-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||     

HOME   ଜିଲ୍ଲା

ତରଭା ବ୍ଲକ ସରଗଜ ଗ୍ରାମପଞ୍ଚାୟତ ର ନାଧରା ଗାଁ ରେ ସ୍ଵଚ୍ଛ ଦୁଗ୍ଧ ଉତ୍ପାଦନ ତାଲିମ୍ ଶିବିର

27-Jul-2024



ତରଭା,(କପିଳାସ ସେଠ୍): ତରଭା ବ୍ଲକ ସରଗଜ ଗ୍ରାମପଞ୍ଚାୟତ ର ନାଧରା ଗ୍ରାମରେ ସ୍ୱଚ୍ଛ ଦୁଗ୍ଧ ଉତ୍ପାଦନ ଶିବିର ଅନୁଷ୍ଠିତ ହୋଇଯାଇଛି I  ସମଲେଶ୍ୱରୀ ଦୁଗ୍ଧ ଉତ୍ପାଦନ ସଂଘ ଓ ନାଧରା ଦୁଗ୍ଧ ଉତ୍ପାଦକ ସମବାୟ ସମିତି ର ମିଳିତ ସହଯୋଗ ତିନି ଦିନ ଧରି ସ୍ୱଚ୍ଛ ଦୁଗ୍ଧ ଉତ୍ପାଦନ ତାଲିମ ଶିବିର ହୋଇଥିଲା  I ଏହି ଶିବିର ରେ  ନାଧରା  ଗ୍ରାମର ପ୍ରାୟ 50 ଜଣ ଦୁଗ୍ଧ ଉତ୍ପାଦକ ଚାଷୀ ଙ୍କୁ ନେଇ 23ତାରିଖ ରୁ 25 ତାରିଖ ପ୍ରୟନ୍ତ ତାଲିମ ଶିବିର ଅନୁଷ୍ଠିତ ହୋଇ ଥିଲା  I ତରଭା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା ଶ୍ୟାମସୁନ୍ଦର ପାଣ୍ଡେ, ଅତିରିକ୍ତ ଗୋଷ୍ଟି ଚିକିତ୍ସା ଅଧିକାରୀ ଡ଼ା ବିଶ୍ୱ ଭାନୁ ସାମନ୍ତ ସିଂହାର ତାଲିମ ଦାତା ଭାବରେ ଯୋଗଦାନ କରି ସ୍ୱଚ୍ଛ ଦୁଗ୍ଧ ର ଆବଶ୍ୟକତା, ଉପାଦୟତା, ସ୍ୱଚ୍ଛ ଦୁଗ୍ଧ ଉତ୍ପାଦନ, ଦୁଗ୍ଧ ଉତ୍ପାଦନ ପାଇଁ ଉତ୍ସାହିତ କରିବା ସହ ତାଲିମ ପ୍ରଦାନ କରିଥିଲେ I  ସମବାୟ ସଂଘ ଜିଲ୍ଲା ଜିଲ୍ଲାସ୍ତରୀୟ ଅଧିକାରୀ ସନ୍ତୋଷ ମହାନ୍ତି, ସହଦେଵ ଶତପଥି ଉପସ୍ଥିତ ରହି ସ୍ୱଚ୍ଛ ଦୁଗ୍ଧ ଉତ୍ପାଦନନେଇ ଚାଷୀଙ୍କୁ ପରାମର୍ଶ ଦେଇଥିଲେ I ମନୋଜ ମଲ୍ଲିକ, ବରମେଶ ବାରିକ,  ଫକୀର ନନ୍ଦ, ସଦାଶିବ ପଧାନ, ରାଜେନ୍ଦ୍ର ମହାକୁର, ଗଣେଶ୍ୱର ବିଶି, ମିତ୍ରଭାନୁ ମହାକୁର, ଦେବରାଜ ମଲ୍ଲିକ, କାଳିଆ ପାତ୍ର, ପଡୁନ ପଧାନ, ସନ୍ତୋଷ ଖେତୀ, ପଦ୍ମନାଭ ନନ୍ଦ ସମେତ 50ରୁ ଅଧିକ ଚାଷୀ ଯୋଗ ଦାନ କରିଥିଲେ I ଏହି କାର୍ଯ୍ୟକ୍ରମ କୁ ସୁପର ଭାଇଜର ଟିଙ୍କୁ ମଣି ପ୍ରତାପ ଦାସ ପରିଚାଳନା କରିଥିଲେ I 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026

You Might Also Like