-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||     

HOME   ଜିଲ୍ଲା

୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ଜିଲ୍ଲା ସ୍ଥରୀୟ କାର୍ଯ୍ୟକାରିଣୀ ବୈଠକ

26-Jul-2024



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଅଧିନସ୍ଥ ତୀର୍ଥ କ୍ଷେତ୍ର ପାତାଲଗଙ୍ଗା ରାଧାକୃଷ୍ଣ ମନ୍ଦିର ଠାରେ ନୂଆପଡା ଜିଲ୍ଲା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ପକ୍ଷରୁ ଏକ ଜିଲ୍ଲା ସ୍ଥରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ରାଜ୍ୟ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ସଭାପତି ସୁବୋଧ ନାଥ ଶର୍ମା ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ଉପ ସଭାପତି କ୍ରିଷ୍ଣା ଚନ୍ଦ୍ର ନାୟକ, କୋଷାଧ୍ୟକ୍ଷ ପ୍ରଦୀପ କୁମାର ଦାସ,ସମ୍ପାଦକ ଶ୍ରୀରାମ ଚନ୍ଦ୍ର ଆଚାର୍ଯ୍ୟ, ହାଇପାୱାର କମିଟି  ଜୀବନ ଜ୍ୟୋତି ଚାନ୍ଦ, ଗୋପାଳ ସିଂ,ରଞ୍ଜନ କୁମାର ନାଓ,ଶୁଭେନ୍ଦ୍ର କୁମାର ସାମଳ ପ୍ରମୁଖ ମଞ୍ଚାସିନ ରହିଥିଲେ । ନୂଆପଡା ଜିଲ୍ଲା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ସଭାପତି ବୁଲୁ ପଟେଲ, ଉପ ସଭାପତି ଅମିତ କୁମାର ହଂସ, ସମ୍ପାଦକ ମହାବୀର କଟା, ସହ ସମ୍ପାଦକ ଶାନ୍ତନୁ କୁମାର ପଣ୍ଡା, କୋଷାଧ୍ୟାକ୍ଷ ଆଶିଷ କୁମାର ରାଉତ ରାୟ ,ସହ ସମ୍ପାଦକ ଗଗନ କୁମାର ପାତ୍ର  ଓ ଜିଲ୍ଲାର ସମସ୍ତ ୧୦୮ ଆମ୍ବୁଲାନ୍ସ କର୍ମଚାରି ଯୋଗଦାନ କରିଥିଲେ । ଆଗାମୀ ଦିନରେ କିଭଳି ଭାବରେ ଆମ୍ବୁଲାନ୍ସ କର୍ମଚାରୀ ମାନେ ତୃଣମୂଳ ସ୍ଥରରୁ ମଜବୁତ ରହିବେ ଏବଂ ସଂଘ କେମିତି କ୍ରିୟାଶୀଳ ହୋଇ ପ୍ରତି କ୍ଷଣରେ ସମାଜର ସେବା କରିପାରିବ ତା'ରି ଉପରେ ଉକ୍ତ ବୈଠକରେ ବିସ୍ତୃତ ଆଲୋଚନା ହେବାସହିତ ପରବର୍ତ୍ତୀ ବୈଠକ ଗୁଡ଼ିକ ଉପରେ ଗୁରୁତ୍ୱ ଦିଆଯିବ ବୋଲି ମତ ସାବ୍ୟସ୍ତ କରିଛନ୍ତି ସଂଘ କାର୍ଯ୍ୟକର୍ତ୍ତା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026

You Might Also Like