-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||     

HOME   ଜିଲ୍ଲା

କିଶୋର ନ୍ୟାୟ(ଯତ୍ନ ଓ ସୁରକ୍ଷା) ବାଧ୍ୟତାମୂଳକ ଶିକ୍ଷା ଅଧିକାର  ଉପଲକ୍ଷେ ଆଇନ ସଚେତନତା ଶିବିର

25-Jul-2024



ବଲାଙ୍ଗୀର(ଦେବାଶିଷ ବହିଦାର): ରାଜ୍ୟ ଆଇନ ସେବା ପ୍ରାଧୀକରଣର ନିର୍ଦ୍ଦେଶରେ ଆଜି ବଲାଙ୍ଗୀର ସଦର ବ୍ଲକ ଚନ୍ଦନଭାଟି ପଂଚାୟତ ଉଚ୍ଚ  ବିଦ୍ୟାଳୟ ଠାରେ କିଶୋର ନ୍ୟାୟ(ଯତ୍ନ ଓ ସୁରକ୍ଷା) ବାଧ୍ୟତାମୂଳକ ଶିକ୍ଷା ଅଧିକାର  ଉପଲକ୍ଷେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ପବିତ୍ରାନନ୍ଦ ପ୍ରଧାନ ଯୋଗ ଦେଇ କିଶୋର ନ୍ୟାୟ, ବାଧ୍ୟତାମୂଳକ ଶିକ୍ଷା ଅଧିକାର ସହ ଜିଲ୍ଲା ଆଇନସେବା ପ୍ରାଧିକରଣ କିପରି ଲୋକଙ୍କୁ ମାଗଣା ଆଇନ ସେବା ଯୋଗାଇ ଦେଉଛି, ସେ ସଂପର୍କରେ ବୁଝାଇ ଥିଲେ ।  ପ୍ରୋବେସନାଲ ମାଜିଷ୍ଟ୍ରେଟ ଅର୍ଘ୍ୟରୂପା ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା, ଚନ୍ଦନଭାଟି ପଂଚାୟତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ରଂଜନ କୁମାର ପ୍ରଧାନ, ଶିଶୁ ସୁରକ୍ଷା କମିଟିର ସଭ୍ୟ ଏସ୍‌. ଲତାଶ୍ରୀ ଓ ଜୁଭଲିଏନ୍ ଜଷ୍ଟିସ ବୋର୍ଡ(ଜେଜେବି) ସଭ୍ୟ ଦିଲୀପ ମୁଖୀ ପ୍ରମୁଖ ମଂଚାସୀନ ରହି କିଶୋରୀ ମାନଙ୍କ ଅଧିକାର, ନ୍ୟାୟ ଓ ଆଇନଗତ ଦିଗ ସଂପର୍କରେ ସମସ୍ତଙ୍କୁ ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗ୍ରାମବାସୀଙ୍କ ସମେତ ଚନ୍ଦନଭାଟି ପଂଚାୟତ ଉଚ୍ଚ ବିଦ୍ୟlଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   09-Nov-2026
  ଜିଲ୍ଲା  
ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   09-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   09-Nov-2026
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026

You Might Also Like