-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଡି. ଆଇ. ଇ. ଟି.,ବଲାଙ୍ଗିରରେ ଶିକ୍ଷା ସପ୍ତାହ ପାଳନ

25-Jul-2024



ବଲାଙ୍ଗୀର(ପ୍ରେରଣା ଖବର) ନୂତନ ଜାତୀୟ ଶିକ୍ଷାନୀତି - ୨୦୨୦ର ଚତୁର୍ଥ ବାର୍ଷିକୀ ପୂର୍ତ୍ତି ଉପଲକ୍ଷେ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ , ବଲାଙ୍ଗିର ତରଫରୁ ଆଜି ଶିକ୍ଷା ସପ୍ତାହ ଅବସରରେ “ଶିକ୍ଷଣ ସାମଗ୍ରୀ ଦିବସ” ବହୁ ଆଡମ୍ବରରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଛୋଟ ଛୋଟ ପିଲାଙ୍କ ପାଇଁ ଖେଳ ଆଧାରିତ ଆଂଚଳିକ ଶିକ୍ଷଣ ସାମଗ୍ରୀ ଉପରେ ପ୍ରାଧାନ୍ୟ ଦେବା ସଙ୍ଗେ ସଙ୍ଗେ ଅନୁଷ୍ଠାନରେ ଥିବା ବାଳବାଟିକାର ବିଭିନ୍ନ ଶିକ୍ଷଣ କାର୍ଯ୍ୟକ୍ରମ ଉପରେ ଭିଡିଓ ପ୍ରଦର୍ଶନ କରାଯାଇଥିଲା । ଏଥିରେ ଗୁରୁ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ଶିକ୍ଷଣ ସାମଗ୍ରୀ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶିକ୍ଷକ ଶିକ୍ଷିକା ମାନଙ୍କଦ୍ୱାରା “୨୦୪୭ ରେ ବିଦ୍ୟାଳୟ

ପୁରୋଦୃଷ୍ଟି” ଉପରେ ପୋଷ୍ଟର ପ୍ରଦର୍ଶନ କରାଯାଇଥିଲା । ପ୍ରୟୋଗଶାଳାର ଛାତ୍ରଛାତ୍ରୀମାନେ ଏହା ପରିଦର୍ଶନ କରି ଆନନ୍ଦିତ ହୋଇଥିଲେ । ଏହି ଉତ୍ସବରେ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀ ମୁଖ୍ୟ ଅତିଥି ତଥା ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ, ବଲାଙ୍ଗିରର ସହକାରୀ ପ୍ରାଧ୍ୟାପକ ଡ. ସୁଧୀର କୁମାର ସାହୁ , ଡ. ଅଜିତ କୁମାର ପ୍ରଧାନ , ଡ. ଲଲିତ କୁମାର ପାତ୍ର ,ଡ. ନିବେଦିତା ସାହୁ ଓ ଇ.ଟି.ଇ.ଆଇ., ବଲାଙ୍ଗିରର ଅଧ୍ୟକ୍ଷ ଜ୍ଞାନେନ୍ଦ୍ର ମଳିକ ସମ୍ମାନିତ ଅତିଥି ଭାବରେଯୋଗ ଦେଇଥିଲେ । ଅନୁଷ୍ଠିତ ସାଧାରଣ ସଭାରେ ସଭାପତିତ୍ତ୍ୱ୍ୱ କରିଥିଲେ ଅନୁଷ୍ଠାନର ଅଧ୍ୟକ୍ଷ ଡ. ଜୟ ପ୍ରକାଶ ଦାଶ । ଅନୁଷ୍ଠାନର ସମସ୍ତ କର୍ମଚାରୀ ଓ ଗୁରୁ ଛାତ୍ରଛାତ୍ରୀଙ୍କର ସହାୟତାରେ ଏହି କାର୍ଯ୍ୟକ୍ରମ ସମ୍ପାଦନ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like