-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ : ଟିକାବାଲି ରେ ରାସନ କାର୍ଡ ଘୋଟାଲା.. ଅସହାୟ ମହିଳା ଏ ଆଇ ସି ଡବ୍ଲୁ ସି ର ରାଜ୍ୟ ଉପସଭାପତିଙ୍କୁ ଅଭିଯୋଗ କଲା ଅସହାୟ ମହିଳା

26-Jul-2024



ଟିକାବାଲି/କନ୍ଧମାଳ(ରମେଶ ଚନ୍ଦ୍ର ପଣ୍ଡା): କନ୍ଧମାଳ ଜିଲ୍ଲା ଟିକାବିଲି ବ୍ଲକ୍ ଅନ୍ତର୍ଗତ ପାବୁରିଆ ପଞ୍ଚାୟତ ନିକଟସ୍ଥ ତେନ୍ତୁଳି ସାହିର ତାରାବତୀ ପ୍ରଧାନଙ୍କୁ ମିଳୁନି ସରକାରୀ ସୁବିଧା l ସେ ଜଣେ ଅସହାୟ ବୟସ୍କ ଏବଂ ମାନସିକହରା ମହିଳା ହେଇଥିବାରୁ ତାଙ୍କୁ ତା ସ୍ୱାମୀ ଛାଡ଼ି ଦେଇ ଅନ୍ୟତ୍ର ବିବାହ କରିଛନ୍ତି l ତାଙ୍କର ବାପା ମା ଏବଂ ନିଜର ବୋଲି କେହି ନ ଥିବାରୁ  ଅସହାୟ ବୟସ୍କ ମହିଳା ଟି ଉକ୍ତ ଗ୍ରାମର ପଡ଼ିଶା ଘରେ ଆଶ୍ରୟ ନେଇଁ ରହୁଛନ୍ତି l ତାରାବତୀଙ୍କ ନାମରେ ରାସନ କାର୍ଡ ଥିଲେ ମଧ୍ୟ କଟି ଯାଇଚି କହି ଚାଉଳ ଦେଉ ନାହାନ୍ତି ଟିକାବାଲି ଖାଦ୍ୟ ଯୋଗାଣ ଅଧିକାରିଣୀ ଅମ୍ରିତା ମଲ୍ଲିକ l ଏନେଇ ଆଇ ସି ଡବ୍ଲୁ ସି  ର ରାଜ୍ୟ ଉପସଭାପତି ତଥା ପ୍ରିହମ୍ ଟ୍ରଷ୍ଟ ର ଅଧ୍ୟକ୍ଷ କୁନା ଦିଗାଲଙ୍କୁ ଅଭିଯୋଗ କରିଛନ୍ତି ତାରାବତୀ  l ଅଧ୍ୟକ୍ଷ ଶ୍ରୀ ଦିଗାଲ  ଉକ୍ତ ଅସହାୟ ମହିଳାଙ୍କ ଅଭିଯୋଗ ପାଇ ଟିକାବାଲି ଖାଦ୍ୟ ଯୋଗାଣ ଅଧିକାରିଣୀ ଶ୍ରୀମତୀ ମଲ୍ଲିକଙ୍କ ସହିତ ଫୋନ୍ ଯୋଗେ ଆଲୋଚନା କରିବା ସହିତ ତାରାବତୀଙ୍କୁ ଯେତିକି ବର୍ଷ ହେଲାଣି ତାଙ୍କର ରାସନ କାର୍ଡ ରେ ଚାଉଳ ଦେଇ ନାହାନ୍ତି ତାଙ୍କୁ ଚାଉଳ ତୁରନ୍ତ ଦେବାର ସୁବ୍ୟବସ୍ଥା କଲେ ଅସହାୟ ଏବଂ ମାନସିକ ଦୁଶ୍ଚିନ୍ତା ମହିଳା ଟି ତାର ଭୋକ ମେଣ୍ଟେଇ ପାରିବ ବଲି କହିବା ସହିତ ତାଙ୍କୁ ଭତ୍ତା ଯୋଗାଇ ଦେବାପାଇଁ ମଧ୍ୟ ବି ଏସ୍ ଏସ୍ ଓ ଙ୍କୁ କହିଛନ୍ତି ଅଖିଳ ଭାରତୀୟ ଗ୍ରାହକ କଲ୍ୟାଣ ପରିଷଦର ରାଜ୍ୟ ଉପସଭାପତି ତଥା ପ୍ରିହମ୍ ଚାରିଟେବୁଲ୍ ଟ୍ରଷ୍ଟ ର ଅଧ୍ୟକ୍ଷ କୁନା ଦିଗାଲ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026

You Might Also Like