-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||     

HOME   ଜିଲ୍ଲା

ଶିଶୁ ଅଧିକାର ଓ ଶିଶୁ ସୁରକ୍ଷା ଉପରେ ଆଶା ଓ ଅଙ୍ଗନବାଡି କର୍ମୀ ମାନଙ୍କର ତାଲିମ କାର୍ଯ୍ୟକ୍ରମ

27-Jul-2024



ସମ୍ବଲପୁର(ସଂଜୀବପାଣିଗ୍ରାହୀ ): ସ୍ବେଚ୍ଛାସେବୀ ଅନୁଷ୍ଠାନ ସିଡି, କେ.ଏନ.ଏଚ ଏବଂ ଦେଓଗଢ଼ ଜିଲ୍ଲା ପ୍ରଶାସନର ମିଳିତ ଉଦ୍ୟମରେ ତିଲେଇବଣୀ ବ୍ଲକ ସ୍ଥିତ କନଫରେନ୍ସ୍ ହଲରେ ତିଲେଇବଣୀ ବ୍ଲକ  ଅନ୍ତର୍ଗତ  ତିନୋଟି ଗ୍ରାମ ପଞ୍ଚାୟତ ଯଥା -ଦୁଧିଆନାଳୀ, ଢୋଳାପଡ଼ା ଓ କଂସର ଗ୍ରାମ ପଞ୍ଚାୟତର ୧୫ ଜଣ ଆଶା ଓ ୬୦ ଜଣ ଅଙ୍ଗନବାଡି କର୍ମୀମାନଙ୍କୁ ନେଇ ଶିଶୁ ଅଧିକାର ଓ ଶିଶୁ ସୁରକ୍ଷା ଉପରେ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଏହି କାର୍ଯକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଲା  ଗ୍ରାମ୍ୟ ସ୍ତରରେ କାର୍ଯ୍ୟରତ ଆଶା ଓ ଅଙ୍ଗନବାଡି କର୍ମୀମାନେ ଶିଶୁ ଅଧିକାର ଓ ଶିଶୁ ସୁରକ୍ଷା ବିଷୟରେ ସଚେତନ ହୋଇ ଶିଶୁ ଅଧିକାରକୁ ନିଜ ନିଜ ଅନୁଷ୍ଠାନ ଏବଂ ଅଞ୍ଚଳରେ କିପରି ଭାବେରେ ସୁନିଶ୍ଚିତ କରାଇବା । ଏହି ତାଲିମ କାର୍ଯକ୍ରମକୁ ସ୍ନେହ ପ୍ରକଳ୍ପର ପ୍ରୋଗ୍ରାମ ଅଫିସର ଶ୍ରୀ ସଂସାର ବାଗ ପରିଚାଳନା କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବରେ ଦେଓଗଢ଼ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ  ରୋମିଓ ମହାପାତ୍ର ଏବଂ ସମାନିତ ଅତିଥି ଭାବରେ ଶିଶୁ ବିକାଶ ଯୋଜନା ଅଧିକାରୀ ଶ୍ରୀମତୀ କାଞ୍ଚନ ପଣ୍ଡା ଯୋଗ ଦେଇଥିଲେ।  ଶ୍ରୀ ମହାପାତ୍ର ମିଳିତି ଜାତିସଂଘ ଶିଶୁ ଅଧିକାର ଘୋଷଣାନାମା ମଡ୍ୟୁଲ୍ ବିଷୟରେ ଆଲୋଚନା କରିଥିଲେ । ଏଥିରେ ସେ ତାଙ୍କର ଚାରିଟି ଅଧିକାର ବଞ୍ଚିବାର ଅଧିକାର, ବିକାଶର ଅଧିକାର, ସୁରକ୍ଷାର ଅଧିକାର ଓ ଅଂଶଗ୍ରହଣ କରିବାର ଅଧିକାର ବିଷୟରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିବା ସହିତ କିପରି ଭାବରେ ନିଜ ଅଞ୍ଚଳରେ ଶିଶୁ ଅଧିକାର ଓ ଶିଶୁ ସୁରକ୍ଷାକୁ ସୁନିଶ୍ଚିତ କରିବେ ତାହା ଆଲୋଚନା କରିଥିଲେ । ଶ୍ରୀମତୀ କାଞ୍ଚନ ପଣ୍ଡା ଶିଶୁ ସୁରକ୍ଷା ଏବଂ ଅଙ୍ଗନବାଡିରେ ଚାଲିଥିବା କାର୍ଯକ୍ରମ ଉପରେ ଆଲୋଚନା କରିଥିଲେ । ଏହି ତାଲିମ କାର୍ଯକ୍ରମକୁ ଭାଗ୍ୟଧର ମାନହୀରା, ବରୁଣ କୁଅଁର, ଯୋଗେଶ୍ଵରୀ ପାତ୍ର, ମୋନାଲିଶା ସାହୁ, ରୋହିତ ସାହୁ, ଇନ୍ଦିରା ନାୟକ, ସାରିତା କୁଅଁର  ଆଦି କର୍ମକର୍ତ୍ତାମାନେ  ସହଯୋଗ କରିଥିଲେ । ଶେଷରେ ସ୍ନେହ ପ୍ରକଳ୍ପର କୋଓଡିନେଟର  ତପନ କୁମାର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026

You Might Also Like