-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଠକ ବ୍ୟବସାୟୀଙ୍କୁ ହେବ କଡା କାର୍ଯ୍ୟାନୁଷ୍ଠାନ ।

26-Jul-2024



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ରେ ୧୯୩ ଗୋଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଥିବା ବେଳେ ୨୯ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅବସ୍ଥିତ ଅଟେ ମୋଟ ୨୨୨ ଗୋଟି ବିଦ୍ୟାଳୟ ର ପ୍ରଥମ ରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଙ୍କ ପାଇଁ ରାଜ୍ୟ ସରକାର ପ୍ରତି ଛାତ୍ର ପିଛା ପୋଷାକ ଓ ଜୋତା ବାବଦ କୁ ଏକ ହଜାର ଟଙ୍କା ଲେଖାଏଁ ଯୋଗାଈ ଦେଇଥାନ୍ତି କିନ୍ତୁ ବଡ ଦୁଃଖର ବିଷୟ କି ଯେ ନର୍ଲା ବ୍ଲକ ରୁପ୍ରା ରୋଡ଼ ଗ୍ରାମର ହାତ ଗଣତି କିଛି ଅସାଧୁ ବ୍ୟବସାୟୀ ଯଥା ପ୍ରଦୀପ ଟେକ୍ସଟାଇଲସ,କମଳ କ୍ଲଥ ଷ୍ଟୋର  ରମାନୁଜ ଟ୍ରେଡ଼ର୍ସ ଓ ସିଦ୍ଧାନ୍ତ କ୍ଲଥ ଷ୍ଟୋର ଦୀର୍ଘ ବର୍ଷ ଧରି ଲଗାତାର ଭାବରେ କୋମଳମତି ଛାତ୍ରଛାତ୍ରୀ ମାନଙ୍କୁ କଲିକତା ର ଅତ୍ୟନ୍ତ ନିମ୍ନ ମାନର ରୋଟୋ କନାର ସ୍କୁଲ ପୋଷାକ ଯୋଗାଇ ବାର୍ଷିକ ଲକ୍ଷ ଟଙ୍କା ସରକାରୀ ଅର୍ଥ ଆତ୍ମସାତ କରି ଆସୁଥିବା ଅଭିଭାବକ ମହଲରେ ଅଭିଯୋଗ ହୋଇଆସୁଅଛି କିନ୍ତୁ ସମସ୍ତ ଅଭିଯୋଗ କୁ ବିଭାଗୀୟ ଅଧିକାରୀ ମାନେ ଜାଣିଶୁଣି ନିରବଦ୍ରଷ୍ଟା ସାଜୁଛନ୍ତି,କାରଣ ଉକ୍ତ ଠକ ବ୍ୟବସାୟୀ ମାନେ ସିଆରସିସି ଠାରୁ ଆରମ୍ଭ କରି ରାଜନେତା ଓ ପଦସ୍ଥ ଅଧିକାରୀ ମାନଙ୍କୁ ମୋଟା ଅଙ୍କର ପିସି ଦେଇ ମୁଁହ ବନ୍ଦକରୁଥିବା ଅଭିଯୋଗ ହୋଇଛି ଏବଂ ବିଭିନ୍ନ ସ୍କୁଳ କୁ ନମୁନା ଦେବା ସମୟରେ ଠିକ ଠାକ ମାନର ନମୁନା ଦେଉଛନ୍ତି ଯୋଗାଣ ସମୟରେ ସେହି ନିମ୍ନ ମାନର ପୋଷାକ ଯୋଗାଇ ଦେଇ ପଚାଶ ରୁ ଷାଠିଏ ପ୍ରତିଶତ ଅର୍ଥ ଆତ୍ମସାତ କରି କୋମଳମତି ଛାତ୍ରଛାତ୍ରୀ ଙ୍କୁ ଶୋଷଣ କରାଯାଉଛି ଯାହାକି ଉକ୍ତ ପୋଷାକ ବ୍ୟବହାର ଯୋଗ୍ୟ ନୁହେଁ ବୋଲି ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ।
ଏଣୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରାଯାଇ ସମ୍ପୃକ୍ତ ବ୍ୟବସାଇଙ୍କୁ କଳା ତାଲିକା ଭୁକ୍ତ କରିବା ପାଇଁ ନର୍ଲା ପ୍ରେସ ଏଶୋସେସନ ପକ୍ଷରୁ ଜିଲ୍ଲାପାଳ କଳାହାଣ୍ଡି ଓ ଜିଲ୍ଲା ଓ ବ୍ଲକ ଶିକ୍ଷ୍ୟଧିକାରୀଙ୍କୁ ଲିଖିତ ଅଭିଯୋଗ କରିଛିନ୍ତି ଅଭିଯୋଗ ପରେ ଜିଲ୍ଲାପାଳ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like