-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ଛାତ୍ରଛାତ୍ରୀ ମାନଙ୍କୁ ନେଇ ସାଧାରଣ ଜ୍ଞାନ ପ୍ରତିଯୋଗିତା

26-Jul-2024



ବରଗଡ଼//ବରଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ  ଭଟିଲି ବ୍ଲକ ଅର୍ନ୍ତଗତ ତେଜାଗୋଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଏକ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏହି ପ୍ରତିଯୋଗିତାରେ ୫୨ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ l ଏହି କାର୍ଯ୍ୟକ୍ରମରେ ଆମ ଅଞ୍ଚଳର ୩୦ ସଂଖ୍ୟା ବିଶିଷ୍ଟ ପ୍ରଶ୍ନ ପତ୍ର ଦିଆଯାଇଥିଲା ଓ ୩୦ ମିନିଟ୍ ର ଏକ ପ୍ରଶ୍ନପତ୍ର ପ୍ରଦାନ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ   ୟୁଟୁଭର ରେଶମା ଦୋରା, ସମ୍ମାନିତ ଅତିଥି ଭାବେ ସମାଜସେବୀ ଦିଲିପ ଦାଶ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଯୋଗାଯୋଗ କରି ଛାତ୍ରୀ ଓ ଛାତ୍ରୀ ମାନଙ୍କୁ ସାଧାରଣ ଞାନ ପ୍ରତିଯୋଗିତା ବିଷୟରେ ଆଲୋଚନା କରିଥିଲେ l ଏହି କାର୍ଯ୍ୟକ୍ରମରେ ଜନ କଲ୍ୟାଣ ସେବା ଟ୍ରଷ୍ଟର ପ୍ରତିଷ୍ଠାତl ମୁକୁନ୍ଦ ଦାଶ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ସାହାଯ୍ୟ କରିଥିଲେ l କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଆସନ୍ତା ଅଗଷ୍ଟ ୧୫ ତାରିଖ ବିଦ୍ୟାଳୟରେ ମାନପତ୍ର ସହ ଟ୍ରଫି ପ୍ରଦାନ କରାଯିବ ବୋଲି ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ସୂଚନ ପ୍ରଦାନ କରାଯାଇଛି l ଏହି ପରିପ୍ରେକ୍ଷିରେ ୫ ଟି ବିଦ୍ୟାଳୟରେ ଏହି ପରି ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ୧୫ ଜଣ କୃତୀ ପ୍ରତିଯୋଗୀ ମାନଙ୍କୁ ଅଗଷ୍ଟ ୧୫ ତାରିଖ ଦିନ ପୁରସ୍କାର ପ୍ରଦାନ କରାଯିବ ବୋଲି ଅନୁଷ୍ଠାନର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଡ଼ଃ ଅଜିତ କୁମାର ନାଥ ସୂଚନା ପ୍ରଦାନ କରିଛନ୍ତି l ଶେଷରେ ବିଦ୍ୟାଳୟର ଚନ୍ଦ୍ରକାନ୍ତ ସାହୁ ସମସ୍ତ ଧନ୍ୟବାଦ ଦେଇ ସଭା କାର୍ଯ୍ୟ ସମାପ୍ତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like