-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||     

HOME   ରାଜ୍ୟ

କଣ୍ଟାମାଳ ବିଜେପି ପକ୍ଷରୁ କାର୍ଗିଲ ବିଜୟ ଦିବସ ପାଳିତ

26-Jul-2024



କଣ୍ଟାମାଳ(ଜୟ କୁମାର ମହାରଣା): ବିଜେପି ଯୁବ ମୋର୍ଚ୍ଚା ତରଫରୁ ଶୁକ୍ରବାର କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଗିରି ଗୋବର୍ଦ୍ଧନ ପୀଠ ଠାରେ କାର୍ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି  l  ବିଜେପି ନେତା ଡ଼ମ୍ଭରୁଧର କହଁର ଙ୍କ ନେତୃତ୍ୱରେ ଅନୁଷ୍ଠିତ ଉକ୍ତ କାର୍ଗିଲ ବିଜୟ ଦିବସ ପାଳନର ତାପ୍ତର୍ଯ୍ୟ ସମ୍ପର୍କ ରେ ଆଲୋକପାତ କରିଥିବାବେଳେ ଭାରତୀୟ ଯବାନ ଙ୍କ ବୀରତ୍ୱ ଓ ଅଦମ୍ୟ ସାହାସିକତା ଭାରତ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି କରିଛି ଯେଉଁଥିପାଇଁ ଆଜିର ଦିବସ ଟିକୁ ପ୍ରତେକ ଭାରତୀୟଙ୍କ ସ୍ମୃତି ପଟ୍ଟରେ ଉଜ୍ଜୀବିତ କରିବା ସହ ସମସ୍ତେ ଗର୍ବିତ  ବୋଲି ଆୟୋଜିତ ଉତ୍ସବରେ ନେତା ଓ କର୍ମୀ ମାନେ ମତ ବ୍ୟକ୍ତ କରିଥିଲେ  l    ସଭା କାର୍ଯ୍ୟ ଆରମ୍ଭରେ ସମସ୍ତ କର୍ମକର୍ତ୍ତା ମାନଙ୍କ ଦ୍ୱାରା ଦୀପ ଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l  କାର୍ଯ୍ୟକ୍ରମ ରେ ବିନେପି ଯୁବ ମୋର୍ଚ୍ଚା ସଭାପତି ଓ କର୍ମକର୍ତ୍ତା ଯୋଗଦେଇଥିଲେ  l


News Comment




Photo in News

Advertisment
Lastest News
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026

You Might Also Like