-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

କାର୍ଗିଲ ବିଜୟ ଦିବସ ଅବସରରେ ଜିଲ୍ଲା ବିଜେପି ପକ୍ଷରୁ ସମଲେଶ୍ୱରୀ ମନ୍ଦିରରେ ଦୀପ ଦାନ

27-Jul-2024




    
      ସମ୍ବଲପୁର ତା:(ସଂଜୀବପାଣିଗ୍ରାହୀ) - କାର୍ଗିଲ ବିଜୟ ଦିବସ ର ୨୫ ବର୍ଷ ପୂର୍ତ୍ତି ଅବସର ରେ ସମ୍ବଲପୁର ଜିଲ୍ଲା ବିଜେପି ପକ୍ଷରୁ ସମଲେଶ୍ୱରୀ ମନ୍ଦିର ରେ ଦୀପଦାନ କାର୍ଯ୍ୟକ୍ରମ ହୋଇଯାଇଛି । ବିଧାୟକ ଜୟ ନାରାୟଣ ମିଶ୍ର ଙ୍କ ଅନୁପସ୍ଥିତି ରେ ତାଙ୍କର କନ୍ୟା ଶୁଭଶ୍ରୀ ମିଶ୍ର ଙ୍କ ନେତୃତ୍ୱ ରେ କାର୍ଗିଲ ବିଜୟ ର ୨୫ ବର୍ଷ ପୂର୍ତ୍ତି ଅବସରରେ ୨୫ ଘଣ୍ଟା ପାଇଁ ଏକ ବଡ଼ ଦୀପ ପ୍ରଜ୍ବଳନ କରାଯାଇଥିଲା ଓ ତା ସହିତ ଉପସ୍ଥିତ ସମସ୍ତ କାର୍ଯ୍ୟକର୍ତ୍ତା ଗୋଟେ ଦୀପ ପ୍ରଜ୍ବଳନ କରି ସହିଦ ଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଆସନ୍ତାକାଲି ଯୁବ ମୋର୍ଚ୍ଚା ପାଖରୁ ଏକ ବାଇକ ରେଲି ଓ ବୀର ଯବାନ ଙ୍କୁ ସମ୍ମାନ ଜଣେଇବା ପାଇଁ ସ୍ଥାନୀୟ ନାରୀସେବା ସଦନ ଥରେ ଏକ ଶ୍ରଦ୍ଧାଞ୍ଜଳି ସଭା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ର ମଧ୍ୟ ଆୟୋଜନ କରାଯାଇଛି ।
  
    ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ ବେହେରା, ସମୀର ରଞ୍ଜନ ବାବୁ, ଶିବ ଦିୱାନ, କାହ୍ନୁରାମ ଶର୍ମା, ଦିଲୀପ ଶର୍ମା, ଗୁ୍ରଦୀପ ଗିଲ, ଅଜିତ ବେହେରା, ଗୋପାଲ ଅଗ୍ରୱାଲ, ମାନସ ବକ୍ସି, ରୁନୁ ପ୍ରଧାନ, ଅଞ୍ଜଳି ଛୁରା, ମୁନମୁନ ସୌଦାଗର, ସୀତାକାନ୍ତି ମେସୁଆ, ସୁମି ପରିଡା, ଲଷ୍ମୀପ୍ରିୟା ଜେନା, ପ୍ରଭାସିନୀ ଦାଶ, ମଞ୍ଜୁଲତା ଓରାମ ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like