-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ବନ୍ୟା ଜଳ ନେଇ ସତର୍କ କଲା ପ୍ରଶାସନ, ମୁଖ୍ୟାଳୟ ଛାଡ଼ି ନଯିବାକୁ ଅଧିକାରୀମାନଙ୍କୁ ଜିଲ୍ଲାପାଳଙ୍କ କଡା ନିର୍ଦ୍ଦେଶ

26-Jul-2024



ବୌଦ୍ଧ: ତିନିଦିନ ହେଲା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବାବେଳେ ମହାନଦୀ ଓ ଶାଖା ନଦୀ ଗୁଡ଼ିକରେ ଜଳ ପ୍ରବାହ ବୃଦ୍ଧି ପାଇଛି । ଆଗକୁ ପୁଣି ଏକ ଲଘୁଚାପ ଆସୁଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯିବା ପରେ ହୀରାକୁଦ ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ନେଇ ନିଷ୍ପତି ଗ୍ରହଣ କରା ଯାଇଛି । ଲଗାଣ ବର୍ଷା ଯୋଗୁଁ ମହାନଦୀ ଓ ଶାଖା ନଦୀ ଗୁଡ଼ିକ ଦୁଇ କୂଳ ଖାଇ ବର୍ଷା ଜଳ ପ୍ରବାହିତ ହେଉଥିବାବେଳେ ହୀରାକୁଦ ବନ୍ୟାଜଳ ଯୋଗୁଁ ତଳମୁଣ୍ଡରେ ବନ୍ୟା ଆଶଙ୍କା କରାଯାଉଅଛି । ତେଣୁ ରାଜ୍ୟ ସରକାର ଙ୍କ ପକ୍ଷରୁ ହୀରାକୁଦ ତଳ ମୁଣ୍ଡରେ ଥିବା ଜିଲ୍ଲା ଗୁଡ଼ିକ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଗୁରୁବାର ଏନେଇ ବୌଦ୍ଧ ଜିଲ୍ଲାପାଳ ଜେ, ସୋନାଲ ବନ୍ୟା ପରିସ୍ଥିତି ପାଇଁ ସତର୍କ ରହିବାକୁ ଓ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି । ଏହି ସମୟ ମଧ୍ୟରେ କୌଣସି ଅଧିକାରୀ ମୁଖ୍ୟାଳୟ ଛାଡ଼ି ନଯିବାକୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଜିଲ୍ଲା ଜଳ ବିଭାଜନ ପାଖରୁ କଣ୍ଟ୍ରୋଲ ରୁମ୍ ଖୋଲାଯାଇ ମହାନଦୀ ର ଜଳ ପତ୍ତନ ଉପରେ ଦୃଷ୍ଟି ରଖାଯାଇଛି । ସେହିପରି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ଓ ସମସ୍ତ ବ୍ଲକ୍ କାର୍ଯ୍ୟାଳୟ ରେ କଣ୍ଟ୍ରୋଲ ରୁମ ଖୋଲାଯାଇଛି । ପୂର୍ବ ପ୍ରସ୍ତୁତି ଅନୁଯାୟୀ ବନ୍ୟା ଆଶ୍ରୟ ସ୍ଥଳୀ ଗୁଡ଼ିକ ପ୍ରସ୍ତୁତ କରି ରଖାଯିବା ସହିତ ଆବଶ୍ୟକୀୟ ଶୁଖିଲା ଖାଦ୍ୟ ,ଔଷଧ ଆଦି ମହଜୁଦ ରଖାଯାଇଛି । ଏନ୍ଏସି ନିର୍ବାହୀ ଅଧିକାରୀ ଓ ବ୍ଲକ୍ ର ବିଡ଼ିଓ ମାନଙ୍କୁ ସମସ୍ତ ପ୍ରସ୍ତୁତି ର ସମୀକ୍ଷା କରିବା ସହ କୌଣସି ପରିସ୍ଥିତି ସୃଷ୍ଟି ହେଲେ ତୁରନ୍ତ ମୁଖ୍ୟ କଣ୍ଟ୍ରୋଲ ରୁମ୍ ଏବଂ ଜିଲ୍ଲାପାଳ ଙ୍କୁ ଅବଗତ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ମୁତାବକ ବୌଦ୍ଧ ଠାରେ ମହାନଦୀର ଜଳ ପତ୍ତନ ବିପଦ ସଙ୍କେତ ଠାରୁ ପ୍ରାୟ ତିନି ମିଟର ତଳେ ରହିଛି । ତେଣୁ ପରିସ୍ଥିତି ଆୟତାଧିନ ରହିଥିବା ଜଣାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like