନ ପ୍ରକଲ୍ପର ମୁଖ୍ୟନିର୍ମାଣଯନ୍ତ୍ରୀ ରହିଆସିଥିଲେ । ଏହି ସମୟ ମଧ୍ୟରେ ଲୋୟରସୁକତେଲ ପ୍ରକଲ୍ପର ସ୍ପିଲୱେ ଓ ଡେମକାମ ତ୍ୱରାନ୍ୱିତ କରାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦଘାଟନ କରାଇ ପ୍ରଶଂସିତ ମଧ୍ୟ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like