-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଦ୍ୱିତୀୟ ଦିନରେ ବଲାଙ୍ଗିର ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍

26-Jul-2024



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଆଜି ଦ୍ୱିତୀୟ ଦିନରେ ପହଞ୍ôଚଛି । ଗତ ୨୫ ତାରିଖରେ ଚାଲିଥିବା ଏହି ଚମ୍ପିୟାନସିପ୍ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଖବର ଲେଖାଯିବା ସୁଦ୍ଧା ଦ୍ୱିତୀୟ ଦିନର ପ୍ରାୟ ୬୦ ରୁ ଉର୍ଦ୍ଧ୍ୱ ମ୍ୟାଚ ସମ୍ପୁର୍ଣ୍ଣ ହୋଇସାରିଛି । ଆଜି

ଅନୁଷ୍ଠିତ ୧୯ ବୟସ ବର୍ଗର ଦୁଇଟି ବାଳିକା ସିଙ୍ଗଲ ସେମିଫାଇନାଲରେ ସଂପଦା ମହାନ୍ତି ଓ ନନ୍ଦିନି ଲାଲ ଯଥା କ୍ରମେ ତମନ୍ନା ସାହୁ ଓ ଦୟା ପଟେଲ କୁ ପରାସ୍ତ କରି ଫାଇନାଲ କୁ ଉନ୍ନିତ ହୋଇଛନ୍ତି । ୧୭ ବୟସ ବର୍ଗ ସିଙ୍ଗିଲ ବାଳିକା ସେମିଫାଇନାଲରେ ଦୟା ପଟେଲ ଓ ସଂପଦା ମହାନ୍ତି ଯଥାକ୍ରମେ ନନ୍ଦିନି ଲାଲ ଓ ଶୁଭସ୍ମିତା ଛତ୍ରିଆକୁ ପରାସ୍ତ କରି ଫାଇନାଲକୁ ଉନ୍ନିତ ହୋଇଛନ୍ତି । ୧୫ ବୟସ ବର୍ଗ ସିଙ୍ଗଲ ବାଳିକା ବର୍ଗରେ ଶୁଭସ୍ମିତା ଛତ୍ରିଆ, ତମନ୍ନା ସାହୁ ଓ ଆଁଚଳ ମେହେର ଯଥାକ୍ରମେ ସୃଷ୍ଟିମୟୀ ବେହେରା, ଅନନ୍ୟା ଅଗ୍ରୱାଲ ଓ ସୋନାଲିକା ମେହେରଙ୍କୁ କ୍ୱାଟରଫାଇନାଲରେ ପରାସ୍ତ କରି ସେମିଫାଇନାଲ କୁ ପ୍ରବେଶ କରିଛନ୍ତି । ଏହି ଚମ୍ପିୟାନସିପ ରେ ବଲାଙ୍ଗିର ଜିଲ୍ଲା ର ପାଟଣାଗଡ, ତୁଷୁରା, କଣ୍ଟାବାଞ୍ଜି, ଟିଟିଲାଗଡ ସହ ଅନ୍ୟାନ୍ୟ ଅଂଚଳର ବିଭିନ୍ନ ବୟସ ବର୍ଗର ପ୍ରାୟତଃ ୩୦୦ ଜଣ ବ୍ୟାଡମିଣ୍ଟନ ଖେଳାଳି ଅଂଶ ଗ୍ରହଣ କରିଛନ୍ତି । ଉଭୟ ବାଳକ ବାଳିକା ସବ୍‌ଜୁନିୟର, ଜୁନିୟର, ପୁରୁଷ ଓ ମହିଳା ସମେତ ଭେଟେରାନ ବୟସ ବର୍ଗରେ ସିଙ୍ଗଲ ଓ ଡବଲ୍ସ ଚମ୍ପିୟାନସିପ୍ ପ୍ରତିଯୋଗିତା ଅନୁଷ୍ଠିତ ହେଉଅଛି । ଜିଲ୍ଲା ବ୍ୟାଡମିଣ୍ଟନ ସଂଘ ସଂପାଦକ ସୁରୁଲାଲ ମଟାରୀଙ୍କ ସଂଯୋଜନାରେ ଆୟୋଜିତ ଏହି ଚମ୍ପିୟାନସିପ୍ କୁ ଉପଦେଷ୍ଟା ବିରେନ୍ଦ୍ର ମିଶ୍ର, ଜିଲ୍ଲା ବ୍ୟାଡମିଣ୍ଟନ ସଂଘ ସଭାପତି ଗୋପାଳ ପଣ୍ଡା, କାର୍ଯ୍ୟକାରୀ ସଭାପତି ପବିତ୍ର ବେହେରା, ଉପ-ସଭାପତି ଘନଶ୍ୟାମ ମିଶ୍ର, ଶୁଶାନ୍ତ ଚୋପଦାର, ବୁଲୁ ବେହେରା, ସୁଧିର ପଣ୍ଡା, ସନ୍ଦିପ ସାହାଣି, ଉନ୍ନୟନ କମିଟି ମୁଖ୍ୟ ଶୁଭ୍ରାଂଶୁ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଖେଳ ପରିଚାଳନାରେ ସହଯୋଗ କରୁଛନ୍ତି । ଏହି ଚମ୍ପିୟାନସିପ୍ କୁ

ସମୁଦାୟ ୧୨ ଜଣ ଅଫିସିଆଲ ଯଥା ଅନନ୍ତ ବେହେରା, ମାନସ ମହାନ୍ତି, ଆଶିଷ ଉପାଧ୍ୟାୟ, ରାଜକିଶୋର ଶତପଥି, ସିଦ୍ଧାର୍ଥ ମିଶ୍ର, ଶୁଶାନ୍ତ ମହାନ୍ତି, ପବନ ସାହୁ, ବୈଷ୍ଣବ କବାଟ, ଉପେନ୍ଦ୍ର ଚନ୍ଦନ, ସୌରଭ ପ୍ରଧାନ, ସ୍ମରଣିକା ବେହେରା, ରୋଶନ ଜୈନ, ସୁରେନ୍ଦ୍ର ନେପାଲ, କବି ଠାକୁର, କାହ୍ନୁଲାଲ, ଆକ୍ରମ ଖାନଙ୍କ ସହ ଚିପ୍ ରେଫରି ହେମନ୍ତ ପ୍ରଧାନ, ଡେପୁଟି ଚିପ୍ ରେଫରି ଚନ୍ଦ୍ରଶେଖର ମିଶ୍ର ପ୍ରମୁଖ ଖେଳ ପରିଚାଳନା ଦାୟିତ୍ୱ ତୁଳାଇଥିଲେ । ଖେଳ ଦେଖିବା ପାଇଁ ପ୍ରତ୍ୟେହ ଦର୍ଶକଙ୍କ ଭିଡ ଲାଗି ରହୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like