-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାସ୍ତରୀୟ ବେଡମିଣ୍ଟନଚମ୍ପିୟନସିପ୍ ଉଦଘାଟିତ,୨୫୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀଙ୍କ ଯୋଗଦାନ

25-Jul-2024



ବଲାଙ୍ଗୀର(ପ୍ରେରଣା ଖବର): ଆଜିଠାରୁ ବଲାଙ୍ଗୀର ପିଆର ହାଇସ୍କୁଲ ଇଣ୍ଡୋର ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ ବେଡମିଣ୍ଟନ ଚମ୍ପିୟାନସିପ ଆରମ୍ଭ ହୋଇଯାଇଛି । ବଲାଙ୍ଗୀର ଜିଲ୍ଲାପାଳ ଶୀବାଜୀ ଗୌରବ ଇସଲୱାର ମୁଖ୍ୟଅତିଥି ଓ ଏସପି ଋଷିକେଶ ଦ୍ୟାନ ଖିଲାରୀ ଯୋଗଦେଇ ଏହାକୁ ଉଦଘାଟନ କରିଛନ୍ତି । ଜୁଲାଇ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଚମ୍ପିୟାନସିପ୍ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲ୍ଲାର ପାଟଣାଗଡ, କଣ୍ଟାବାଞ୍ଜି, ଟିଟିଲାଗଡ ସମେତ ଅନ୍ୟାନ୍ୟ ଅଞ୍ଚଳର ପ୍ରାୟ ୨୫୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ ଭାଗ ନେଇଛନ୍ତି । ଉଭୟ ପୁରୁଷ ଓ ମହିଳା ବର୍ଗରେ ସିଙ୍ଗଲଲ୍ସ ଓ ଡବଲ୍ସ ଚାମ୍ପିୟନସିପ୍ 

ପ୍ରତିଯୋଗିତା ହେବ । ପିଆର ହାଇସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସନ୍ତୋଷିନୀ ସେଠୀଙ୍କ ସଭାପତିତ୍ୱ ଓ ଜିଲ୍ଲା ବେଡମିଣ୍ଟନ ଏସୋସିଏସନର ସଂପାଦକ ସୁରୁଲାଲ ମଟାରୀଙ୍କ ସଂଯୋଜନାରେ ଅନୁଷ୍ଠିତ ଆଜିର ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପାଳ ଶିବାଜୀ ଗୌରବ ଇସଲୱାର, ସମ୍ମାନୀତ ଅତିଥି ଭାବରେ ଏସପି ଋଷିକେଶ ଦ୍ୟାନ ଖିଲାରୀ, ପିଆର ହାଇସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସନ୍ତୋଷିନୀ ସେଠୀ, ଜିଲ୍ଲା କ୍ରୀଡାଧିକାରୀ ପରାସର ବାଘ, ଜିଲ୍ଲା ବେଡମିଣ୍ଟନ ଅସୋସିଏସନର ସଭାପତି ଗୋପାଳ ପଣ୍ଡା, ଉପସଭାପତି ଘନଶ୍ୟାମ ମିଶ୍ର ଞ୍ଚାସୀନ ଥିଲେ ।

ଜିଲ୍ଲାପ୍ରଶାସନର ସହଯୋଗରେ ଓ ଜିଲ୍ଲା ବେଡମିଣ୍ଟନ ଏସୋସିଏସନ ଅନୁକୂଲ୍ୟରେ ଅନୁଷ୍ଠିତ ଏହି ଚମ୍ପିୟନସିପକୁ ୧୨ଜଣ ଟିଓ ପରିଚାଳନା କରୁଥିବା ବେଳେ ୪ଜଣ ରେଫରି ରହିଛନ୍ତି । ଜିଲ୍ଲାସ୍ତରରେ ଏଭଳି ଏକ ଅତ୍ୟାଧୁନିକ ଇଣ୍ଡୋର ଷ୍ଟାଡିୟମ ଥିବାରୁ ଛାତ୍ରଛାତ୍ରୀ ଓ କ୍ରୀଡାବିତମାନେ ନିଶ୍ଚୟ ଏହାର ସୁଫଳ ପାଇବେ ବୋଲି ଜିଲ୍ଲାପାଳ ଶ୍ରୀ ଇସଲୱାର କହିଥିଲେ । ସୁରୁଲାଲ ମଟାରୀ କାର୍ଯ୍ୟକ୍ରମ ଓ ଚାମ୍ପୟନସିପ ବିଷୟରେ ସୂଚନା ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like