-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||     

HOME   ଜିଲ୍ଲା

ଶିଶୁ ଅଧିକାର ଓ ଶିଶୁ ସୁରକ୍ଷା ଉପରେ ଆଶା ଓ ଅଙ୍ଗନବାଡି କର୍ମୀ ମାନଙ୍କର ତାଲିମ କାର୍ଯ୍ୟକ୍ରମ

27-Jul-2024



 

ସମ୍ବଲପୁର:(ସଂଜୀବପାଣିଗ୍ରାହୀ ): ସ୍ବେଚ୍ଛାସେବୀ ଅନୁଷ୍ଠାନ ସିଡି, କେ.ଏନ.ଏଚ ଏବଂ ଦେଓଗଢ଼ ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ତିଲେଇବଣୀ ବ୍ଲକ ସ୍ଥିତ କନଫରେନ୍ସ୍ ହଲରେ ତିଲେଇବଣୀ ବ୍ଲକ  ଅନ୍ତର୍ଗତ  ତିନୋଟି ଗ୍ରାମ ପଞ୍ଚାୟତ ଯଥା -ଦୁଧିଆନାଳୀ, ଢୋଳାପଡ଼ା ଓ କଂସର ଗ୍ରାମ ପଞ୍ଚାୟତର ୧୫ ଜଣ ଆଶା ଓ ୬୦ ଜଣ ଅଙ୍ଗନବାଡି କର୍ମୀମାନଙ୍କୁ ନେଇ ଶିଶୁ ଅଧିକାର ଓ ଶିଶୁ ସୁରକ୍ଷା ଉପରେ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଏହି କାର୍ଯକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଲା  ଗ୍ରାମ୍ୟ ସ୍ତରରେ କାର୍ଯ୍ୟରତ ଆଶା ଓ ଅଙ୍ଗନବାଡି କର୍ମୀମାନେ ଶିଶୁ ଅଧିକାର ଓ ଶିଶୁ ସୁରକ୍ଷା ବିଷୟରେ ସଚେତନ ହୋଇ ଶିଶୁ ଅଧିକାରକୁ ନିଜ ନିଜ ଅନୁଷ୍ଠାନ ଏବଂ ଅଞ୍ଚଳରେ କିପରି ଭାବେରେ ସୁନିଶ୍ଚିତ କରାଇବା । ଏହି ତାଲିମ କାର୍ଯକ୍ରମକୁ ସ୍ନେହ ପ୍ରକଳ୍ପର ପ୍ରୋଗ୍ରାମ ଅଫିସର ଶ୍ରୀ ସଂସାର ବାଗ ପରିଚାଳନା କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବରେ ଦେଓଗଢ଼ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ  ରୋମିଓ ମହାପାତ୍ର ଏବଂ ସମାନିତ ଅତିଥି ଭାବରେ ଶିଶୁ ବିକାଶ ଯୋଜନା ଅଧିକାରୀ ଶ୍ରୀମତୀ କାଞ୍ଚନ ପଣ୍ଡା ଯୋଗ ଦେଇଥିଲେ।  ଶ୍ରୀ ମହାପାତ୍ର ମିଳିତି ଜାତିସଂଘ ଶିଶୁ ଅଧିକାର ଘୋଷଣାନାମା ମଡ୍ୟୁଲ୍ ବିଷୟରେ ଆଲୋଚନା କରିଥିଲେ । ଏଥିରେ ସେ ତାଙ୍କର ଚାରିଟି ଅଧିକାର ବଞ୍ଚିବାର ଅଧିକାର, ବିକାଶର ଅଧିକାର, ସୁରକ୍ଷାର ଅଧିକାର ଓ ଅଂଶଗ୍ରହଣ କରିବାର ଅଧିକାର ବିଷୟରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିବା ସହିତ କିପରି ଭାବରେ ନିଜ ଅଞ୍ଚଳରେ ଶିଶୁ ଅଧିକାର ଓ ଶିଶୁ ସୁରକ୍ଷାକୁ ସୁନିଶ୍ଚିତ କରିବେ ତାହା ଆଲୋଚନା କରିଥିଲେ । ଶ୍ରୀମତୀ କାଞ୍ଚନ ପଣ୍ଡା ଶିଶୁ ସୁରକ୍ଷା ଏବଂ ଅଙ୍ଗନବାଡିରେ ଚାଲିଥିବା କାର୍ଯକ୍ରମ ଉପରେ ଆଲୋଚନା କରିଥିଲେ । ଏହି ତାଲିମ କାର୍ଯକ୍ରମକୁ ଭାଗ୍ୟଧର ମାନହୀରା, ବରୁଣ କୁଅଁର, ଯୋଗେଶ୍ଵରୀ ପାତ୍ର, ମୋନାଲିଶା ସାହୁ, ରୋହିତ ସାହୁ, ଇନ୍ଦିରା ନାୟକ, ସାରିତା କୁଅଁର  ଆଦି କର୍ମକର୍ତ୍ତାମାନେ  ସହଯୋଗ କରିଥିଲେ । ଶେଷରେ ସ୍ନେହ ପ୍ରକଳ୍ପର କୋଓଡିନେଟର  ତପନ କୁମାର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026

You Might Also Like