-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||     

HOME   ରାଜ୍ୟ

ଏମସିଏଲ ପକ୍ଷରୁ ସ୍ୱଦେଶୀ କୃଷି ପାଇଁ ‘ଦେଶୀ ବୀଜ ଘର’ ଯୋଜନା I

30-Dec-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ଏମସିଏଲ ପକ୍ଷରୁ “ଦେଶୀ ବୀଜ ଘର’ ନାମରେ ଏକ ଯୋଜନା ଚାଷୀଙ୍କ ବିକାଶ ଲକ୍ଷ୍ୟକୁ ପ୍ରାଧାନ୍ୟ ଦେଇ ହାତକୁ ନିଆଯାଇଛି । କମ୍ପାନିର ସିଏସ୍‌ଆର ଏମସିଏଲ୍ ପକ୍ଷରୁ ଏକ ଅଭିନବ ପଦକ୍ଷେପ କାର୍ଯ୍ୟକ୍ରମ ଜରିଆରେ ଚାଷୀଙ୍କୁ ଏଥିରେ ସାମିଲ କରାଯାଇ ସେମାନଙ୍କୁ ଦେଶୀ ବିହନରେ ଚାଷ ଓ ମଞ୍ଜି ସଂରକ୍ଷଣ ପାଇଁ ପ୍ରୋତ୍ସାହିତ କରାଯିବ । ଏଥିପାଇଁ ଏମସିଏଲ୍ ସେଚ୍ଛାସେବୀ ସଂଗଠନ ଗ୍ରାମ ସମୃଦ୍ଧି ଟ୍ରଷ୍ଟ ମଧ୍ୟରେ ଏକ ଚୁକ୍ତିନାମା ସ୍ବାକ୍ଷର ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ବ୍ଳକରେ ଏହି ଯୋଜନା କାର୍ଯ୍ୟକାରୀ କରାଯିବ । ପାଖାପାଖି ୨ଶହ ଚାଷୀଙ୍କୁ ଏହି ଯୋଜନାରେ ତାଲିମ୍ ଦିଆଯିବ I ଦେଶୀ ବିହନ ସଂରକ୍ଷଣ ରଖି କୃଷି କ୍ଷେତ୍ରରେ ବିକାଶ ଆଣିବା ଲକ୍ଷ୍ୟରେ ଏହି ଯୋଜନା ହାତକୁ ନିଆଯାଇଥିବା ଏମସିଏଲ୍ ପକ୍ଷରୁ ପ୍ରେସ ବିବୃତି  ମାଧ୍ୟମରେ ସୂଚନା ଦିଆଯାଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026

You Might Also Like