-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ପଶ୍ଚିମାଞ୍ଚଳ ଏକତା ମଞ୍ଚ ର ସମ୍ବଲପୁରୀ ଦିନ ଅବସରରେ ଗୁରୁଶ୍ରୀ ସତ୍ୟନାରାୟଣ ବହିଦାର ଙ୍କ ର ପ୍ରତିମୂର୍ତ୍ତି ଉଦଘାଟନ ପାଇଁ ଚୁଡାନ୍ତ ପ୍ରସ୍ତୁତି ମହାନଦୀ କ୍ଳବ ଠାର ସଂମ୍ବାଦିକ ସମ୍ମିଲନୀରେ ପ୍ରକାଶ

27-Jul-2024



 ସମ୍ବଲପୁର ତା:(ସଂଜୀବପାଣିଗ୍ରାହୀ) ଭାରତୀ ସମାଜ ପକ୍ଷରୁ ୧୧ ବର୍ଷ ପୁର୍ବରୁ ଗୁରୁ ସତ୍ଯ ନାରାୟଣ ବହିଦାର ଙ୍କର ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମରେ ହୋଇଥିବା ନିଷ୍ପତ୍ତି ଏବେ ଜନ ଆନ୍ଦୋଳନ ରେ ପରିଣତ ହୋଇଛି । ଦିନକୁ ଦିନ ସମ୍ବଲପୁରୀ ଦିନ୍ ପଶ୍ଚିମାଞ୍ଚଳ ବାସୀ ଙ୍କ ର ଅସ୍ମିତାର ଦିନ ଭାବେ ଗ୍ରହଣୀୟ ହୋଇଚାଲିଛି ।
     ଚଲିତ ବର୍ଷ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ଗୁରୁ ସତ୍ଯ ନାରାୟଣ ସମ୍ବଲପୁରୀ ଉଦ୍ୟାନ ରେ ସମ୍ବଲପୁରୀ ଦିନ ପାଲନ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି । ସମ୍ବଲପୁରୀ ସଂସ୍କୃତି ର ପୁରୋଧା ଗୁରୁଶ୍ରୀ ସତ୍ଯ ନାରାୟଣ ବହିଦାର ଙ୍କ ର ଜନ୍ମଶତବାର୍ଷିକୀ ୨୦୧୩ ରେ ପଶ୍ଚିମାଞ୍ଚଳ ଏକତା ମଞ୍ଚ ଗଠନ କରାଯାଇ ଅଗଷ୍ଟ - ୧ ତାରିଖ ରେ ସମ୍ବଲପୁରୀ ଦିନ ଭାବରେ ପାଲନ ଆରମ୍ଭ ହୋଇ  ଚଲିତ ବର୍ଷ ୧୧ ବର୍ଷରେ ପଦାର୍ପଣ କରିବାକୁ ଯାଉଛି ।
     ଗୁରୁଶ୍ରୀ ବହିଦାର ସମ୍ବଲପୁରୀ ସାଧକ କବି କଲାକାର ମାନ ଙ୍କୁ  ଏକଜୁଟ କରିବା ସହ ଭାଷା ସଂସ୍କୃତି ର ପ୍ରଚାର ପ୍ରସାର ପାଇଁ ସାରା ଜୀବନ ବଲିଦାନ ଦେଇଥିଲେ। ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ସମ୍ବଲପୁର ସମେତ ରାଜ୍ଯ ର ବିଭିନ୍ନ ସ୍ଥାନରେ ତାଙ୍କର ଜନ୍ମଦିନ ରେ ସମ୍ବଲପୁରୀ ଦିନ ଭାବରେ ଆୟୋଜନ କରିଆସୁଛି । ମଞ୍ଚ ସମ୍ବଲପୁର ରେ ପ୍ରତି ବର୍ଷ ରାଜ୍ଯ ସ୍ତରୀୟ ସମ୍ବଲପୁରୀ ଦିନ ର ଆୟୋଜନ କରିଆସୁଛି।
ସ୍ଥାନୀୟ ମହାନଦୀ କ୍ଲବ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଲନୀରେ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ସମ୍ବଲପୁରୀ ଦିନର ଆୟୋଜନ ଉପରେ ସୁଚନା ଦିଆଯାଇଥିଲା । ଚଲିତ ବର୍ଷ ସମ୍ବଲପୁରୀ ଦିନ ଆୟୋଜନ ପାଇଁ  ସମ୍ବଲପୁରର ବହୁ ସଂଗଠନ ଏବଂ ଅନୁଷ୍ଠାନ ମାନ ଙ୍କୁ ଅନୁରୋଧ କରାଯାଇଛି । ଆସନ୍ତା ୨୮ ତାରିଖରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହାତରେ ଗୁରୁଶ୍ରୀ ସତ୍ୟନାରାୟଣ ବହିଦାର ଙ୍କ ର ପ୍ରତିମୂର୍ତ୍ତି ଉଦଘାଟନ ପାଇଁ ଚୁଡାନ୍ତ ପ୍ରସ୍ତୁତି କରାଯାଉଛି।  ଏହି ଅବସରରେ କେନ୍ଦ୍ରମନ୍ତ୍ରୀ  ଶ୍ରୀଯୁକ୍ତ ସତୀଶ ଚନ୍ଦ୍ର ଦୁବେ, କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ (କୋଇଲା ଓ ଖଣି ବିଭାଗ) ଭାରତ ସରକାର , ଓଡ଼ିଶା ର ପଞ୍ଚାୟତିରାଜ ଏବ ଗ୍ରାମିଣ ବିକାଶ ମନ୍ତ୍ରୀ ରବି ନାରାୟଣ ନାୟକ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ପ୍ରମୁଖ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ତପସ୍ବୀନୀ ହଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସମ୍ବଲପୁରୀ ଦିନ ପାଇଁ ସମ୍ବଲପୁରୀ ନନୀ ପ୍ରତିଯୋଗିତା ସହ ପଶ୍ଚିମାଞ୍ଚଳ ଏକତା ମଞ୍ଚ ର ଆହ୍ବାନ କ୍ରମେ ତମନ୍ନା ଫାଉଣ୍ଡେସନ ପକ୍ଷରୁ ରଂଗୋଲି, ଚିତ୍ରାଂକନ ପ୍ରତିଯୋଗିତା  ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି । ଗୁରୁ ସତ୍ଯ ନାରାୟଣ ବହିଦାରଂକର ଜୀବନୀ ପୁସ୍ତକ ଉନ୍ମୋଚନ କରାଯିବ। 
       । 
    ସେହିପରି ଝାରସୁଗୁଡା, ସୁନ୍ଦରଗଡା, ସୋନପୁର, ବୌଦ୍ଧ ଏବଂ ବରଗଡରେ ଭବ୍ୟ ଢଂଗରେ  ସମ୍ବଲପୁରୀ ଦିନ ଆୟୋଜିତ ହେବ । ସମ୍ବଲପୁର ଜେଲ ଛକ ନିକଟରେ ଥିବା ଗୁରୁ ସତ୍ଯ ନାରାୟଣ ସମ୍ବଲପୁରୀ ଉଦ୍ୟାନ ରେ ୧୨ ତମ ରାଜ୍ଯ ସ୍ତରୀୟ ସମ୍ବଲପୁରୀ ଦିନ ଆୟୋଜନ ହେବ। ଏଥିରେ ସକାଲ ୧୦ ଟାରୁ ସମ୍ବଲପୁରୀ କବିତା ପାଠ ପରେ ଦିନ ୧ ଟାରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏଥିରେ ଜିଲ୍ଲା ଏବଂ ଜିଲ୍ଲା ବାହାରୁ ସାଂସ୍କୃତିକ ଦଲ ଅଂଶଗ୍ରହଣ କରିବେ ।  ଚଲିତ ବର୍ଷ ବରଗଡ଼ ର ସମ୍ବଲପୁରୀ ସାହିତ୍ୟକ  ଏବଂ ପ୍ରଚାରକ ଶୀବଶଙ୍କର ପୁଜାରୀଙ୍କୁ  "ଗୁରୁଶ୍ରୀ ସତ୍ଯ ନାରାୟଣ ସମ୍ବଲପୁରୀ ଜାତୀୟ ସମ୍ମାନ" ପ୍ରଦାନ କରାଯିବ ବୋଲି ମଞ୍ଚ ପକ୍ଷରୁ ସୁଚନା ଦିଆଯାଇଛି । ଏହା ସହ ସମ୍ବଲପୁରୀ ଦିନ ମଞ୍ଚରେ ସମ୍ବଲପୁରୀ ପାଇଁ କାର୍ୟ୍ଯ କରିଥିବା ବିଭିନ୍ନ ବ୍ୟକ୍ତି ବିଶେଷ ଙ୍କୁ ସମ୍ମାନିତ କରାଯିବ

    ସାମ୍ବାଦିକ ସମ୍ମିଲନୀରେ ସମ୍ବଲପୁରୀ ଦିନ ସଂଯୋଜକ ଡ.ପ୍ରମୋଦ ରଥ, ଆବାହକ ଭବାନୀଶ ଭୋଇ, ସମ୍ବଲପୁର ଜିଲା ସଂଯୋଜକ ଦେବାଶିଷ ବେହେରା, ସମ୍ବଲପୁରୀ ଭାଷା ସାହିତ୍ୟ ସଂଯୋଜକ ଡ.ସ୍ବୟଂ ପ୍ରକାଶ ପଣ୍ଡା, ସାଂସ୍କୃତିକ ସଂଯୋଜକ ଦଶରଥ ମେହେର ପ୍ରମୁଖ ଉପସ୍ଥିତ ରହିଥିବା ବେଲେ ରାହୁଲ ଗୁପ୍ତା, ରାହୁଲ ମୋଦକ, ନିଶିକାନ୍ତ ବିଶ୍ଵାଳ, କିଶୋର ଧରେଇ, ମୁଖ୍ୟ ସଂଯୋଜକ ମାନସ ବକ୍ସି ପ୍ରମୁଖ ସହଯୋଗ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like