-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ଜନତା ହାଇସ୍କୁଲରେ ଦକ୍ଷତା ଓ ଡିଜିଟାଲ ପ୍ରୋତ୍ସାହନ ଦିବସ ଅନୁଷ୍ଠିତ

26-Jul-2024



(ପବିତ୍ର ମେହେର)
ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ଶିକ୍ଷା ସପ୍ତାହ ପାଳନ ଉପଲକ୍ଷେ ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ଡିଜିଟାଲ ଦକ୍ଷତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଦକ୍ଷତା ଓ ଡିଜିଟାଲ ପ୍ରୋତ୍ସାହନ ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦୁର୍ଗା ପ୍ରସାଦ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ  ଶିକ୍ଷକ ସୁବାସ ଚନ୍ଦ୍ର ଖମାରୀ ଏବଂ ଅଙ୍କିତ ମହନ୍ତ ଛାତ୍ରଛାତ୍ରୀମାନଙ୍କୁ ରିଟେଲ ଓ କୃଷି ପରି ଧନ୍ଦାମୂଳକ ଶିକ୍ଷା ସମ୍ବନ୍ଧୀୟ ଧାରଣା ପ୍ରଦାନ କରିଥିଲେ।  କୁଇଜ୍, ରୋଲ୍ ପ୍ଲେ ଏବଂ ସାଂସ୍କୃତିକ କାର୍ଯ୍ୟକଳାପ ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଡିଜିଟାଲ ଦକ୍ଷତା ବୃଦ୍ଧି କରିବା ପାଇଁ ପ୍ରୟାସ କରାଯାଇଥିଲା। ଓସେପା ଦ୍ବାରା ଆୟୋଜିତ ଏକ ବିଂଶ ଶତାବ୍ଦୀରେ ଶିକ୍ଷାର୍ଥୀମାନଙ୍କ ଦକ୍ଷତା ବୃଦ୍ଧି ସଂପର୍କିତ ୱେବିନାରରେ ସକ୍ରିୟ ଅଂଶ ଗ୍ରହଣ କରିବା ପାଇଁ ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ସଞ୍ଜୟ ଖମାରୀ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷକ ବୋଧରାମ ବିଶ୍ବାଳ, ଈଶ୍ୱର ପଧାନ ଓ ଶିକ୍ଷୟିତ୍ରୀ ଅନୀତା ପ୍ରଧାନ ଦକ୍ଷତା ଓ ଡିଜିଟାଲ ପ୍ରୋତ୍ସାହନ ଦିବସ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like