-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକ ର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷା ଶପଥ ସପ୍ତାହ ର ସାଂକୃତିକ ଦିବସ ପାଳନ

25-Jul-2024



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲା  ଡାବୁଗାଁ ବ୍ଲକ ର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷା ଶପଥ ସପ୍ତାହ ର ସଂ|ସ୍କୃତିକ ଦିବସ ଗୁରୁବାର ପାଳିତ ହୋଇଯାଇଛି | ଏଥିରେ ବ୍ଲକର ୬୬ ପ୍ରାଥମିକ ବିଦ୍ୟାଳୟ, ୩୦ ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ୯ ଟି ଉଚ୍ଚ ବିଦ୍ୟାଳୟରେ ଶିକ୍ଷା ଶପଥ ସପ୍ତାହ ପାଳନ ହୋଇଆସୁଅଛି | ଆଜି ଶିକ୍ଷା ଶପଥ ସପ୍ତାହର ୪ର୍ଥ ଦିନକୁ ସାଂସ୍କୃତିକ ଦିବସ ଭାବେ ପାଳନ କରାଯାଇଛି | ଏଥିରେ ଦେଶର ସାଂସ୍କୃତିକ ବିବିଧତା କୁ ଗୁରୁତ୍ଵ ଦିଆଯାଇଛି | ବିବିଧତା ମଧ୍ୟରେ ଏକତା ହେଉଛି ଭାରତର ଏକ ବୈଶିଷ୍ଟ | ଏହି ଅବସରରେ ବିଦ୍ୟାଳୟ ମାନଙ୍କରେ ଆଞ୍ଚଳିକ ଓ ଓଡିଆ ଭାଷାରେ ନୃତ୍ୟ, ସଙ୍ଗୀତ, ନାଟିକା ଆଦି ଛାତ୍ରୀ ଛାତ୍ର ମାନଙ୍କ ଦ୍ଵାରା ପରିବେଷଣ କରାଯାଇଥିଲା |  ଏଥିରେ ଡାବୁଗାଁ ଏକ୍ସ – ବୋର୍ଡ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ର ଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା | ଏଥିରେ ବିଦ୍ୟାଳୟ ପ୍ରଧାନଶିକ୍ଷୟତ୍ରୀ ବନଲତା ମହାନ୍ତି, ଶିକ୍ଷୟତ୍ରୀ ଗିରିଶବାଳା ଜେନା, ଅନିତା ବେହେରା, ପୁଷ୍ପାଞ୍ଜଳି ମଣି, ଚିନ୍ମୟ ପଟ୍ଟନାୟକ, ଶସ୍ମିତା ଗୁଇଁ ଓ ଶିକ୍ଷକ ଦିବାକର ବାରିକ ପ୍ରମୁଖ ପରିଚାଳନା କରିଥିଲେ | ଏଥିରେ ଡାବୁଗାଁ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି ଓ ସନ୍ତୋଷ ସାହୁ ଓ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମାନେ ବିଭିନ୍ନ ବିଦ୍ୟାଳୟ କୁ ଯାଇ ତଦାରଖ କରିଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like